ବରଗଡ଼

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା ସହ ରାଜ୍ୟ ବ୍ୟାପୀ ହଇଚଇ ସୃଷ୍ଟି ହୋଇଛି। ମୁଖ୍ୟ ଜିଲା ଯୋଗାଣ ଅଧିକାରୀ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି। ଖୋଦ୍ ଏସପି ପି. ଏସ୍ ମୀନାଙ୍କ ନେତୃତ୍ୱରେ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ବ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ ଥଇଥାନ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ ନିର୍ମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ଉକ୍ତ ସ୍ଥାନରେ ଏକ ପାଠାଗାର କିମ୍ବା ସର୍ବସାଧାରଣଙ୍କ ସୁବିଧାରେ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ। ସକାଳ ୯ଟାରୁ ପୂର୍ବାହ୍ନ ୧୧ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ଗଣିତ…

ଆଇଆଇଟି-ଜେଇଇ ମେନ୍‌ ପରୀକ୍ଷା: ବରଗଡ଼ କ୍ରୀଷ୍ଣା ବିକାଶର ସଫଳତା

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆଇଆଇଟି-ଜେଇଇ(ମେନ୍‌) ପ୍ରଥମ ପର୍ଯ୍ୟାୟ ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। କ୍ରୀଷ୍ଣା ବିକାଶ ଗ୍ରୁପର ମ୍ୟାନେଜିଂ ଡାଇରେକ୍ଟର ବିବେକ ଦାଶରୀ…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା କଟନୀଛଟନୀଠାରୁ ଆରମ୍ଭ କରି ଅଭାବୀବିକ୍ରି, ବିଭାଗୀୟ କର୍ମଚାରୀଙ୍କୁ ବେପାରୀମାନେ ହାତଗୁଞ୍ଜା ଦେଇ ସ୍ଲିପ୍‌…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ ଭୁଜାଲି ମାଡ଼ରେ ୨ଯୁବକଙ୍କ ଜୀବନ ଚାଲି ଯାଇଥିଲା। ଏହି ଘଟଣା ପରେ ବିଭିନ୍ନ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର ଧାନ ଚାଷ ପାଇଁ ସାର କିଣାରେ ଶୋଷଣର ସମ୍ମୁଖୀନ ହେବାକୁ ପଡୁଛି ବୋଲି…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି। କିନ୍ତୁ ଏହି ମହୋତ୍ସବ ପାଇଁ ଏପର୍ଯ୍ୟନ୍ତ କୌଣସି ସ୍ଥାୟୀ ମଞ୍ଚ, ଦରବାର କିମ୍ୱା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri