ବରଗଡ଼

ଖଣ୍ଡା ବୁଲାଇଲେ ଦୁଇ ଭାଜପା ପ୍ରାର୍ଥୀ

ସରଣ୍ଡା,୧୪ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଗାରେ ରବିବାର ହନୁମାନ ଜୟନ୍ତୀ ପାଳିତ ହୋଇଛି। ତେବେ ଏହି ଅବସରରେ ବାହାରିଥିବା ଶୋଭାଯାତ୍ରାରେ ଭାଜପାର ବରଗଡ଼ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଏବଂ ଅତାବିରା ବିଧାନସଭା ପ୍ରାର୍ଥୀ ନିହାର ରଞ୍ଜନ…

ପୁରୀରୁ ଫେରୁଥିବାବେଳେ ରାସ୍ତା ତଳକୁ ଖସିଗଲା ବସ୍‌, ଭିତରେ ଥିଲେ ୫୫ଜଣ ତୀର୍ଥଯାତ୍ରୀ

ପଦ୍ମପୁର,୧୪।୪: ପୁରୀରୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଏକ ବସ ଓଲଟି ପଡ଼ିଛି। ସବରେ ପ୍ରାୟ ୫୫ ଜଣ ତୀର୍ଥଯାତ୍ରୀ ଥିଲେ। କିନ୍ତୁ ସେମାନଙ୍କ ଭିତରୁ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ଥାନା ସୁଲିଆ…

ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣା: ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ଥାନା ନିତ୍ୟାନନ୍ଦପୁର ଗ୍ରାମରେ ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣାରେ ଶନିବାର ପୋଲିସ ପୁଣି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ନାନୁ ଓରଫ ଝସକେତନ ସାହୁ(୨୧)ଙ୍କ ସମେତ ଅନ୍ୟ…

ନାମାଙ୍କନ ନ ହେଉଣୁ ବଢ଼ିଲାଣି ନିର୍ବାଚନୀ ତାତି, ଗୋଟିଏ ଦଳକୁ ଟାର୍ଗେଟ କରୁଛି ଆଉ ଏକ ଦଳ

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ଣତା ସେତିକି ବଢ଼ିବାରେ ଲାଗିଛି। ବରଗଡ଼ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହିଁ । ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଭାଜପାର ମିଶ୍ରଣ ପର୍ବରେ ଦଳର ଜିଲା ସଭାପତି…

ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ମରଣାନ୍ତକ ଆକ୍ରମଣ

ଝାରବନ୍ଧ,୧୧ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ନିତ୍ୟାନନ୍ଦପୁର ଗ୍ରାମରେ ଗୁରୁବାର ଭୋର୍‌ରୁ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଗ୍ରାମର ନାନୁ ସାହୁଙ୍କ ଘରେ ଗଞ୍ଜେଇ କାରବାର ନେଇ ଚଢ଼ାଉ କରିବା ସମୟରେ ପରିବାର ଲୋକେ ପୋଲିସ…

୩ ଶ୍ରମିକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ସୋହେଲା,୧୧।୪(ଅଶ୍ବିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଚାପାରେ ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ବରଗଡ଼ ଜିଲା ସୋହେଲାର ବିକାଶ ଷଣ୍ଢ(୩୫), ବନ୍ଦଲା…

ମାଓବାଦୀ-ଯବାନ ଗୁଳି ବିନିମୟ

ପାଇକମାଳ,୯।୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ନୃସିଂହନାଥ ନିକଟସ୍ଥ ଗନ୍ଧମାର୍ଦ୍ଦନ ପର୍ବତରେ ମଙ୍ଗଳବାର ଏକ ମାଓବାଦୀ କ୍ୟାମ୍ପ ଠାବ ହୋଇଛି । କୋମ୍ବିଂ ଅପରେଶନ ଚାଲିଥିବା ବେଳେ ମାଓବାଦୀ ଏବଂ ଯବାନ ମୁହାଁମୁହିଁ ହୋଇଥିଲେ। ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ…

