ବରଗଡ଼

ବିଦ୍ୟୁତ ବିଭାଗ ଯନ୍ତ୍ରୀଙ୍କ ଦବଙ୍ଗଗିରି, ଚାଷୀଙ୍କୁ ମାରପିଟ୍‌, ଚାପା ଉତ୍ତେଜନା

ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଜରିମୂଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା ସମୟରେ ବିଦ୍ୟୁତ ବିଭାଗର ଜଣେ କନିଷ୍ଠ ଯନ୍ତ୍ରୀ ବିଭାଗୀୟ କର୍ମଚାରୀଙ୍କ ସହିତ ବିଦ୍ୟୁତ ବିଲ ଅସୁଲି କରିବାକୁ ଯାଇଥିଲେ। ତେବେ ବିଦ୍ୟୁତ…

ଏପ୍ରିଲ ୨ରେ ହେବ ବାଲ ବାଟିକା “ଖଡ଼ିଛୁଆଁ ” ଓ ପ୍ରବେଶ ଉତ୍ସବ: ନାମ ଲେଖାଇବେ …

ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ) – ଆସନ୍ତା ଏପ୍ରିଲ ମାସ ୨ ତାରିଖ ରାଜ୍ୟର ପ୍ରତ୍ୟେକ ବିଦ୍ୟାଳୟରେ ବାଲ ବାଟିକା ପାଇଁ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରତ୍ୟେକ ଜିଲାରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ବିଭାଗୀୟ…

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ ଭାବେ କଥାବାର୍ତ୍ତା କିମ୍ବା ଠିକ୍‌ ଭାବେ ଚଲାବୁଲା କରି ପାରନ୍ତି ନାହିଁ। ତେବେ ସେମାନେ…

ଯୁବକଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତ ଗିରଫ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମର ପିଙ୍କୁ ଓରଫ ସୁଧାଂଶୁ ପ୍ରଧାନ(୨୫)ଙ୍କୁ ପିଟିପିଟି ହତ୍ୟା ମାମଲାରେ ପୋଲିସ ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ଜମୁର୍ଡା ଗ୍ରାମର ସଞ୍ଜୀବ ପ୍ରଧାନ(୩୭), ବାଙ୍କ ପାଣ୍ଡେ(୩୫), ଗଣେଶ ସାହୁ(୧୯), ଲବରୁ ବରିହା(୪୦)…

ନାବାଳକ ଛାତ୍ର ମୃତ୍ୟୁ ଘଟଣାରେ ଚାଞ୍ଚଲ୍ୟକର ଖୁଲାସା: ମୋବାଇଲ ପାଇଁ…

ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ ପଣ୍ଡରିତରାଇ ଜଙ୍ଗଲ ଭିତରୁ ଗତ ସୋମବାର ନାବାଳକ ଛାତ୍ର ସମୀର ପ୍ରଧାନ(୧୪) ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାସ ହୋଇଛି। ଏକ ମୋବାଇଲ ପାଇଁ ତାଙ୍କ ନାବାଳକ ସହପାଠୀ ସମୀରଙ୍କୁ ହତ୍ୟା…

ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ: ଦାସ ବେନୁହୁର୍‌

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ସମ୍ବଲପୁରୀ ବସ୍ତ୍ରାଳୟ ସାରା ଭାରତବର୍ଷରେ ଏକ ଅଲୌକିକ ସଂସ୍ଥା। ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ। ପ୍ରତ୍ୟେକ ବୁଣାକାର ହେଉଛନ୍ତି ଜଣେ ଜଣେ ଉତ୍କର୍ଷ ପ୍ରତିନିଧି। ଆଜି ବିଶ୍ୱ ଦରବାର ସମ୍ବଲପୁରୀ ବସ୍ତ୍ର ଓ ବୁଣାକାରଙ୍କୁ ଆଦର…

ନାମଲେଖା ନିୟମ ପରିବର୍ତ୍ତନ ଦାବି କଲା ଅଭିଭାବକ ମହାସଂଘ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ଜାତୀୟ ଶିକ୍ଷାନୀତି ଅନୁସାରେ ରାଜ୍ୟରେ ନାମଲେଖା ପ୍ରକ୍ରିୟାକୁ ଓଡିଶା ଅଭିଭାବକ ମହାସଂଘ ବିରୋଧ କରିଛି। ସେଭଳି ଢଙ୍ଗରେ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବା ପାଇଁ ଦାବି ହୋଇଛି। ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ପକ୍ଷରୁ ବୁଧବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ…

ବିଦ୍ୟୁତ୍‌ ସମସ୍ୟା ପ୍ରତିବାଦରେ ଚାଷୀଙ୍କ ଧାରଣା

ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ)ବିଦ୍ୟୁତ ସମସ୍ୟା ନେଇ ବରଗଡ଼ ଜିଲାରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ବୁଧବାର କୃଷକ ପରିବାର, ଭଟଲି ପକ୍ଷରୁ ସ୍ଥାନୀୟ ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ବିଭାଗୀୟ ଯନ୍ତ୍ରୀ ପହଞ୍ଚି ଆଲୋଚନା କଲାପରେ ଚାଷୀମାନେ ଧାରଣାରୁ ଉଠିଥିଲେ।…

୪୫ଜଣଙ୍କୁ ମିଳିବ ମହିଳା ପ୍ରତିଭା ସମ୍ମାନ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଜନ କଲ୍ୟାଣ ସେବା ଟ୍ରଷ୍ଟ ତରଫରୁ ଆସନ୍ତା ୨୭ତାରିଖ ମହିଳା ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଏକ ହୋଟେଲ…

ବରଗଡ଼ରେ ଚାଞ୍ଚଲ୍ୟ: ଯୁବକଙ୍କୁ ହତ୍ୟା, ପୋଲିସର ତନାଘନା ଆରମ୍ଭ

ବରଗଡ଼, ୧୯।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣକ ହେଲେ, ଉକ୍ତ ଗ୍ରାମର ସୁଧାଂଶୁ ପ୍ରଧାନ (୨୫) । ଖବର ପାଇ ବୁଧବାର…

ନିର୍ବାଚନ ପ୍ରକ୍ରିୟା ସୁଦୃଢ଼ କରିବାକୁ ଗୁରୁତ୍ୱ

ବରଗଡ଼,୧୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସମ୍ମିଳନୀ କକ୍ଷରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରତିଷ୍ଠିତ ଆଇନ ଅନୁଯାୟୀ ନିର୍ବାଚନ ପ୍ରକ୍ରିୟାକୁ ଆହୁରି ସୁଦୃଢ କରିବା ଉଦ୍ଦେଶ୍ୟରେ ବୁଥ୍‌ସ୍ତରୀୟ ପ୍ରତିନିଧିଙ୍କ ନିଯୁକ୍ତି ବିଷୟରେ ଏକ ବୈଠକ…

କବିତା ସଂକଳନ ‘ଚୟନିକା’ ଉନ୍ମୋଚିତ

ବରଗଡ, ୧୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ସୋମବାର କବି ସୌଭାଗ୍ୟବନ୍ତ ମହାରଣାଙ୍କ ସମ୍ପାଦିତ ଏବଂ କବି ରୋହିତ ଦାଶଙ୍କ ନିର୍ବାଚିତ କବିତା ସଂକଳନ ‘ଚୟନିକା’ ଉନ୍ମୋଚିତ ହୋଇଯାଇଛି। ସୃଷ୍ଟି ଫାଉଣ୍ଡେଶନର ଅଧ୍ୟକ୍ଷା ଜିତାରାଣୀ ଦାଶ ସ୍ବାଗତ ଭାଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?