ବରଗଡ଼

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପୂର୍ବରୁ ବରଗଡ଼ ଜିଲା କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି । ପ୍ରାର୍ଥୀ ଚୟନରେ ତାଙ୍କୁ ଅଣଦେଖା କରାଯାଇଛି ବୋଲି କଂଗ୍ରେସ ଓବିସି ସେଲ୍‌ ଜିଲା ଚେୟାରମ୍ୟାନ ପାଣ୍ଡବ କର୍ଣ୍ଣ ଅଭିଯୋଗ କରିଛନ୍ତି। ଦଳ ଯଦି…

ପଦ୍ମପୁର ଆସନକୁ ଝୁଲାଇ ରଖିଛି ବିଜେଡି, ବଢୁଛି କଳ୍ପନାଜଳ୍ପନା

ବରଗଡ଼,୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୫ଟି ବିଧାନସଭା ଆସନରୁ ଅତାବିରା, ବରଗଡ଼, ବିଜେପୁର ଏବଂ ଭଟଲି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି। ହେଲେ ପଦ୍ମପୁର ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ…

ପୁରୁଖାଙ୍କ ସହିତ ନବାଗତଙ୍କ ଲଢ଼େଇ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ବୁଧବାର ବିଜେଡ଼ି ଦଳୀୟ ପ୍ରାର୍ଥି ଘୋଷଣା କରିଛି। ଏଥର ଦଳ ଏଠାରୁ ପ୍ରଥମଥର ପାଇଁ ଜଣେ ମହିଳାଙ୍କୁ ନିର୍ବାଚନ ମଇଦାନକୁ ଆଣିଛି। ବରଗଡ଼ ଜିଲା ସୋହେଲା ନିବାସୀ ପରିଣିତା ମିଶ୍ର ଦଳୀୟ ପ୍ରାର୍ଥିନୀ…

ଭାଜପାକୁ ଝଟକା, ଦଳ ଛାଡିଲେ ବରଗଡ଼ ଜିଲା ଉପସଭାପତି ସୁଶାନ୍ତ ମିଶ୍ର

ବରଗଡ଼,୩।୪(ପ୍ରେମାନନ୍ଦ ଖମାରୀ): ଭାଜପାର ଜିଲା ଉପସଭାପତି ସୁଶାନ୍ତ ମିଶ୍ର ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଜିଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀଙ୍କ ନିକଟକୁ ପଠାଇଛନ୍ତି। ଦଳ ତାଙ୍କ…

ବିଜେପୁରରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ସନତଙ୍କ ଉପରେ ଭାଜପାର ଭରସା

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସର ଗଡ଼ ଥିଲା। ପୂର୍ବତନ କଂଗ୍ରେସ ବିଧାୟକ ସ୍ବର୍ଗତ ସୁବଳ ସାହୁଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବିଜେଡିରେ ମିଶିଥିଲେ । ଏହି ମିଶ୍ରଣ ପରେ ଆସନଟି ବିଜେଡି…

ବରଗଡ଼ ବିଧାନସଭା: ପ୍ରାର୍ଥୀ ଦୋହରାଇଲେ ସବୁଦଳ

ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଆଗରୁ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ମଙ୍ଗଳବାର ଭାଜପା ଏବଂ କଂଗ୍ରେସ ଦଳୀୟ…

ଭାଜପାରେ ମିଶୁମିଶୁ ନିହାରଙ୍କୁ ମିଳିଗଲା ଦଳୀୟ ଟିକେଟ

ବରଗଡ଼,୨।୩(ପ୍ରେମାନନ୍ଦ ଖମାରୀ): ଦଳକୁ ନବାଗତ ପୂର୍ବତନ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ଉପରେ ଭାଜପା ଭରସା ରଖିଛି। ଦଳର ପୁରୁଖା ନେତା ଏବଂ ଆଶାୟୀଙ୍କୁ ବାଦ ଦେଇ ଭାଜପା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିହାରଙ୍କୁ ଦଳୀୟ ପ୍ରାର୍ଥୀଭାବେ ଘୋଷଣା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ସଭାପତି, ଦ୍ୟୁତିଶ ସମ୍ପାଦକ

ବରଗଡ଼,୩୦ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ନିର୍ବାଚନରେ ଭୀଷ୍ମଦେବ ସରାଫ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ଦ୍ୟୁତିଶ ଆଚାର୍ଯ୍ୟ ସମ୍ପାଦକ, କାଳୀଚରଣ ଦାଶ ଉପସଭାପତି, ସୁକୁମାର ସାହୁ ଯୁଗ୍ମ ସମ୍ପାଦକ ଭାବେ…

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ ଗାଁ ଗାଇସିଲେଟରୁ ଶୁକ୍ରବାର ପ୍ରଦୀନ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରଦୀପ ପୈତୃକ ଗାଁ…

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ ନାଁ ଘୋଷଣା କରିନାହିଁ। ସେହିପରି ଭାଜପା ଓ କଂଗ୍ରେସ ପକ୍ଷରୁ ମଧ୍ୟ ଟିକେଟ ଘୋଷଣା…

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି।…

ଇଡକୋକୁ ହସ୍ତାନ୍ତର ହେବ ବରଗଡ ଚିନିକଳ ଜମି, ପ୍ରତିଷ୍ଠା କରାଯିବ ନୂତନ ଶିଳ୍ପ

ଭୁବନେଶ୍ୱର,୧୫ା୩: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ। ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri