ବରଗଡ଼

ବିପଣନ ବ୍ୟବସ୍ଥା ସୁଦୃଢ ହେଲେ କୃଷକଙ୍କ ଜୀବନଜୀବିକା ହେବ ସୁରକ୍ଷିତ:ସମବାୟ ମନ୍ତ୍ରୀ

ବରଗଡ,୧୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗୀୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଗୁରୁବାର ଦିନିକିଆ ବରଗଡ ଗସ୍ତରେ ଆସି ବରଗଡ଼ ନିୟନ୍ତ୍ରିତ ବଜାର କମିଟିର ନୂତନ କାର୍ଯ୍ୟାଳୟ ଏବଂ ଅତାବିରା, ଗୋଡଭଗାଠାରେ ନବ ନିର୍ମିତ…

ବିନା ନୋଟିସ୍‌ରେ ଗରିବଙ୍କ ଦୋକାନ ଧୂଳିସାତ୍‌

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୌର ପ୍ରଶାସନର ଉଚ୍ଛେଦ ପ୍ରକ୍ରିୟାକୁ ନେଇ ସହର ଉଠୁଛି ଓ ପଡୁଛି। କେତେବେଳେ ବିନା ନୋଟିସ୍‌ରେ ବୋଲଡୋଜର ଲଗାଇ ଗରିବଙ୍କ ଠେଲା ଦୋକାନଠାରୁ ଆରମ୍ଭ କରି ଛୋଟିଆ ଘରକୁ ଧୂଳିସାତ୍‌ କରି ଦିଆଯାଉଛି ତ ଆଉକେବେ ଉଚ୍ଚ…

କାଲିଠାରୁ ବରଗଡ଼ ଜିଲାରେ ସକାଳୁଆ ଅଫିସ, ହେବନି ମଧ୍ୟାହ୍ନଭୋଜନ ବିରତି

ବରଗଡ଼,୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆସନ୍ତା ୧୦ତାରିଖ ଅର୍ଥାତ୍‌ ଗୁରୁବାରରୁ ସମସ୍ତ ସରକାରୀ ଅଫିସରେ ସକାଳୁଆ କାର୍ଯ୍ୟ ଚାଲିବ। ସକାଳ ୭ଟାରୁ ସରକାରୀ ଅଫିସଗୁଡ଼ିକ ଖୋଲି ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଅଫିସ କାର୍ଯ୍ୟ ଚାଲିବ। ତେବେ ଏହି ସମୟ ଅବଧିରେ ମଧ୍ୟାହ୍ନଭୋଜନ…

ଘରେ କେହି ନ ଥିବାବେଳେ କଳାକନା ବୁଲାଇଲେ ଚୋର, ଲୁଟିନେଲେ…

ଅତାବିରା,୯ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମରେ ବୁଧବାର ଏକ ବଡ଼ଧରଣର ଚୋରି ହୋଇଥିବା ଖବର ମିଳିଛି। ଘଟଣାସ୍ଥଳରେ ଅତାବିରା ପୋଲିସ ପହଞ୍ଚି ଯାଞ୍ଚ ଚଳାଇଛି। ପୂର୍ବାହ୍ନ ସାଢ଼େ ୧ଠଟାରେ ଅନୁସନ୍ଧନୀ କୁକୁର ଘଟଣାସ୍ଥଳରେ ପହଞ୍ଚିଛି। ଘଟଣାରୁ ପ୍ରକାଶ…

ବ୍ଲୁ ଡାଇମଣ୍ଡ କ୍ଲବ ୪-୧ ଗୋଲରେ ବିଜୟୀ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଏବଂ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ୍‌ ଟ୍ରଫି ଜିଲାସ୍ତରୀୟ…

ନାଗରିକ ମଞ୍ଚର ଦାବି ପରେ ଚେତା ପଶିଲା: ୧୬୦ କଳାକାରଙ୍କୁ ଆକାଉଣ୍ଟକୁ ଗଲା ସହାୟତା ରାଶି

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚଳିତବର୍ଷ ଉତ୍ସାହର ଉଦ୍ଦୀପନାର ସହିତ ଉଦ୍‌ଯାପିତ ହୋଇଥିଲା । ଅନ୍ୟବର୍ଷ ତୁଳନାରେ ଏଥର ମହୋତ୍ସବର ଆକର୍ଷଣ ସହିତ ଦର୍ଶକଙ୍କ ସଂଖ୍ୟା ମଧ୍ୟ ବଢ଼ିଥିବା ପରିଲକ୍ଷିତ ହୋଇଥିଲା। ନୂଆ ଭାଜପା ସରକାର…

ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ: ସର୍ବେକ୍ଷଣ ଆରମ୍ଭ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍‌ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍‌ରେ ଜଳ ସମ୍ପଦ…

ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍‌ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍‌ରେ ଜଳ…

ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା ଶିକ୍ଷା ବିଭାଗ ଏବଂ ସ୍ଥାନୀୟ ସତିହାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ…

ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା ଉପସ୍ଥିତ ରହି…

ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ ଟ୍ରଫି…

ସରିଲା ଚୂଡ଼ାନ୍ତ ସର୍ଭେ: ରିଂ ରୋଡ୍‌ରେ ସୁସଜ୍ଜିତ ହେବ ଅତାବିରା

ଅତାବିରା,୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ମୁଖ୍ୟାଳୟରୁ ଗ୍ରାମାଞ୍ଚଳକୁ ସଂଯୋଗୀକରଣ କରିବ ରିଂ ରୋଡ୍‌ l ବିକଶିତ ଗାଁ ବିକଶିତ ଓଡ଼ିଶାର ବାସ୍ତବ ରୂପ ନେବ ଅତାବିରା l ଝାଉଁଜୋରର ଉଭୟ ପାର୍ଶ୍ୱରେ ସୌନ୍ଦର୍ଯ୍ୟକରଣ ହୋଇ ପ୍ରତ୍ୟହ ହେବ ଆଳତି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?