ବରଗଡ଼

ପିକଅପ୍‌ ଭ୍ୟାନ୍‌ ଧକ୍କା: ଚାଳିଗଲା ସ୍କୁଟି ଚାଳକଙ୍କ ଜୀବନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବାନ୍ଦୁଟିକ୍ରା ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତବେଗରେ ଯାଉଥିବା ଏକ ପିକଅପ୍‌ ଭ୍ୟାନ ଧକ୍କା ଦେବା ଯୋଗୁଁ ଘଟଣାସ୍ଥଳରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି…

ବିଧାନସଭା ଘେରାଉ ପାଇଁ କଂଗ୍ରେସର ପ୍ରସ୍ତୁତି

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ) – ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସନ୍ତା ୨୭ତାରିଖ ବିଧାନସଭା ଘେରାଉ କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବରଗଡ଼ ଜିଲା କଂଗ୍ରେସ କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହରଦୀପ ସିଂହଙ୍କ ସଭାପତିତ୍ୱରେ ଅମ୍ବାପାଲିସ୍ଥିତ…

କୋର୍ଟରୁ ବାହାରିବାବେଳେ ଯୁବକଙ୍କୁ ଅପହରଣ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ କୋର୍ଟ ସମ୍ମୁଖରୁ ଶୁକ୍ରବାର ଦ୍ୱିପ୍ରହରରେ ଝାରସୁଗୁଡ଼ାର ନିରଞ୍ଜନ ସୁନାଙ୍କୁ ଅପହରଣ କରି ମାରପିଟ୍‌ କରିବା ପରେ ବିଳମ୍ବିତ ରାତିରେ ଥାନାରେ ଛାଡ଼ି ଦିଆଯାଇଛି। ଏ ନେଇ ନିରଞ୍ଜନଙ୍କ ଭଉଣୀ ଅନୀତାଙ୍କ ଏତଲାକୁ ଭିତ୍ତି କରି ବରଗଡ଼ ଟାଉନ…

ଆଇବିସି ପିଙ୍କ ପାୱାର -୨୦୨୫: ର଼୍ୟାମ୍ପରେ ଚାଲିଲେ ଦିବ୍ୟାଙ୍ଗ ଛାତ୍ରୀ

ବରଗଡ଼,୨୨।୩(ପ୍ରେମାନନ୍ଦ ଖମାରୀ) :ଇଣ୍ଡିଆନ ବିୟୁଟି କାଉନସିଲ(ଆଇବିସି), ବରଗଡ଼ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଫ୍ୟାଶନ ଶୋ, ରିଲସ, ନୃତ୍ୟ ଏବଂ ପାରମ୍ପରିକ ଖାଦ୍ୟ ଉପରେ ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଇଆଇଏମ, ସମ୍ବଲପୁରର…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ଅତାବିରା,୨୨।୩(ହୃଷୀକେଶ ଖମାରୀ):: ବରଗଡ଼ର ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ଅନ୍ତର୍ଗତ ଭାଲୁପାଲି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଜଣେ ବିବାହିତା ମହିଳାଙ୍କୁ ହ୍ଯଯା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ, ଉକ୍ତ ଗ୍ରାମର ଜେବିସ୍‌ ରାଉତଙ୍କ ସ୍ତ୍ରୀ…

ଆଶଙ୍କାରେ ଉଚ୍ଛେଦ, ଆନ୍ଦୋଳନ ପାଇଁ ସଜବାଜ

ବରଗଡ,୨୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ରୁ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼…

ବିଦ୍ୟୁତ ବିଭାଗ ଯନ୍ତ୍ରୀଙ୍କ ଦବଙ୍ଗଗିରି, ଚାଷୀଙ୍କୁ ମାରପିଟ୍‌, ଚାପା ଉତ୍ତେଜନା

ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଜରିମୂଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା ସମୟରେ ବିଦ୍ୟୁତ ବିଭାଗର ଜଣେ କନିଷ୍ଠ ଯନ୍ତ୍ରୀ ବିଭାଗୀୟ କର୍ମଚାରୀଙ୍କ ସହିତ ବିଦ୍ୟୁତ ବିଲ ଅସୁଲି କରିବାକୁ ଯାଇଥିଲେ। ତେବେ ବିଦ୍ୟୁତ…

ଏପ୍ରିଲ ୨ରେ ହେବ ବାଲ ବାଟିକା “ଖଡ଼ିଛୁଆଁ ” ଓ ପ୍ରବେଶ ଉତ୍ସବ: ନାମ ଲେଖାଇବେ …

ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ) – ଆସନ୍ତା ଏପ୍ରିଲ ମାସ ୨ ତାରିଖ ରାଜ୍ୟର ପ୍ରତ୍ୟେକ ବିଦ୍ୟାଳୟରେ ବାଲ ବାଟିକା ପାଇଁ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରତ୍ୟେକ ଜିଲାରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ବିଭାଗୀୟ…

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ ଭାବେ କଥାବାର୍ତ୍ତା କିମ୍ବା ଠିକ୍‌ ଭାବେ ଚଲାବୁଲା କରି ପାରନ୍ତି ନାହିଁ। ତେବେ ସେମାନେ…

ଯୁବକଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତ ଗିରଫ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମର ପିଙ୍କୁ ଓରଫ ସୁଧାଂଶୁ ପ୍ରଧାନ(୨୫)ଙ୍କୁ ପିଟିପିଟି ହତ୍ୟା ମାମଲାରେ ପୋଲିସ ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ଜମୁର୍ଡା ଗ୍ରାମର ସଞ୍ଜୀବ ପ୍ରଧାନ(୩୭), ବାଙ୍କ ପାଣ୍ଡେ(୩୫), ଗଣେଶ ସାହୁ(୧୯), ଲବରୁ ବରିହା(୪୦)…

ନାବାଳକ ଛାତ୍ର ମୃତ୍ୟୁ ଘଟଣାରେ ଚାଞ୍ଚଲ୍ୟକର ଖୁଲାସା: ମୋବାଇଲ ପାଇଁ…

ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ ପଣ୍ଡରିତରାଇ ଜଙ୍ଗଲ ଭିତରୁ ଗତ ସୋମବାର ନାବାଳକ ଛାତ୍ର ସମୀର ପ୍ରଧାନ(୧୪) ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାସ ହୋଇଛି। ଏକ ମୋବାଇଲ ପାଇଁ ତାଙ୍କ ନାବାଳକ ସହପାଠୀ ସମୀରଙ୍କୁ ହତ୍ୟା…

ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ: ଦାସ ବେନୁହୁର୍‌

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ସମ୍ବଲପୁରୀ ବସ୍ତ୍ରାଳୟ ସାରା ଭାରତବର୍ଷରେ ଏକ ଅଲୌକିକ ସଂସ୍ଥା। ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ। ପ୍ରତ୍ୟେକ ବୁଣାକାର ହେଉଛନ୍ତି ଜଣେ ଜଣେ ଉତ୍କର୍ଷ ପ୍ରତିନିଧି। ଆଜି ବିଶ୍ୱ ଦରବାର ସମ୍ବଲପୁରୀ ବସ୍ତ୍ର ଓ ବୁଣାକାରଙ୍କୁ ଆଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?