ବରଗଡ଼

ହନୁମାନ ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ସୁକୁଡା ଗ୍ରାମରେ ନବର୍ନିମିତ ହନୁମାନ ମନ୍ଦିର ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆରମ୍ଭ ହୋଇଛି। ଏଥିରେ ପ୍ରଥମେ ପୂଜା ମଣ୍ଡପରେ ଶାଳା ସଂସ୍କାର, ଅଙ୍କୁରାରୋପଣ, ମଣ୍ଡଳ କରଣ, କଳସ ସ୍ଥାପନ…

ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ସାହିତ୍ୟ ସଂସଦର ସଭାପତି ଛାତ୍ରୀ ଧରିତ୍ରୀ ରାଉତଙ୍କ ଅଧ୍ୟକ୍ଷତା…

ଏଣିକି ନିଜ ଲଢ଼େଇ ଲଢ଼ିବେ ଛାତ୍ରୀ

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଛାତ୍ରୀମାନଙ୍କ ନିମିତ୍ତ ଉଦ୍ଦିଷ୍ଟ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି। ପ୍ରଶିକ୍ଷିକା ଜ୍ୟୋତ୍ସ୍ନା ସାହୁ ଏହି ଶିବିରରେ ଭାଗନେଇ ଥିବା ମୋଟ ୧୦୦ ଜଣ ଛାତ୍ରୀଙ୍କୁ ତାଲିମ ପ୍ରଦାନ…

ଅନନ୍ୟ ଭାଇଚାରା: ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ ଇମତିଆଜ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ଆଜି ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ବରଗଡ଼ ସମେତ ସବୁଠି ଉତ୍ସାହ, ଉଦ୍ଦୀପନା ସହକାରେ ଏହି ପର୍ବ ପାଳିତ ହେଉଛି । ହନୁମାନ ମନ୍ଦିର ତଥା ଶକ୍ତି ପୀଠରେ ପୂଜାର୍ଚ୍ଚନା ଚାଲିଛି। ବିଭିନ୍ନ…

ପେଟ୍ରୋଲ ପମ୍ପରେ ଛାଉଣୀ ନାହିଁ: ତେଲ ଭରିବାକୁ ଆସି ଖରାରେ ଶିଝୁଛନ୍ତି ଗ୍ରାହକ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡରେ ଦିନକୁ ଦିନ ତାତି ବଢ଼ି ଚାଲିଛି। ଅ୍ଯଯବର୍ଷ ତୁଳନାରେ ଏଥର ତାତି ଅସମ୍ଭାଳ ହେବ ବୋଲି ଆକଳନ କରାଯାଉଛି। ଏହାସତ୍ତ୍ୱେ ତାତିର ମୁକାବିଲା ପାଇଁ ଏପର୍ଯ୍ୟନ୍ତ ସେଭଳି କିଛି ଠୋସ୍‌ ପଦକ୍ଷେପ ନିଆଯାଇ ନ ଥିବା ପରିଲକ୍ଷିତ…

ଚାଲାଣ ହେଉଥିଲା ଖଇରକାଠ: ମାଡ଼ି ବସିଲା ବନ ବିଭାଗ

ପଦ୍ମପୁର,୧୩ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବନ ବିଭାଗ ପକ୍ଷରୁ ଏକ ଖଇରକାଠ ବୋଝଇ ବୋଲେରୋ ପିକଅପ(ଓଡି ୩୧ -୬୩୩୬ ) ଜବତ କରାଯାଇଛି। ବୋଲେରୋରେ ବେଆଇନ ଖଇରକାଠ ଚାଲାଣ ହେଉଥିବା ଖବର ପାଇ ବନ ବିଭାଗ କୁର୍ମା ଗୌଡ଼ମାଲ ରାସ୍ତାରେ…

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୭ ଯୋଡି ବରକନ୍ୟାଙ୍କ ବିବାହ…

ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା ବିପତ୍ତିବେଳେ ମହାନ କାର୍ଯ୍ୟ କରି, ଓଡ଼ିଆଙ୍କ ତ୍ରାଣକର୍ତ୍ତା ସାଜିଥିବା ଅନେକ ବରପୁତ୍ରଙ୍କ କୀର୍ତ୍ତି ସମ୍ପର୍କରେ…

ଯନ୍ତ୍ରୀଙ୍କ ପୈତୃକ ବାସଭବନରେ ଭିଜିଲାନ୍ସ ଚଢାଉ

ଆସିକା, ୧୨ା୪ (ସୁରେନ୍ଦ୍ର ନାଥ ସାହୁ) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର କାର୍ଯ୍ୟନିର୍ବାହୀ ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀଙ୍କ ଆସିକା ତାଲୁକାରୋଡ଼ସ୍ଥିତ ପୈତୃକ ବାସଭବନ ଉପରେ ଶନିବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ବ୍ରହ୍ମପୁର ଭିଜିଲାନ୍ସ ବିଭାଗ…

ଚାଲାଣ ହେଉଥିଲା ଗଞ୍ଜେଇ: ମାଡିବସିଲା ପୋଲିସ, ୪ ଗିରଫ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଟାଉନ ପୋଲିସ ଦ୍ୱାରା ଏକ କିଣ୍ଟାଲ ୧୦ କେଜି ଗଞ୍ଜେଇ ଜବତ ସହିତ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଗଞ୍ଜେଇ ବୋଝେଇ ମାକ୍ସ ପିକଅପ ଓ ବୋଲେରୋ ଗାଡିକୁ ପୋଲିସ ଜବତ କରିଛି। ବୌଦ୍ଧ…

ମା’ ସମଲେଶ୍ୱରୀଙ୍କ ମହାସ୍ନାନ, ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି

ବରଗଡ଼,୧୨ା୪: ଆଜି ଚୈତ୍ର ପୂର୍ଣ୍ଣିମା । ଏହି ଅବସରରେ ବରଗଡ଼ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାର୍ଷିକ ମହାସ୍ନାନ ଉତ୍ସବ ଚାଲିଛି। ଭୋର୍‌ ୪ଟାରୁ ମା’ଙ୍କ ସ୍ବତନ୍ତ୍ର ପୂଜା ସହ ଦେବୀଙ୍କ ମହାସ୍ନାନ ପର୍ବ ହୋଇଥିଲା। ସେହିପରି ଭୋର ୪ଟା ୫୦ମିନିଟରୁ ଭକ୍ତଙ୍କ…

ରାସ୍ତାକଡ଼ ପାଉଁଶ ଗୁଣ୍ଡ ନେଲା ଶିଶୁର ଜୀବନ: ଖସିଯିବାକୁ ରାଇସ ମିଲ ମାଲିକଙ୍କ ଉଦ୍ୟମ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାସ୍ତାପାଶର୍‌ବରେ ପଡିଥିବା ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ଗୁରୁତର ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?