ବରଗଡ଼

ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ଏକାମ୍ର ଛକନିକଟରେ ଶନିବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିିଛି। ଘଟଣାସ୍ଥଳରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ, ସୋନପୁର ଜିଲା ରାମପୁରର ରଘୁବୀର ବଗର୍ତ୍ତୀ। ସେହିପରି ତାଙ୍କ ସହିତ ବାଇକ୍‌ରେ ବସିଥିବା ଅନ୍ୟଜଣେ…

OPTCLର ବଡ଼ ଘୋଷଣା: ରବିବାର ହେବନି ବିଦ୍ୟୁତ୍‌ କାଟ୍‌

ବରଗଡ଼,୮ା୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାର ନିଗମ ଲିମିଟେଡ୍‌(ଓପିଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ବାର୍ଷକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ରବିବାର ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ୍‌…

ଇଥାନଲ ପ୍ଲାଣ୍ଟରେ ଶ୍ରମିକ ଅଶାନ୍ତି:ସ୍ଥାନୀୟ ଶ୍ରମିକଙ୍କୁ ଛଟେଇ କରିବାକୁ ମସୁଧା

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାସ୍ଥିତ ଇଥାନଲ ପ୍ଳାଣ୍ଟରେ ପୁଣି ଶ୍ରମିକ ଅଶାନ୍ତି ଦେଖାଯାଇଛି। ଉକ୍ତ ପ୍ଲାଣ୍ଟରେ ସ୍ଥାନୀୟ ଶ୍ରମିକଙ୍କୁ ଛଟେଇ କରିବାକୁ ମସୁଧା ଚାଲିଥିବାବେଳେ ବାହ୍ୟ ଶ୍ରମିକଙ୍କୁ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଉକ୍ତ ପ୍ଲାଣ୍ଟରେ…

ଗରିବଙ୍କର ହଟିଲା, ଆଗକୁ ଥିଲାବାଲାଙ୍କ ପାଳି

ବରଗଡ଼, ୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଦୀର୍ଘଦିନର ବ୍ୟବଧାନରେ ପୁଣି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ବଡ଼ବଡ଼ିଆ ନୁହେଁ, ଗରିବଙ୍କଠାରୁ ପ୍ରଶାସନ ଏହି ପ୍ରକ୍ରିୟାକୁ ଆରମ୍ଭ କରିଛି। ଶୁକ୍ରବାର ସ୍ଥାନୀୟ ଅମ୍ବାପାଲି ଛକରେ ଚା, ହୋଟେଲ, କିରାନା ଦୋକାନ କରି…

ବଡ଼ ଖବର: ରବିବାର ସକାଳ ୮ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ବିଦ୍ୟୁତ ସେବା ବନ୍ଦ

ବରଗଡ଼,୭/୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌(ଓପିଟିସିଏଲ୍‌) ପକ୍ଷରୁ 132/33 କେ.ଭି ପ୍ରଧାନପାଲି ଗ୍ରୀଡ୍‌ ସବଷ୍ଟେଶନରେ ବାର୍ଷକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ଆସନ୍ତା ରବିବାର ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସକାଳ ୮ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ବିଦ୍ୟୁତ…

ରାସ୍ତାରେ ଜଳିଗଲା କାର୍‌

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଘରୋଇ ବସ୍‌ଷ୍ଟାଣ୍ଡ କେନାଲ କଡ଼ ରାସ୍ତାରେ ଗୁରୁବାର ଏକ କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ନିଆଁ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡିଥିଲେ। ଶଟସର୍କିଟ ଯୋଗୁ କାରରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ପାଖ ଦୋକାନରୁ…

ସମସ୍ୟା ନେଇ ତାତିଲେ ଚାଷୀ: ୧୭ରେ ବସିବ ମହାପଞ୍ଚାୟତ, ୩୦୦ ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ସହ ଆଲୋଚନା ହେବ ଏ ସବୁ…

