ବରଗଡ଼

ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ସପ୍ତାହବ୍ୟାପୀ ଧାରଣାରେ ବସିବ ବରଗଡ଼ ଏକତା ମଞ୍ଚ

ବରଗଡ଼ ଅଫିସ,୧୭।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁଣି ଅସନ୍ତୋଷ ପରିଲକ୍ଷିତ ହୋଇଛି। ରବିବାର ସନ୍ଧ୍ୟାରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ଏକ ମହମବତି ଶୋଭାଯାତ୍ରା ସହର ପରିକ୍ରମା...

ସମାଜରୁ ହଜି ଯାଉଛେ ଘୁବୁକୁଡୁ ନାଚ୍‌ଗାନା

ଜାମଟିକ୍ରା, ୧୭।୨ (ଡି.ଏନ୍‌.ଏ.)- କଳା, ସଂସ୍କୃତି, ପରମ୍ପରାକେ ନେଇ ପଶ୍ଚିମ ଓଡ଼ିଶା ଦେଶ୍‌, ବିଦେଶରେ ନିଜର ଗୁଟେ ଖାସ୍‌ ପରିଚଏ ସୁରୁଷ୍‌ଟି କରିପାରିଛେ। ହେଲେ ଇ ଆଧୁନିକ୍‌ ଯୁଗ୍‌ର ବିକାଶ ଧାରାରେ ପଶ୍ଚିମ ଓଡ଼ିଶାର ଅନେକ ପୁରାତନ କଳା, ସଂସ୍କୃତି...

ଜବରଦଖଲ ମୁକ୍ତ ହେଲା ଜଗନ୍ନାଥଙ୍କ ଜମି

ଅତାବିରା, ୧୬।୨ (ଡି.ଏନ.ଏ):ବରଗଡ଼ ଜିଲା ଭେଡେନ ବ୍ଲକ ଉଦେପୁର ଗ୍ରାମରେ ଥିବା ଜଗନ୍ନାଥ ମନ୍ଦିରର ଜମିକୁ କେତେକ ପ୍ରଭାବଶାଳୀ ବ୍ୟକ୍ତି ଦୀର୍ଘବର୍ଷ ହେଲା ଜବରଦଖଲ କରି ରଖିଥିଲେ। ତେବେ ଗ୍ରାମବାସୀ ଏକାଠି ହୋଇ ରବିବାର ଉକ୍ତ ଜମିକୁ ଜବରଦଖଲ ମୁକ୍ତ...

ଜଗନ୍ନାଥ ମହାପ୍ରଭଙ୍କୁ ନାମରେ ଥିବା ଜମି ଦଖଲକଲେ ଗ୍ରାମବାସୀ: ଗାଁରେ ଚାପା ଉତ୍ତେଜନା

ଅତାବିରା,୧୬।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଉଦେପୁର ଗ୍ରାମବାସୀଙ୍କୁ ଦୀର୍ଘବର୍ଷ ଧରି ଅନ୍ଧାରରେ ରଖି ଗ୍ରାମର ଜଗନ୍ନାଥ ମନ୍ଦିର ମହାପ୍ରଭୁଙ୍କ ନାମରେ ଥିବା ଜମିକୁ ଗ୍ରାମର କେତେଜଣ ବ୍ୟକ୍ତି କବ୍‌ଜା କରିଥିଲେ। ଗ୍ରାମବାସୀ ମହାପ୍ରଭୁଙ୍କ ନାମରେ ଥିବା ଏହି...

ବିକ୍ରି ହେଲାନି ଧାନ: ରାସ୍ତା ଉପରେ ଗଦାକଲେ ଚାଷୀ

ବରଗଡ଼ ଅଫିସ,୧୨।୨: ବରଗଡ଼ ଜିଲାରେ ଏବେ ମଧ୍ୟ ଖରିଫ ଧାନ ବିକ୍ରି ସମସ୍ୟା ଦୂର ହୋଇ ପାରିନାହିଁ। ଟୋକନ ନ ମିଳିବାରୁ ଜିଲାର ଅନେକ ଚାଷୀ ସେମାନଙ୍କ ଅମଳ ଧାନକୁ ବିକ୍ରି କରିପାରିନାହାନ୍ତି। ଏହି କାରଣ ଯୋଗୁ ଜିଲାର ପଦ୍ମପୁର...

ସାତ୍‌ସପନ ହେଇଛେ ପକା ରାସ୍‌ତା

ଜାମଟିକ୍ରା, ୧୨।୨ (ଡି.ଏନ୍‌.ଏ.)- ଦେଶ ସୁଆଧୀନ ହେବାର ୭୦ ବଛରନୁ ଅଧ୍‌କା ବିତିଗଲାନ। ହେଲେ ଆଏଜ୍‌ ବି ଆମର ରାଏଜେ ଏନ୍‌ତା ଗଁାଗଁଡ଼ା ଅଛେ ଯେନ୍‌କେ ଫିଦିନିଅଁା ରାସ୍‌ତା ଖଁଡ଼େ ନଁାଇଁନ। ଗଁାବାସୀ ବାରବାର ପଁଚେତ୍‌ନୁ ବ୍ଲକ ତକ୍‌ ଗୁହାରି...

ଅସହାୟ ବୃଦ୍ଧଙ୍କ ମୃତଦେହ ସତ୍କାର କଲେ ସ୍ବେଚ୍ଛାସେବୀ, ବିଭିନ୍ନ ମହଲରେ ପ୍ରଶଂସା

ବରଗଡ଼ ଅଫିସ,୧୧।୨: ବରଗଡ଼ ଜୀରାନଦୀ କୂଳେ ରହିଥିବା ସ୍ବର୍ଗଦ୍ୱାରରେ ମଙ୍ଗଳବାର ସ୍ଥାନୀୟ ସ୍ବେଚ୍ଛାସେବୀ ସଂଗଠନ ନିଷ୍ଠାର ସଦସ୍ୟମାନେ ଜଣେ ଅସହାୟ ବୃଦ୍ଧଙ୍କ ମୃତଦେହ ସତ୍କାର କରିଛନ୍ତି। ପ୍ରକାଶ ଯେ, ଗତ ୮ ତାରିଖ ବଡ଼ଗଡ଼ ଟାଉନ ଥନା ପୋଲିସ ସ୍ଥାନୀୟ...

ଛାତ୍ରୀଛାତ୍ରଙ୍କ ସାଥିରେ ମଧ୍ୟାହ୍ନଭୋଜନ କଲେ ଜିଲାପାଳ

ବରଗଡ଼ ଅଫିସ,୧୧।୨: ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ମଙ୍ଗଳବାର ଭଟଲି ବ୍ଲକ ଅନ୍ତର୍ଗତ ଦେଉଲତୁଣ୍ଡାସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଚାନକ ପରିଦର୍ଶନରେ ଯାଇଥିଲେ। ସେଠାରେ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କୁ ଭେଟି ପାଠପଢ଼ା ସମ୍ପର୍କରେ ପଚାରି ବୁଝିଥିଲେ। ଏହା...

ବରଗଡ଼ ଜିଲା ଚିଠି: ଡାକ୍ତର ଦରକାର

ସ୍ବାସ୍ଥ୍ୟସେବା ଏକ ମୌଳିକ ଅଧିକାର। ଜନତାଙ୍କ ପାଖକୁ ଏହି ସେବା ପହଞ୍ଚାଇବା କେବଳ ସରକାରଙ୍କ କର୍ତ୍ତବ୍ୟ, ତାହା ନୁହେଁ; ଏଥିପାଇଁ ସରକାରଙ୍କ ଦାୟିତ୍ୱବୋଧ ମଧ୍ୟ ରହିଛି। ମାତ୍ର ଅନେକସ୍ଥଳେ ଏହା ଲୋକଙ୍କ ପାଖକୁ ଅପହଞ୍ଚ ହୋଇ ପଡ଼ିଛି। ବରଗଡ଼ ଜିଲାରେ...

ଭତାରୁ ବଁଚିତ୍‌ ନିସାହା ଛଉଣୀ

  ଅତାବିରା, ୮।୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଅଧୀନ ଉଦେପୁର ଗଁାର ବିଧବା ମହିଲା ଛଉଣୀ ଦନ୍ତା(୬୦)। ବଏସ୍‌ ହେଇଥିଲେ ସେ ଭତା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଏନ୍‌ତାକି ସେ ୨ରୁ...

ପକ୍ଷାଘାତରେ ପୀଡ଼ିତ ଜଟାଧାରୀ: କଳାକାର ଭତାରୁ ବଁଚିତ୍‌ ଅଭିଯୋଗ

ଅତାବିରା, ୭।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର କଳା, ସଂସ୍କୃତିକେ ବଁଚେଇ ରଖବାର ଲାଗି ପୋରଛାହନ୍‌ ଯୁଗେଇ ଦେଉଛନ୍‌। ସେନ୍‌ତା ୫୦ ବଛର୍‌ରୁ ଅଧ୍‌କା ହେଉଥିବାର କଳାକାରମାନକୁ ଭତା ଦେଉଛନ୍‌। ହେଲେ ଅନେକ ଜାଗାରେ ହକ୍‌ଦାର କଳାକାର...

ବୁଡ଼ାପାଲି ହାଇସ୍କୁଲ: ପଢ଼ାକୁଠି ଅଭାବ, ବାରନ୍‌ଡାରେ ପଢ଼ୁଛନ୍‌ ଛାତ୍ରୀଛାତ୍ର

ବିଜେପୁର, ୬।୨ (ଡି.ଏନ୍‌.ଏ.)-  ଗାଁଗଁଲିନୁ ସହରତକ୍‌ ଛୁଆକୁ ସରକାରୀ ସ୍କୁଲ ମୁହାଁ କରବାକେ ରାଏଜ୍‌ ସରକାର ଭିନ୍‌ ଭିନ୍‌ ଯୋଜନା କାଯକାରୀ କରୁଛନ୍‌। ମାହାଲିଆ ପେଁଟ୍‌ସାଟ୍‌, ଜୁତା, ବହିପତର, ବେଲାକେ ପୁଷ୍ଟିକର ଖାଏଦ୍‌ ସଂଗେ ସୁଁଦର ପଢ଼ାକୁଠି ତିଆରି ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri