ବରଗଡ଼

ଆଜି ବରଗଡ଼ରେ ୧୨ଘଣ୍ଟିଆ ବନ୍ଦ ପାଳନ: ପୀଡ଼ିତାଙ୍କୁ ନ୍ୟାୟ ଦାବି

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ୪୮ ଘଣ୍ଟା ପରେ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପୀଡ଼ିତା ଏବେ ମଧ୍ୟ ଭୀମସାର୍‌, ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।ଏହି ଘଟଣାର ପ୍ରତିବାଦରେ ଆଜି ୧୨…

ଡିଇଓଙ୍କ ଅଫିସ ଆଗରେ ପଢ଼ିଲେ ଛାତ୍ରୀଛାତ୍ର

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲାରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେତେବେଳେ ଜିଲାରେ ନକଲୀ ଶିକ୍ଷକକୁ ନେଇ ଚର୍ଚ୍ଚା ଜୋର୍‌ ଧରି ଥିବାବେଳେ ଆଉକେବେ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଅନୁପାତରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଅଭାବ ନେଇ ଅସନ୍ତୋଷ ଦେଖାଯାଇଛି। ଏଭଳି ଅସନ୍ତୋଷ ଆନ୍ଦୋଳନ ରୂପ…

୨୧ରେ ବରଗଡ଼ ବନ୍ଦ, ବଢୁଛି ସମର୍ଥନ

ବରଗଡ଼୨୦।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୯ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ…

ଧନୁଯାତ୍ରାରୁ ନିଖୋଜ ଯୁବତୀଙ୍କୁ ବଳାତ୍କାର ମାମଲା: ଭାଜପା କହିଲା, ଫେରାର ମୁଖ୍ୟ ଅଭିଯୁକ୍ତ ବିଜେଡ଼ି ନେତାଙ୍କ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ସମୟରେ ନିଖୋଜ ଯୁବତୀଙ୍କୁ ଅପହରଣ, ବଳତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଉକ୍ତ ମାମଲାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ବରଗଡ଼ ବିଧାୟକ…

ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବରଗଡ଼,୨୦ା୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡ଼ିତା ଏବେ ମଧ୍ୟ ଭୀମସାର୍‌, ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ସୋମବାର ବରଗଡ଼ ଟାଉନ…

ଜୟନ୍ତୀରେ ବି ମନେ ପଡ଼ିଲେ ନି ବହ୍ନିକନ୍ୟା: ଧୂଳିମୟ ପ୍ରତିମୂର୍ତ୍ତି

ବରଗଡ଼,୧୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅନେକ ମହାପୁରୁଷ, ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ରହିଛି। କିନ୍ତୁ ପ୍ରତିମୂର୍ତ୍ତିଗୁଡ଼ିକର ଯତ୍ନ କିମ୍ବା ରକ୍ଷଣାବେକ୍ଷଣ ଠିକ୍‌ଭାବେ କରାଯାଉ ନାହିଁ। ରବିବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜୟନ୍ତୀ ଥିବା ବେଳେ ତାଙ୍କ ପ୍ରତିମୂର୍ତ୍ତିଙ୍କୁ ଅସମ୍ମାନ ସକାଳୁ…

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ଏସ୍‌ପି ଅଫିସରେ ଆଇଜି ହିମାଂଶୁ ଲାଲ କଲେ ସମୀକ୍ଷା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣାକୁ ୭ ଦିନ ବିତିଯାଇ ଥିଲେ ମଧ୍ୟ ପୋଲିସ ହାତ ଖାଲି ପଡ଼ିଛି। ଏଭଳି ଏକ ସମ୍ବେଦନଶୀଳ ମାମଲାରେ ପୋଲିସର ଅପାରଗତା ପ୍ରତିବାଦରେ ଆସନ୍ତା…

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡ଼ିତାଙ୍କ ପୋଷାକ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଏବେ ବରