ବରଗଡ଼

ଧନୁଯାତ୍ରା ପାଇଁ ବଢିଲା ସୁରକ୍ଷା ବ୍ୟବସ୍ଥା

ମଥୁରାନଗରୀ,୧୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରଠାରୁ ଆରମ୍ଭ ହୋଇଛି। ୧୧ଦିନ ବ୍ୟାପୀ ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଧନୁଯାତ୍ରାରେ ଦର୍ଶକଙ୍କ ଭିଡ଼କୁ ଆଖି ଆଗରେ ମଥୁରାନଗରୀ (ବରଗଡ଼ ସହର) ଏବଂ ଗୋପପୁର…

୧୨ ଘଣ୍ଟିଆ ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୧୫ା୧(ପ୍ରଦୀପ୍ତ ଦାଶ ): ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକତ୍ୱରେ ମଙ୍ଗଳବାର ପଦ୍ମପୁର ବନ୍ଦ ଡାକରାକୁ ସଫଳ କରିବା ପାଇଁ ସ୍ଥାନୀୟ ଟାଉନ ହଲ୍‌ଠାରେ ଏକ ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକ…

ଧନୁଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବରଗଡ଼,୧୫।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରଠାରୁ ଆରମ୍ଭ ହେଉଛି। ଧନୁଯାତ୍ରା ମହୋତ୍ସବକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି, ବିଶ୍ୱ ପ୍ରସିଦ୍ଧ ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ ଅନୁଷ୍ଠିତ…

ଆଜିଠୁ ବରଗଡ଼ରେ କଂସ ମହାରାଜଙ୍କ ରାଜୁତି

ବରଗଡ଼,୧୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ହେବ ଏବଂ ଏହି ସମୟ ଅବଧିରେ ବରଗଡ଼ରେ କଂସ ରାଜୁତି ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ…

କାଲିଠୁ ଆରମ୍ଭ ଧନୁଯାତ୍ରା: ଚାଲିବ କଂସ ମହାରାଜାଙ୍କ ଶାସନ

ବରଗଡ଼,୧୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ହେବ ଏବଂ ଏହି ସମୟ ଅବଧିରେ ବରଗଡ଼ରେ କଂସ ରାଜୁତି ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ…

ସୋମବାର ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

ବରଗଡ଼,୧୪।୦୧: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସୋମବାରଠୁ ଆରମ୍ଭ ହେବ । ପୌରାଣିକ କଥାବସ୍ତୁ ଉପରେ ଆଧାରିତ ମୁକ୍ତାକାଶ ରଙ୍ଗ ମଞ୍ଚର ଧନୁଯାତ୍ରାକୁ ନେଇ ବରଗଡ଼ ବିଶ୍ୱ ପ୍ରସିଦ୍ଧ । ଏନେଇ ପସ୍ତୁତି ଚୂଡାନ୍ତ ପଯ୍ୟାୟରେ ପହଞ୍ଚିଛି। ମଞ୍ଚ ସଜ୍ଜା ଶେଷ…

ତେଜିଲା ପଦ୍ମପୁର ଜିଲା ଦାବି, ୧୬ରେ ୧୨ ଘଣ୍ଟିଆ ବନ୍ଦ

ପାଇକମାଳ,୧୨ା୧(ବଡ ଶତପଥି): ବରଗଡ଼ ଜିଲା ପାଇକମାଳସ୍ଥିତ ନୃସିଂହନାଥ ଧର୍ମଶାଳାଠାରେ ପଦ୍ମପୁର ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ଆଇନଜୀବୀ ରାମରତନ ପୁରୋହିତଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାଇକମାଳ ନାଗରିକ କମିଟି, ବଣିକ ସଂଘ,…

ବଢୁଛି ଅସନ୍ତୋଷ: ୧୮ରେ କୃଷକଙ୍କ ବିଶାଳ ସମାବେଶ

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବିଦ୍ୟୁତ କ୍ଷେତ୍ରର ଘରୋଇକରଣ, ଧାନ ବିକ୍ରି ସମସ୍ୟାକୁ ନେଇ କୃଷକ ମହଲରେ ଅସନ୍ତୋଷ ବଢିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନ ମୁଣ୍ଡ ଟେକିଛି। ଏହି କ୍ରମରେ ଜାନୁୟାରୀ ୧୮ ତାରିଖରେ ଭଟଲି ବ୍ଲକରେ ଜୟ କିଷାନ ଆନ୍ଦୋଳନ ତରଫରୁ ଏକ…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗ, ବନ୍ଧା ହେଲେ ସ୍ବାମୀ

ବରଗଡ଼,୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ବୁଙ୍ଗାପାଲି ଗ୍ରାମର ଅଞ୍ଜଳି ଭୋଇ ମୃତ୍ୟୁ ଘଟଣା ଭିନ୍ନ ମୋଡ ନେଇଛି। ମୃତ ଅଞ୍ଜଳିଙ୍କ ବାପା ଛତାଦେଇ ନିବାସୀ ରାଜେନ୍ଦ୍ର ପ୍ରଧାନଙ୍କ ଏତଲା ଆଧାରରେ ଅମ୍ବାଭୋନା ପୋଲିସ ସ୍ବାମୀ ବିଶ୍ୱନାଥ ଭୋଇଙ୍କ ବିରୋଧରେ…

ଚାଷୀମାନଙ୍କ ହକ୍‌ ଲାଗି ତହସିଲ ଅଫିସ ଘେରିବ ଜୟ କିଷାନ ଆନ୍ଦୋଳନ

ପାଇକମାଳ,୫।୧(ବଡ ଶତପଥୀ): ବରଗଡ ଜିଲା ପାଇକମାଳ ବ୍ଲକର ଜୟ କିଷାନ ଆନ୍ଦୋଳନ ପକ୍ଷରୁ ନୃସିଂହନାଥ ନିଃସର୍ଗ ନିବାସଠାରେ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଚାଷୀମାନଙ୍କ ହକ୍‌, ଅଧିକାର ପାଇଁ ଜୟ କିଷାନ ଆନ୍ଦୋଳନ ଦାବି ପୂରଣ ନ ହେବା…

ବରଗଡ଼ ଧନୁଯାତ୍ରା: ରିହର୍ସାଲ ଆରମ୍ଭ କଲେ କଳାକାର

ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୧୫ତାରିଖରୁ ଆରମ୍ଭ ହେବ। ଏହା ୧୧ଦିନ ବ୍ୟାପୀ ଚଳିତ ମାସ ୨୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଳାକାରମାନେ ମଧ୍ୟ ସେଥିରୁ ବାଦ୍‌ ପଡ଼ିନାହାନ୍ତି।…

ବର୍ଷର ଶେଷ ଦିନରେ ବଡ଼ ଦୁର୍ଘଟଣା: ୨ବାଇକ ଆରୋହୀଙ୍କୁ ଚାପିଦେଲା ଟ୍ରକ୍‌

ବରଗଡ଼,୩୧।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ନାଗେନପାଲି ଏଫସିଆଇ ଗୋଦାମ ସମ୍ମୁଖ ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ,ବରଗଡ଼ ମ୍ୟୁନିସିପାଲଟି ଅଧିନ ୱାର୍ଡ ନମ୍ବର-୩ ହାଟପଦା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri