କାଳ ହେଲା ଅଦିନିଆ ବର୍ଷା: ମଣ୍ଡିରୁ ଉଠୁନି ବରଗଡ଼ ଚାଷୀଙ୍କ ଧାନ, ବର୍ଷାରେ ଭିଜୁଛି
ମଥୁରାନଗରୀ,୨୫।୧(ପ୍ରେମାନନ୍ଦ ଖମାରୀ): ଅଦିନିଆ ବର୍ଷା ଯୋଗୁ ବରଗଡ଼ ଜିଲା ଚାଷୀଙ୍କ ଅମଳ ଧାନ ପ୍ରଭାବିତ ହୋଇଛି। ଜିଲାର ବିଭିନ୍ନ ମଣ୍ଡିର ଖୋଲା ଆକାଶତଳେ ରହିଥିବା ଧାନ କ୍ଷତିଗ୍ରସ୍ତ ହୋଇଛି। ଜିଲାର ଭଟଲି ବ୍ଲକ ଅନ୍ତର୍ଗତ ସୁଲସୁଲିଆ ଧାନ କ୍ରୟକେନ୍ଦ୍ରରେ ଚାଷୀଙ୍କୁ ଏଭଳି…
ବିଦ୍ୟୁତ୍ ବିଲ୍ ଆଦାୟ କରିବାକୁ ଯାଇ କାଠ ଫାଳିଆରେ ମାଡ଼ ଖାଇଲେ କର୍ମଚାରୀ
ଭେଡ଼େନ,୨୧।୧ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଋଷୁଡ଼ା ଫାଣ୍ଡି ଅର୍ନ୍ତଗତ ଉଦେପୁର ଗ୍ରାମରେ ବିଦ୍ୟୁତ୍ ବିଲ୍ ଆଦାୟକୁ କେନ୍ଦ୍ରକରି କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଶୁଭେନ୍ଦୁ ମହାପାତ୍ର(୨୬ )ଏବଂ କାମଦେବ…
ଧନୁଯାତ୍ରା: କିଛି କଥା, କିଛି ବ୍ୟଥା
ମଥୁରାରେ ମାତିଲେ ଚୋର ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଦୀର୍ଘ ୧୧ଦିନ ଧରି ଚାଲିଥାଏ। ବିଶ୍ୱ ପ୍ରସିଦ୍ଧ କୁହାଯାଉଥିବା ଏହି ମହୋତ୍ସବରେ ଦର୍ଶକଙ୍କ ଭିଡ଼ ମଧ୍ୟ ପରିଲକ୍ଷିତ ହୋଇଥାଏ। ଏଥିପାଇଁ ମହୋତ୍ସବ ଚାଲିଥିବାବେଳେ ମଥୁରାନଗରୀରେ ବ୍ୟାପକ ପୋଲିସ ମୁତୟନ କରାଯାଏ।…
୪ ଶ୍ରମିକଙ୍କ ଉପରେ ମାଡ଼ିଗଲା ଟ୍ରକ୍
ବରଗଡ଼,୧୮ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ମେଲଛାମୁଣ୍ଡା ଥାନା ବିର୍ଜାମ ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ୪ ଶ୍ରମିକଙ୍କ ଉପରେ ଏକ ଟ୍ରକ୍ ମାଡ଼ିଯିବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ନଳକୂପ ଖୋଳିବା ପାଇଁ…
ଧନୁଯାତ୍ରା ପାଇଁ ବଢିଲା ସୁରକ୍ଷା ବ୍ୟବସ୍ଥା
ମଥୁରାନଗରୀ,୧୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରଠାରୁ ଆରମ୍ଭ ହୋଇଛି। ୧୧ଦିନ ବ୍ୟାପୀ ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଧନୁଯାତ୍ରାରେ ଦର୍ଶକଙ୍କ ଭିଡ଼କୁ ଆଖି ଆଗରେ ମଥୁରାନଗରୀ (ବରଗଡ଼ ସହର) ଏବଂ ଗୋପପୁର…
୧୨ ଘଣ୍ଟିଆ ପଦ୍ମପୁର ବନ୍ଦ ଡାକରା
ପଦ୍ମପୁର,୧୫ା୧(ପ୍ରଦୀପ୍ତ ଦାଶ ): ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକତ୍ୱରେ ମଙ୍ଗଳବାର ପଦ୍ମପୁର ବନ୍ଦ ଡାକରାକୁ ସଫଳ କରିବା ପାଇଁ ସ୍ଥାନୀୟ ଟାଉନ ହଲ୍ଠାରେ ଏକ ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକ…
ଧନୁଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ବରଗଡ଼,୧୫।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରଠାରୁ ଆରମ୍ଭ ହେଉଛି। ଧନୁଯାତ୍ରା ମହୋତ୍ସବକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି, ବିଶ୍ୱ ପ୍ରସିଦ୍ଧ ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ ଅନୁଷ୍ଠିତ…
ଆଜିଠୁ ବରଗଡ଼ରେ କଂସ ମହାରାଜଙ୍କ ରାଜୁତି
ବରଗଡ଼,୧୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ହେବ ଏବଂ ଏହି ସମୟ ଅବଧିରେ ବରଗଡ଼ରେ କଂସ ରାଜୁତି ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ…
କାଲିଠୁ ଆରମ୍ଭ ଧନୁଯାତ୍ରା: ଚାଲିବ କଂସ ମହାରାଜାଙ୍କ ଶାସନ
ବରଗଡ଼,୧୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ହେବ ଏବଂ ଏହି ସମୟ ଅବଧିରେ ବରଗଡ଼ରେ କଂସ ରାଜୁତି ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ…
ସୋମବାର ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ
ବରଗଡ଼,୧୪।୦୧: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସୋମବାରଠୁ ଆରମ୍ଭ ହେବ । ପୌରାଣିକ କଥାବସ୍ତୁ ଉପରେ ଆଧାରିତ ମୁକ୍ତାକାଶ ରଙ୍ଗ ମଞ୍ଚର ଧନୁଯାତ୍ରାକୁ ନେଇ ବରଗଡ଼ ବିଶ୍ୱ ପ୍ରସିଦ୍ଧ । ଏନେଇ ପସ୍ତୁତି ଚୂଡାନ୍ତ ପଯ୍ୟାୟରେ ପହଞ୍ଚିଛି। ମଞ୍ଚ ସଜ୍ଜା ଶେଷ…
ତେଜିଲା ପଦ୍ମପୁର ଜିଲା ଦାବି, ୧୬ରେ ୧୨ ଘଣ୍ଟିଆ ବନ୍ଦ
ପାଇକମାଳ,୧୨ା୧(ବଡ ଶତପଥି): ବରଗଡ଼ ଜିଲା ପାଇକମାଳସ୍ଥିତ ନୃସିଂହନାଥ ଧର୍ମଶାଳାଠାରେ ପଦ୍ମପୁର ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ଆଇନଜୀବୀ ରାମରତନ ପୁରୋହିତଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାଇକମାଳ ନାଗରିକ କମିଟି, ବଣିକ ସଂଘ,…
ବଢୁଛି ଅସନ୍ତୋଷ: ୧୮ରେ କୃଷକଙ୍କ ବିଶାଳ ସମାବେଶ
ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବିଦ୍ୟୁତ କ୍ଷେତ୍ରର ଘରୋଇକରଣ, ଧାନ ବିକ୍ରି ସମସ୍ୟାକୁ ନେଇ କୃଷକ ମହଲରେ ଅସନ୍ତୋଷ ବଢିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନ ମୁଣ୍ଡ ଟେକିଛି। ଏହି କ୍ରମରେ ଜାନୁୟାରୀ ୧୮ ତାରିଖରେ ଭଟଲି ବ୍ଲକରେ ଜୟ କିଷାନ ଆନ୍ଦୋଳନ ତରଫରୁ ଏକ…
Archives


