ବରଗଡ଼

ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ: ସର୍ବେକ୍ଷଣ ଆରମ୍ଭ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍‌ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍‌ରେ ଜଳ ସମ୍ପଦ…

ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍‌ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍‌ରେ ଜଳ…

ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା ଶିକ୍ଷା ବିଭାଗ ଏବଂ ସ୍ଥାନୀୟ ସତିହାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ…

ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା ଉପସ୍ଥିତ ରହି…

ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ ଟ୍ରଫି…

ସରିଲା ଚୂଡ଼ାନ୍ତ ସର୍ଭେ: ରିଂ ରୋଡ୍‌ରେ ସୁସଜ୍ଜିତ ହେବ ଅତାବିରା

ଅତାବିରା,୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ମୁଖ୍ୟାଳୟରୁ ଗ୍ରାମାଞ୍ଚଳକୁ ସଂଯୋଗୀକରଣ କରିବ ରିଂ ରୋଡ୍‌ l ବିକଶିତ ଗାଁ ବିକଶିତ ଓଡ଼ିଶାର ବାସ୍ତବ ରୂପ ନେବ ଅତାବିରା l ଝାଉଁଜୋରର ଉଭୟ ପାର୍ଶ୍ୱରେ ସୌନ୍ଦର୍ଯ୍ୟକରଣ ହୋଇ ପ୍ରତ୍ୟହ ହେବ ଆଳତି l…

ଶ୍ରୀରାମ ନବମୀ ମହୋତ୍ସବରେ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ବନିରେ କମ୍ପିଲା ସହର

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ବରଗଡର ଶ୍ରୀରାମଲାଲା ଟ୍ରଷ୍ଟ ପକ୍ଷରୁ ରବିବାର ଶ୍ରୀରାମ ନବମୀ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ବରଗଡ଼ ସହରର ବାଳକଦାସ ହନୁମାନ ମନ୍ଦିର ପରିସରରୁ ବିଶାଳ ଶୋଭାଯାତ୍ରା ବାହାରି ସହର ପରିକ୍ରମା ସହିତ ବରଗଡ଼ ଲୋକମଣ୍ଡପ ପଡିଆକୁ ପହଞ୍ଚିଥିଲା।…

ବରଗଡ଼ରେ ଆରମ୍ଭ ହେବ ଚିଫ୍‌ ମିନିଷ୍ଟର କପ୍‌ ଫୁଟ୍‌ବଲ ମ୍ୟାଚ୍‌: ଭାଗ ନେବେ ୮ ଟିମ୍‌

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଏବଂ ଫୁଟ୍‌ବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆସନ୍ତା ସୋମବାରରୁ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ୧୫ ବର୍ଷରୁ କମ୍‌ ବୟସ ବର୍ଗର ଚିଫ୍‌ ମିନିଷ୍ଟର…

୧୬୪ କଳାକାରଙ୍କୁ ମିଳିନି ସହାୟତା ରାଶି

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚଳିତବର୍ଷ ଉତ୍ସାହର ଉଦ୍ଦୀପନାର ସହିତ ଉଦ୍‌ଯାପିତ ହୋଇଥିଲା।ଅନ୍ୟବର୍ଷ ତୁଳନାରେ ଏଥର ମହୋତ୍ସବର ଆକର୍ଷଣ ସହିତ ଦର୍ଶକଙ୍କ ସଂଖ୍ୟା ମଧ୍ୟ ବଢ଼ିଥିବା ପରିଲକ୍ଷିତ ହୋଇଥିଲା। ତେବେ ଗତ ଧନୁଯାତ୍ରା ମହୋତ୍ସବକୁ ଆଉ…

ହାତ ହରାଇଥିବା ରୀନାଙ୍କୁ ଭେଟିଲେ ମହିଳା ସମିତି ପ୍ରତିନିଧି ଦଳ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ରୋଜଗାର ପାଇଁ ମଧ୍ୟପ୍ରଦେଶ ଯାଇ ହାତ ହରାଇ ଫେରିଥିବା ରୀନା ମହାନନ୍ଦଙ୍କୁ ତାଙ୍କ ବିଜେପୁର ନିକଟ ପଡ଼ା ଗ୍ରାମକୁ ଯାଇ ବରଗଡ଼ ମହିଳା ସମିତିର ଏକ ପ୍ରତିନିଧି ଦଳ ଭେଟି ତାଙ୍କ ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଅବସରରେ…

ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ଅଭିଯାନ ଶିଥିଳ, ପୁଣି ତାତିଲେ ନାଗରିକ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଅଭିଯାନ ଶିଥିଳ ହୋଇପଡ଼ିଛି। ଏଥିରେ ବିଭାଗୀୟ ଅଧିକାରୀଙ୍କ ଭୂମିକାକୁ ନେଇ ସନ୍ଦେହ ପ୍ରକାଶ କରାଯାଇଛି। ବରଗଡ଼ ନାଗରିକ ମଞ୍ଚ ଏବଂ ସମଲେଶ୍ବରୀ ସଂଘ ନେତୃତ୍ୱରେ…

ସ୍କୁଲ ପାଖରେ ବିପଦ ଶଙ୍କୁଳ ଟ୍ରାନ୍ସଫର୍ମର

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ବ୍ଲକ ପଥର୍ଲା ପଞ୍ଚାୟତ ଅନ୍ତର୍ଗତ ମହିମା ନଗର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିପଦ ଶଙ୍କୁଳ ଅବସ୍ଥାରେ ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରହିଛି। ଏପରିକି ଟ୍ରାନ୍ସଫର୍ମର ଚାରିପାଖରେ ସୁରକ୍ଷା ବାଡ଼ ମଧ୍ୟ ଦିଆ ଯାଇନାହିଁ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?