ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…
ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା ମୁତାବକ, ଶନିବାର ବିରାଟ ଗାଧୋଇବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ…
ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ
ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଛି। କିନ୍ତୁ ବରଗଡ଼ର କୋଶଲ ସଂଗ୍ରାମୀ ସୁଶାନ୍ତ…
ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ ସଂଘ ତୀବ୍ର ଅସନ୍ତୋଷ ପ୍ରକାଶ କରିଛି। ଏଥିରେ ହସ୍ତକ୍ଷେପ କରି ବିହିତ ପଦକ୍ଷେପ…
ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା
ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ଗ୍ରାମ ବ୍ୟାପକ ପ୍ରଭାବିତ ହୋଇଛି। ଗ୍ରାମର ପ୍ରାୟ ୩୦୦ ଘର…
ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ
ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ ଜଣେ ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ,…
ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ
ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା ପ୍ରଚଳନ ଦାବିରେ ବରଗଡ଼ ଏମପି ପ୍ରଦୀପ ପୁରୋହିତ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ…
ସୁଦାମଙ୍କୁ ଧକ୍କା ଦେଲା ପିକ୍ଅପ୍ ଭ୍ୟାନ୍: ଆଉ ତା’ପରେ ଘଟିଲା..
ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସୁଦାମ ଭୋଇ (୩୫)। ସୂଚନା ଅନୁସାରେ, ପଦ୍ମପୁରରୁ ପାଟଣାଗଡ଼ ଅଭିମୁଖେ ଯାଉଥିବା ଏକ…
ବକ୍ସ କଣ୍ଡୁଇଟ୍ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା
ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର ରାତିରୁ ହୋଇଥିବା ପ୍ରବଳ ବର୍ଷା ଯୋଗୁ ଜଳସ୍ରୋତରେ ଏହି କେନାଲ କୂଳ ଲଙ୍ଘିବା…
ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ
ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ସିଲ୍ କରି ଦିଆଯାଇଛି । ଉକ୍ତ ନର୍ସିଂହୋମରେ ଚିକିତ୍ସାରେ ଅବହେଳା ଯୋଗୁଁ ଗର୍ଭସ୍ଥ…
ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା
ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ୱାର୍ଡରେ ଜଳବନ୍ଦୀ ପରିସ୍ଥିତି…
ଭିତରେ ଶୋଇଥିଲେ ପରିବାର, ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘର
ପଦ୍ମପୁର,୨୯।୭ (ପ୍ରଦୀପ୍ତ ଦାଶ) : ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ପଦ୍ମପୁର ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଅବିରତ ବର୍ଷା ଫଳରେ ସହର ଓ ଗ୍ରାମର ଅନେକ ରାସ୍ତା ଜଳମଗ୍ନ ହୋଇପଡ଼ିଥିବା ବେଳେ ବହୁ…
ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ
ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି । ଅନେକ ଘରକୁ ମଇଲା ଆବର୍ଜନା ସହିତ ବର୍ଷାଜଳ ପଶିଛି। ଚକରକେନ୍ଦ ପଞ୍ଚାୟତର ବିଭିନ୍ନ…

