ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି
ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ ଅନୁଷ୍ଠିତ ହୋଇଯାଇଛି ।…
ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ
ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY) ଘରର ୩ୟ…
ଜଳ ନିଷ୍କାସନ ଫେଲ୍, ବେହାଲ ବରଗଡ଼ ସହର
ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି, ସେଇଠି ବର୍ଷାଜଳ ନିଷ୍କାସନ ପାଇଁ ନାଳରେ ବାଟ ନାହିଁ। ମଇଳା, ଆବର୍ଜନା ତାହା…
ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…
ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା ନ ଗଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ଚାଷୀ…
ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା
ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ ସାର ମହଜୁଦ ରହିଥିବା କହୁଛି। ଅନ୍ୟପଟେ ସାର ପାଇଁ ଚାଷୀଙ୍କୁ ନାହିଁ ନ…
ବସ୍ଷ୍ଟାଣ୍ଡରେ ବିକୁଥିଲେ କଫ୍ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ଅମ୍ବାଭୋନା ଥାନା ଚିଚୋଲି…
ଆଡ୍ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ
ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ରାୟଗଡ଼ା ଜିଲା କାଶିପୁର ଥାନା ଅଞ୍ଚଳର ପବିତ୍ର ନାଏକ…
ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ
ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ ଚଳିତ ବର୍ଷ ଧାନ ବିକ୍ରୟ କାର୍ଡ ପାଇଁ ପଞ୍ଜୀକରଣ ହେଉଛି। ଚଳିତବର୍ଷ ସ୍ବାଭାବିକଠାରୁ…
ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ
ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ ଅନ୍ୟଥର ଭଳି ଏଥର ମଧ୍ୟ ପଞ୍ଜୀକରଣରେ ନୂଆ କଟକଣା ଚାଷୀଙ୍କୁ ଅଡ଼ୁଆ ସାଜିଥିଲା…
ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…
ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ ରହିବା ଫଳରେ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି, ଯାହାକୁ ନେଇ ଅସନ୍ତୋଷ ବୃଦ୍ଧି…
ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO
ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ସିଡିଏଓଙ୍କ ଅବସର ପରେ ସେ ଏହି ପଦବୀରେ ଅତିରିକ୍ତ ଦାୟିତ୍ୱ ତୁଲାଉଥିବା ବେଳେ,…
ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା
ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଫଳରେ ବରଗଡ଼ ଜିଲାରେ ପଞ୍ଜୀକରଣ ପ୍ରକ୍ରିୟା ବିଗତବର୍ଷ ତୁଳନାରେ ଧିମେଇ ଯାଇଛି।…