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ମେଲଛାମୁଣ୍ଡାରେ ଗୁରୁବାର ଏକ ଚାଷୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ମେଲଛାମୁଣ୍ଡା କୃଷକ ସଂଗଠନ ପକ୍ଷରୁ ଆୟୋଜିତ ଉକ୍ତ ବୈଠକରେ ୬ ପଞ୍ଚାୟତର ଚାଷୀ ପ୍ରତିନିଧିମାନେ ଯୋଗ ଦେଇଥିଲେ। ଚାଷୀ ସମ୍ମିଳନୀରେ ଚାଷୀନେତା ରମେଶ ମହାପାତ୍ର ଯୋଗଦେଇ…

ଛାତ୍ରୀଛାତ୍ରଙ୍କୁ ମାଡ଼ମାରିବା ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା: ନିଲମ୍ବନ କଲେ ବିଇଓ

ଝାରବନ୍ଧ, ୬।୨(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଠାକୁରଦିଆ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିଥିବା ଅଭିଯୋଗ ପାଇବା ପରେ ଝାରବନ୍ଧ ବ୍ଳକ ଶିକ୍ଷା ଅଧିକାରୀ(ବିଇଓ) ଶୁଭମ କୁମାର…

ବରଗଡ଼ରେ ଚାଞ୍ଚଲ୍ୟ: ହାତୁଡିରେ ପିଟିପିଟି ମହିଳାଙ୍କୁ ହତ୍ୟା

ବରଗଡ଼, ୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ମହାରାଜା ଗଳି ନିକଟରେ ଗୁରୁବାର ଏକ ହତ୍ୟାକାଣ୍ଡ ଘଟିଛି। ହାତୁଡିରେ ପିଟିପିଟି ଜଣେ ମହିଳାଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ, ସୁବାଷିନୀ ସେଠ(୫୪)। ପୋଲିସ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ…

ସମସ୍ୟା ନେଇ ତାତିଲେ ଚାଷୀ, ୨୧ରେ ଆନ୍ଦୋଳନ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବଜାର ପ୍ରାଙ୍ଗଣରେ ବୁଧବାର ଚାଷୀ ସଙ୍ଗଠନ ଜୟ କିସାନ ଆନ୍ଦୋଳନର ବ୍ଲକସ୍ତରୀୟ କର୍ମୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟୁତ ସମସ୍ୟା, ଧାନ ମଣ୍ଡି ବ୍ୟବସ୍ଥାରେ ମିଲର୍ସଙ୍କ ଭୂମିକା ଏବଂ ସାର କଳାବଜାର ଉପରେ ଆଲୋଚନା…

ଥିଲାବାଲାଙ୍କୁ ଅନୁକମ୍ପା, ଗରିବଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ):ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବରଗଡ଼ ସବୁବେଳେ ଚର୍ଚ୍ଚାର ବିଷୟ ହୋଇ ପଡିଛି। ଏଠାରେ ଉଚ୍ଚ ନ୍ୟାୟାଳୟର ବାରମ୍ବାର ଆଦେଶ ସତ୍ତ୍ୱେ ରାସ୍ତାପାର୍ଶ୍ୱ ଜବରଦଖଲକାରୀଙ୍କୁ ହଟାଯାଉ ନାହିଁ, ଅନ୍ୟପଟେ ଗରିବ ଠେଲା ଦୋକାନୀଙ୍କୁ ଉଚ୍ଛେଦ ପାଇଁ ପ୍ରଶାସନ ଆଗଭର ହୋଇ…

ବରଗଡ଼ରେ ଯୋଗଦେଲେ ନୂଆ ଜିଲା ଶିକ୍ଷାଧିକାରୀ

ବରଗଡ଼,୫ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ନୂଆ ଜିଲା ଶିକ୍ଷା ଅଧିକାରୀ ଭାବେ ବିଶ୍ୱନାଥ ସାହୁ ବୁଧବାର ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ମାଲକାନଗିରି ଜିଲା ଶିକ୍ଷା ଅଧିକାରୀଭାବେ ଅବସ୍ଥାପିତ ଥିଲେ। ବୁଧବାର ସେ ବରଗଡ଼ରେ ଯୋଗ ଦେବା ଅବସରରେ ଅତିରିକ୍ତ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?