ଆହତ ହରିଣକୁ ଉଦ୍ଧାର କଲା ବନବିଭାଗ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ବନ ବିଭାଗ ମଙ୍ଗଳବାର ସକାଳୁ ବରଗଡ଼ ସହର ଉପକଣ୍ଠ ଟେଙ୍ଗନାନାଲି ନିକଟରୁ ଆହତ ଅବସ୍ଥାରେ ଜଣେ ହରିଣକୁ ଉଦ୍ଧାର କରିଛି। ହରିଣର ଗୋଡରେ ଗଭୀର ଆଘାତ ଲାଗିଛି। ପାଣି ଅନ୍ବେଷଣରେ ଆସିଥିବାବେଳେ କୌଣସି ଗାଡି ଧକ୍କାରେ ହରିଣ ଆହତ…

ଭିତରି ମେଣ୍ଟ ନାହିଁ: ପ୍ରଦୀପ ପୁରୋହିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ): ମେଣ୍ଟକୁ ନେଇ ଯେଉଁ ପ୍ରକ୍ରିୟା ଚାଲିଥିଲା, ଭାଜପାର ହଜାର ହଜାର କାର୍ଯ୍ୟକର୍ତ୍ତା ଅସନ୍ତୁଷ୍ଟ ଥିଲେ। ଏଥର ଭାଜପା ଡବଲ ଇଞ୍ଜିନ ସରକାର ଗଢ଼ିବ, କାହିଁକି ମେଣ୍ଟ କରିବାକୁ ଯାଉଛନ୍ତି ବୋଲି ସାଧାରଣ ଜନତା ମଧ୍ୟ ପ୍ରଶ୍ନ କରିଥିଲେ। କୌଣସି…

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବରଗଡ଼,୮ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପୂର୍ବରୁ ବରଗଡ଼ ଜିଲା ବିଜେଡିକୁ ବଡ଼ ଝଟ୍‌କା ଲାଗିଛି। ବିଜେଡିର ଜିଲା ସଭାପତି ତଥା ପୂର୍ବତନ ଲୋକ ସଭା ଏମ୍‌ପି ଡକ୍ଟର ପ୍ରଭାସ ସିଂ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ତଥା…

ସ୍ବାଧୀନ ଭାବେ ଲଢ଼ିବେ ଓବିସି ସେଲ୍‌ ଅଧ୍ୟକ୍ଷ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ସାଧାରଣ ନିର୍ବାଚନ ପୂର୍ବରୁ ବରଗଡ଼ ଜିଲା କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପ୍ରାର୍ଥୀ ଚୟନରେ ତାଙ୍କୁ ଅଣଦେଖା କରାଯାଇଛି ବୋଲି କଂଗ୍ରେସର ଓବିସି ସେଲ୍‌ ଜିଲା ଅଧ୍ୟକ୍ଷ ପାଣ୍ଡବ କର୍ଣ୍ଣ ଅଭିଯୋଗ କରିଛନ୍ତି। ଦଳ ଯଦି ଏହାର ପୁନର୍ବିଚାର ନ…

ପଦ୍ମପୁର: ଛକାପଞ୍ଝାରେ ଅଟକିଛି ବିଜେଡି ଟିକେଟ

ପଦ୍ମପୁର,୭।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବିଧାନସଭା ଆସନରେ କିଏ ବିଜୁ ଜନତା ଦଳର ପ୍ରାର୍ଥୀ ହେବେ ସେ ନେଇ ସସ୍‌ପେନ୍ସ ଜାରି ରହିଛି । ଗତ ଉପନିର୍ବାଚନରେ ବିଜେଡି ପ୍ରାର୍ଥତ୍ନୀ ବର୍ଷା ସିଂ ବରିହା ପ୍ରାୟ ୪୨ ହଜାର ଭୋଟ୍‌ ବ୍ୟବଧାନରେ ଜିତିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri