ବରଗଡ଼

ଫରେଷ୍ଟ ଅଫିସର ଭାବେ ଚାକିରି କରାଇ ଦେବାକୁ କହି…

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ଥାନା ପୋଲିସ ଚାକିରି ଆଳରେ ଠକେଇ କରୁଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ, ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଡଙ୍ଗରପଡ଼ା ଗ୍ରାମର ଗୌର ବାରିକ(୩୦)। ତାଙ୍କ ବିରୋଧରେ ଭଟଲି ଥାନାରେ…

ବରଗଡ଼-ନୂଆପଡ଼ା ରେଳ ପ୍ରକଳ୍ପ: ଏଥର ପୁଣି ଲଲିପପ୍‌

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ପ୍ରସ୍ତାବିତ ବରଗଡ଼-ନୂଆପଡ଼ା ରେଳ ପ୍ରକଳ୍ପ ଦୀର୍ଘବର୍ଷର ପ୍ରତୀକ୍ଷା। ନିର୍ବାଚନ ଆସିଲେ ଏହି ପ୍ରକଳ୍ପ କଥା ଉଭୟ ଶାସକ ଏବଂ ବିରୋଧୀ ମନେ ପକାଇଥାନ୍ତି। ପ୍ରକଳ୍ପ ନ ହେବାକୁ ନେଇ ପରସ୍ପର ଦୋଷ ଲଦାଲଦି ହୋଇଥାନ୍ତି। ଗତ ବିଜେପୁର ଏବଂ…

ମୁଷ୍ଟିମେୟଙ୍କ ହାତରେ ଏନ୍‌ଏସିର ଦୋକାନ ଗୃହ

ପଦ୍ମପୁର,୧୦।୮(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ଦୋକାନ ଗୃହ ମୁଷ୍ଟିମେୟଙ୍କ ହାତରେ ରହିଥିବା ସାଧାରଣରେ ଅଭିଯୋଗ ହେଉଛି। ନିଜେ ଦୋକାନ କରିବା ପାଇଁ ଏନ୍‌ଏସିଠାରୁ ନେଇ ନିଜେ ନ କରି ତାହା ଭଡା ସୁତ୍ରରେ ଅନ୍ୟ ଜଣଙ୍କୁ ଦେଇଦେଲେ। ଏହା…

୨ବର୍ଷ ହେଲା ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିଛି ଅଙ୍ଗନୱାଡ଼ି କେନ୍ଦ୍ର: କ୍ଲବ ଘରେ ଚାଲିଛି ଶିକ୍ଷାଦାନ

ବରଗଡ଼,୧୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ବରାହଗୋଡ଼ା ଗ୍ରାମର ପଞ୍ଚାୟତ ପଡ଼ାସ୍ଥିତ ଅଙ୍ଗନୱାଡ଼ି କେନ୍ଦ୍ର ଦୀର୍ଘ ୨ବର୍ଷ ହେଲା ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ି ରହିଛି। ଏହାକୁ ନେଇ ପଡ଼ାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି କ୍ରମରେ ଶୁକ୍ରବାର ପଡ଼ାବାସୀ ବରଗଡ଼…

ଏବେ ହାଇସ୍କୁଲ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ପାଳି

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ନକଲି ଶିକ୍ଷକ ନିଯୁକ୍ତି ଚର୍ଚ୍ଚା ଥମିବାର ନଁା ନେଉନି। ଦିନକୁ ଦିନ ଏହି ପ୍ରସଙ୍ଗ ନେଇ ନୂଆକଥା ସାମ୍ନାକୁ ଆସୁଛି। ସେହିପରି ଜିଲା ଶିକ୍ଷା ବିଭାଗ ମଧ୍ୟ ତପତ୍ର ହୋଇପଡ଼ିଛି। ଜିଲାରେ କାର୍ଯ୍ୟରତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ…

ଓଲଟିଲା ବସ୍‌: ୧୯ ଆହତ

ବରଗଡ଼,୯ା୮(ପ୍ରେମାନନ୍ଦ ଖମାରୀ): ଗୁରୁବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ୧୯ ଜଣ ଆହତ ହୋଇଛନ୍ତି। ବରଗଡ଼ ଜିଲା ବରପାଲିର କୁଶନପୁରୀ ନିକଟରେ ଡିଭାଇଡରରେ ପିଟି ହୋଇ ବସ୍‌ଟି ଓଲଟି ପଡ଼ିଥିଲା। ଆହତମାନଙ୍କୁ ବରଗଡ଼ ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…

ସ୍ବାଧୀନତା ଦିବସରେ ହେବେ ପୁରସ୍କୃତ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ନୂଆଁଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ କହ୍ନେଇବିରା ସରକାରୀ ଉଚ୍ଚ ବିଦ୍ୟାଳୟରେ ସାଧାରଣଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଅନୁଷ୍ଠିତ ଉକ୍ତ ପ୍ରତିଯୋଗିତାରେ ମୋଟ୍‌ ୯୪ଛାତ୍ରୀଛାତ୍ର ଅଂଶଗ୍ରହଣ…

୧୦ରୁ ସାମୁହିକ ଔଷଧ ସେବନ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ଫାଇଲେରିଆ ନିରାକରଣ ପାଇଁ ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରୁପମା ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ରାଜ୍ୟ ଜନସ୍ବାସ୍ଥ୍ୟ ବିଭାଗର ସହନିର୍ଦ୍ଦେଶକ…

ପଦ୍ମପୁର ସହରରେ ମାଡ଼ିଗଲେଣି ବାଂଲାଦେଶୀ

ପଦ୍ମପୁର, ୭।୮(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଏବେ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବଢୁଛି। ବିଭିନ୍ନ ବ୍ୟବସାୟ ସାଙ୍ଗକୁ ରଙ୍ଗ କାମ, ମିସ୍ତ୍ରୀ କାମ ଆଳରେ ସହରକୁ ରାଜ୍ୟ ବାହାର ଅଣଓଡ଼ିଆ ଆସି କାୟାବିସ୍ତାର କରିବାରେ ଲାଗିଥିବା ଦେଖାଯାଉଛି। ଅଞ୍ଚଳରେ ହଜାର…

ପର୍ଯ୍ୟଟନସ୍ଥଳ ପ୍ଲାଷ୍ଟିକ୍‌ମୁକ୍ତ ହେବା ଜରୁରୀ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଇକୋ ପ୍ରୋଟେକ୍ଟ ଫାଉଣ୍ଡେଶନ ପକ୍ଷରୁ ସୋମବାର ଭଟଲି ବ୍ଲକରେ ରହିଥିବା ଆପଖୋଲ ଜଳପ୍ରପାତରେ ପ୍ଲାଷ୍ଟିକମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଜଳପ୍ରପାତ ଜିଲାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହୋଇଥିବାବେଳେ ଏଠାରେ ବହୁସଂଖ୍ୟକ ପର୍ଯ୍ୟଟକଙ୍କ ସମାଗମ ହୋଇଥାଏ। ତେବେ…

ଦେବେଶ ବିଜେଡ଼ି ରାଜ୍ୟ ସଂଯୋଜକ କମିଟି ସଦସ୍ୟ ହୋଇଥିବାରୁ କୃତଜ୍ଞତା

ବରଗଡ଼,୬ା୮: (ପ୍ରେମାନନ୍ଦ ଖମାରୀ):ବିଜେଡ଼ି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦଳର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରିଛନ୍ତି। ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏଥିରେ ୧୫ଜଣିଆଁ ଟିମ୍‌ ରହିଛନ୍ତି। ଏହି ଟିମ୍‌ରେ ବରଗଡ଼ର…

ବିଜେଡି ରାଜ୍ୟ ସଂଯୋଜକ କମିଟି ସଦସ୍ୟ ହେଲେ ଦେବେଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟରେ ଦଳର ବିଭିନ୍ନ କାର୍ଯ୍ୟ କଳାପର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରି ସୋମବାର ନାମ ଘୋଷଣା କରିଛନ୍ତି। ଏହି କମିଟିରେ ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ୧୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri