ବରଗଡ଼

ଅମ୍ବାଭୋନା ଥାନା ଭଙ୍ଗାରୁଜା: ୧୦୦ରୁ ଊର୍ଦ୍ଧ୍ୱଙ୍କ ନାଁରେ ମାମଲା

ବରଗଡ଼,୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣାକୁ ନେଇ ଉତ୍ତେଜନା ଲାଗି ରହିଛି। ଏହି ଘଟଣାରେ ପୋଲିସ ୧୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଅଭିଯୁକ୍ତ ଦର୍ଶାଇଥିବା ବେଳେ ୬ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଅମ୍ବାଭୋନା ଥାନା ବଡ଼ଦର୍ଲିପାଲି…

ବ୍ୟାଙ୍କରୁ ଋଣ ଟଙ୍କା ଉଠାଇ ଫେରୁଥିଲେ: ବାଟରୁ ଛଡାଇ ନେଲେ…

ପାଇକମାଲ,୬।୧୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମର ମା’ ଦୁର୍ଗା ସ୍ବୟଂ ସହାୟିକା ମହିଳା ଗ୍ରୁପ୍‌ର ସଦସ୍ୟାମାନେ ପାଇକମାଲ ଷ୍ଟେଟ ବ୍ୟାଙ୍କରୁ ସୋମବାର ୯୯ ହଜାର ଋଣ ବାବଦ ଟଙ୍କା ଉଠାଇ ଗାଁକୁ ଆସୁଥିଲେ। ହେଲେ ବ୍ୟାଙ୍କଠାରୁ ମାତ୍ର…

ପୋଲିସ ଆଗରେ ଥାନା ଭଙ୍ଗାରୁଜା କଲେ ଯୁବଗୋଷ୍ଠୀ

ବରଗଡ଼,୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନାରେ ରବିବାର ତୁମୁଳକାଣ୍ଡ ଘଟିଛି। ଶତାଧିକ ଲୋକେ ଅତର୍କିତ ଭାବେ ଥାନା ଭିତରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ଫଳରେ ଥାନାରେ ରହିଥିବା କମ୍ପୁଟର, ଚୌକି, ଟେବୁଲ ଆଦି ଭାଙ୍ଗି ଚୂରମାର୍‌ ହୋଇଯାଇଥିବା ସୂଚନା…

ପୁନରୁଦ୍ଧାର ହେଲାନି, ବନ୍ଦ କରିଦେଲେ

ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସମବାୟ ଚିନିକଳ ଜିଲାର ଆଖୁଚାଷୀଙ୍କ ଜୀବନରେଖା ଥିଲା। ସହର ଉପକଣ୍ଠ ତୋରାଠାରେ ନିର୍ମିତ ଏହି ଚିନିକଳକୁ ୧୯୭୪ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଉଦ୍‌ଘାଟନ କରିଥିଲେ। ଦୀର୍ଘବର୍ଷ ଧରି ଚିନିକଳ ଠିକ୍‌ ଭବେ ଚାଲୁଥିଲା ଏବଂ ଜିଲା…

ମାଡ଼ିଚାଲିଛି ଚକଡ଼ା, ଗଣ୍ଠି ପୋକ: କୀଟନାଶକ ସିଞ୍ଚନ ପରେ ବି ହେଉନି ଫସଲ ନିୟନ୍ତ୍ରଣ

ଭେଡ଼େନ,୨୯।୧୦(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ବ୍ଲକର ଚାଷୀ ଓ ଚାଷକୁ ପ୍ରାକୃତିକ ବିପର୍ଯ୍ୟୟ ପିଛା ଛାଡୁନାହିଁ। କେତେବେଳେ ବର୍ଷା ଅଭାବ ତ’ ବିଦ୍ୟୁତ୍‌ ବିଭ୍ରାଟ ସାଙ୍ଗକୁ ରୋଗପୋକ ଦାଉରୁ ଫସଲ ବଞ୍ଚାଇବା ପାଇଁ ଚାଷୀ ସଂଘର୍ଷ ଜାରି ରଖିଛି ।…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର, ବିବାହିତ ଯୁବକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ

ବରଗଡ଼,୨୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅଧୀନ ଏକ ଗ୍ରାମରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ବଳାତ୍କାର ଅଭିଯୁକ୍ତ ଜଣେ ବିବାହିତ ଯୁବକ ଏବଂ ତାଙ୍କ ଏକ ପୁତ୍ର ସନ୍ତାନ ରହିଥିବା ସାଧାରଣରେ ଆଲୋଚିତ ହେଉଛି। ଏନେଇ…

