ବରଗଡ଼

ଶିଁକ୍‌ଲା ବଁଧା ଜୀବନ୍‌ ବିତଉଛନ୍‌ ସିନିକଟ୍‌

ବିଜେପୁର, ୬।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ବ୍ଲକ ଟି.ଗଣ୍ଡପାଲି ପଁଚେତ୍‌ ସଦର ଗଁାର ସନିକଟ୍‌ ସାହୁ(୪୮)। ଦିନ୍‌ଥିଲା ସେ ବାହାଜଁାଗଲ୍‌ ମାଜି ମା’ବାପ୍‌, ସିଆନି ସଂଗେ ତିନ୍‌ ତିନଟା ଛୁଆପିଲାକୁ ପୁଷୁଥିଲେ। ଜମିବାଡ଼ି ବଲି କିଛି ନାଇଁ, ପରିବାରଟା...

ସମ୍ପତ୍ତି ଜବରଦଖଲ ଅଭିଯୋଗ : ଜିଲାପାଳଙ୍କ ଅଫିସ ସମ୍ମୁଖରେ ଅନଶନରେ ବସିଲେ ମହିଳା

ବରଗଡ଼ ଅଫିସ,୫।୮: ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ବସେକେଲା ଗ୍ରାମର କେତେକ ଲୋକେ ଜଣେ ମହିଳାଙ୍କ ପୈତୃକ ସମ୍ପତ୍ତି ଜବରଦଖଲ କରିଥିବା ଅଭିଯୋଗ ହୋଇଛି। ତେବେ ଏ ନେଇ ସୌକି ମେଲ୍ଲୀ ନାମକ ଜଣେ ମହିଳା ବାରମ୍ବାର ବିଭାଗୀୟ...

ଗୋଡ଼ଭଗାରେ ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ଅତାବିରା,୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଏଟିଏମ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌  ଭାଙ୍ଗିବାରେ ସଫଳ ହୋଇ ନ ଥିବା ଜଣାପଡ଼ିଛି। ଖବର ପାଇ ଗୋଡ଼ଭଗା ଫାଣ୍ଡି ପୋଲିସ ଘଟଣାସ୍ଥଳରେ...

ଆବାସ ଯୋଜନାରୁ ବଁଚିତ୍‌ ନିଅଁ। ସି ପରିବାର:ତାଲିକାର ନମ୍ବର ଦେଖି ଦିନ୍‌ଯାଉଛେ

ଅତାବିରା, ୩।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ କର୍ମୀଟିକ୍ରାର ଗୁଟେ ଅସାହା ପରିବାର ଘର ଅଭାବୁ ପରହର ଘରେ ଆଶ୍‌ରେ ନେଇଛନ୍‌। ଏନ୍‌ତାଥି ପରିବାରଟା ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଲାଗି ପଁଚେତ୍‌ରେ ଗୁହାରି କରି...

ରାସ୍‌ତାରେ ପଲ୍‌ହା ରୁଇଲେ ଗଁ। ବାସୀ

  ଜାମଟିକ୍ରା, ୩।୮ (ଡି.ଏନ୍‌.ଏ): ଗଁା ଗଁାରେ ହେବା ବିକାଶ। ହଁସ୍‌ବେ ଜନତା ଆର ବିକାଶ ହେବା ଗଁାର। ଏନ୍‌ତା ସବୁ ନାରା ଦେଇ ସରକାର ପରଚାର ପରସାର କରୁଛନ୍‌। ସେନ୍‌ତା ରାଏଜ୍‌ ସରକାର ଆମ ଗଁା ଆମ ବିକାଶ...

ବିଷ ପିଆଇ ହତ୍ୟା ଅଭିଯୋଗ ପରେ ମାଟି ତଳୁ ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରୁନି ପୋଲିସ, ବରଗଡ଼ ଏସ୍‌ପିଙ୍କୁ ଭେଟିଲେ ପରିବାରଲୋକେ

ବରଗଡ଼ ଅଫିସ୍‌,୨।୮- ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଅମ୍ବାମୁଣ୍ଡା ଗ୍ରାମରେ ଜଣେ ବୃଦ୍ଧଙ୍କ ମୃତ୍ୟୁର ୩ ମାସ ପରେ ତାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ଅଭିଯୋଗ ଅଣାଯିବା ପରେ ପୋଲିସ ମାଟୁତଳୁ ତାଙ୍କ ମୃତଦେହ...

ବରଗଡ଼ରେ ମାତିଛନ୍ତି ଚୋର: ଘରେ କେହି ନ ଥିବା ବେଳେ ନେଇଗଲେ ନଗଦ ଟଙ୍କା, ସୁନାଗହଣା; ଟାଉନ ଥାନା ପୋଲିସର ତନାଘନା

ବରଗଡ଼ ଅଫିସ୍‌,୨।୮- ବରଗଡ଼ ସହରରେ ଗତ କିଛିମାସ ହେଲା ଚୋରମାନେ ସକ୍ରିୟ ହୋଇପଡ଼ିଛନ୍ତି। ପୋଲିସକୁ ଚ୍ୟାଲେଞ୍ଜ କରି ସହରରେ ଗୋଟିଏ ପରେ ଗୋଟିଏ ଚୋରି ଘଟୁଛି । ଦିନ ଦ୍ୱିପ୍ରହରରେ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍‌ ହେଉଥିବାବେଳେ ବିଳମ୍ବିତ ରାତ୍ରିରେ...

ଡଙ୍ଗାଘାଟ ପରିଦର୍ଶନ କଲେ ବିଡିଓ

ପଦ୍ମପୁର, ୧।୮ (ଡି.ଏନ.ଏ): ପଦ୍ମପୁର ଉପଖଣ୍ଡ ଲଖମରା ଓ ଚର୍ଦାପାଲି ଗ୍ରାମପଞ୍ଚାୟତ ମଝିରେ ଅଙ୍ଗନଦୀ ପ୍ରବାହିତ ହେଉଛି । ବର୍ଷା ଦିନରେ ଏହି ନଦୀରେ ବନ୍ୟାଜଳ ଆସିଲେ ଚର୍ଦାପାଲି ଗ୍ରାମପଞ୍ଚାୟତର ଗୁଣ୍ଡିଚାଡିହି, ଚର୍ଦାପାଲି, ଚଙ୍ଗରିଆ, ଲୁହୁରାକୋଟ, ଲହଣ୍ଡିପୁର ବାହ୍ୟ ଜଗତରୁ...

ଜବରଦଖଲରେ ରାଜାରାଜୁଡା ଅମଳର ବାବୁରକଟା

ଜାମଟିକ୍ରା,୧।୮(ଡି.ଏନ.ଏ): ବରଗଡ ଜିଲା ଅତାବିରା ବ୍ଳକ ବୁଗବୁଗା ପଞ୍ଚାୟତର ଜାମଟିକ୍ରା ଉପକଣ୍ଠରେ ଥିବା ୧୦୨ ଏକର ବିଶିଷ୍ଟ ବାବୁରକଟା ଏବେ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି । ସେହିପରି ରାଜାରାଜୁଡା ଅମଳର ଏହି ବିରାଟ କଟାର ଜରାଜୀର୍ଣ୍ଣ ଅବସ୍ଥା ଯୋଗୁ ସ୍ଥାନୀୟ...

ସମଲପୁରୀ ଦିନ୍‌ ପାଳନ ଅବସରରେ ଶୋଭାଯାତ୍ରା

ବରଗଡ଼ ଅଫିସ,୧।୮: ବରଗଡ଼ ଜିଲା ଭେଡେନର ମନୋହର ସାଂସ୍କୃତିକ ସଂସଦ ଏବଂ ଶ୍ରୀଧର ସାହିତ୍ୟ ସଂସଦ ପକ୍ଷରୁ ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ ସମଲପୁରୀ ଦିନ୍‌ ପାଳନ କରାଯାଇଛି। ଏଥିସହିତ କବି ସତ୍ୟନାରାୟଣ ବହିଦାର ଓ ଶ୍ରୀଧର...

ବରଗଡ଼ ରେଳଷ୍ଟେଶନରୁ ଶିଶୁ ଉଦ୍ଧାର ଘଟଣା, ୩ ଦିନ ପରେ ମଧ୍ୟ ମିଳୁନି ପରିଚୟ

ବରଗଡ଼ ଅଫିସ, ୨୯।୭: ବରଗଡ଼ ରେଳଷ୍ଟେଶନ ପ୍ଲାଟଫର୍ମରୁ ଅସହାୟ ଅବସ୍ଥାରେ ବୁଲୁଥିବା ଜଣେ ଶିଶୁଙ୍କୁ ଗତ ୨୭ ତାରିଖରୁ ଆର୍‌ପିଏଫ୍‌ ପକ୍ଷରୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ପରେ ଶିଶୁକୁ ସ୍ଥାନୀୟ ଶିଶୁ କଲ୍ୟାଣ ସମିତିକୁ ହସ୍ତାନ୍ତର କରାଯାଇଛି। ମାତ୍ର ଶିଶୁଟି...

ଗଣ୍ଠିଆପାଲିରେ ଅବାଧ ମଦ କାରବାର : ଜିଲାପାଳଙ୍କଠାରେ ଫେରାଦ ହେଲେ ସ୍ବୟଂ ସହାୟିକା ଗୋଷ୍ଠୀ ମହିଳା

ବରଗଡ଼ ଅଫିସ,୨୯।୭ : ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଗଣ୍ଠିଆପାଲି ଗ୍ରାମରେ ଅବାଧରେ ଚୋରାମଦ କାରବାର ଚାଲିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମର ୧୦ଟି ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନେ ଜିଲାପାଳ କାର୍ଯ୍ୟାଳୟକୁ ଆସି ଫେରାଦ ହୋଇଛନ୍ତି...

Advertisement
Archives

Model This Week

Why Dharitri