ମା’ଙ୍କୁ ରୁପାଖଣ୍ଡା ଦାନକଲେ

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ୱାର୍ଡ ନଂ-୧ ନିଗମାନନ୍ଦ ବିହାରଠାରେ ଶାରଦୀୟ ଦୁର୍ଗାପୂଜା ପାଇଁ ଶୁକ୍ରବାର ବିଲ୍ବବରଣ ଅନୁଷ୍ଠିତ ହୋଇଯାଇଛି। ପଣ୍ଡିତ ନିଗମାନନ୍ଦ ମିଶ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ତରଣୀସେନ ଦେବତା କର୍ତ୍ତା ଦାୟିତ୍ୱ ସମ୍ପାଦନ କରିଥିଲେ। ଏହି…

ଏହି ସବୁ କାରଣ ପାଇଁ ଚିନିକଳ ବନ୍ଦ କରିବାକୁ ହୋଇଛି ନିଷ୍ପତ୍ତି

ବରଗଡ଼,୨୦।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ତୋରା ସମବାୟ ଚିନିକଳ ବନ୍ଦ କରିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ସମିତି ସମୂହର ରେଜିଷ୍ଟ୍ରାର ଉଦ୍ଧବ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ନିର୍ଦ୍ଦେଶନାମା ନଂ-୧୮୨୭୩ ତା-୧୬।୧୦।୨୦୨୩ରିଖରେ ବିଭିନ୍ନ କାରଣ…

ପୋଲିସ ଗାଡ଼ିରେ ଅଭିଯୁକ୍ତଙ୍କ ମୃତ୍ୟୁ

ବରଗଡ଼/ରାଉରକେଲା, ୯।୧୦(ପ୍ରେମାନନ୍ଦ ଖମାରୀ/ସଙ୍ଗୀତା ଜେନା):ବରଗଡ଼ ଟାଉନ ଥାନା ପୋଲିସ ହାତରେ ଗତ ସେପ୍ଟେମ୍ବର ୨୫ତାରିଖରେ ଧରାପଡ଼ିଥିବା ଆନ୍ତଃରାଜ୍ୟ ଠକଗ୍ୟାଙ୍ଗର ୧୩ ଅଭିଯୁକ୍ତ ରବିବାର ଜାମିନରେ ବରଗଡ ଉପକାରାଗାର (ସବ୍‌ଜେଲ)ରୁ ମୁକ୍ତ ହୋଇଥିଲେ। ସେମାନେ ଉପକାରାଗାରରୁ ମୁକ୍ତ ହୋଇ ବାହାରକୁ ଆସିବା ପରେ…

ଋଣବୋଝ ନେଲା ଚାଷୀଙ୍କ ଜୀବନ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲା ଗାଇସିଲେଟ୍‌ ଥାନା ରାଇସଲପଦର ପଞ୍ଚାୟତର ଉମରାଡ ଗ୍ରାମରେ କୀଟନାଶକ ଖାଇ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ଉକ୍ତ ଗ୍ରାମର ପଦ୍ମନ ଭୁଏ(୩୪)। ଋଣବୋଝ ତଥା ଋଣ ଅସୁଲିରେ ମାଇକ୍ରୋ ଫାଇନାନ୍ସ…

ଧରିତ୍ରୀ ବରଗଡ଼ ଜିଲା ପ୍ରତିନିଧିଙ୍କ ପିତୃ ବିୟୋଗ

ସରଣ୍ଡା,୨୭।୯(ଯୁଧିଷ୍ଠିର ମହାପାତ୍ର): ଧରିତ୍ରୀର ବରଗଡ଼ ଜିଲା ପ୍ରତିନିଧି ପ୍ରେମାନନ୍ଦ ଖମାରୀଙ୍କ ପିତା ଶତପଥୀ ଖମାରୀ(୮୭)ଙ୍କର ମଙ୍ଗଳବାର ଅପରାହ୍ନରେ ତାଙ୍କ ଅତାବିରା ବ୍ଲକ ବୁଗୁବୁଗା ଗହ୍ମାଟିକ୍ରାସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। କିଛିଦିନ ତଳେ ଡାକ୍ତରଖାନାରୁ ଚିକିତ୍ସିତ ହୋଇ ସେ ଘରକୁ ଫେରିଥିଲେ। ମଙ୍ଗଳବାର…

ବରଗଡ଼ରେ ଆୟକର ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ

ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଗୁରୁବାର ସକାଳୁ କେନ୍ଦ୍ରୀୟ ଆୟକର ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ ଜାରି ରହିଛି। ଜିଲାର ବରଗଡ଼ ସହର ସମେତ ସୋହେଲା ଆଦି ଅଞ୍ଚଳର ପ୍ରାୟ ୮୦ ସ୍ଥାନରେ ଏହି ରେଡ୍‌ ଜାରି ରହିଛି। ବିପୁଳ ପରିମାଣରେ ଆୟକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri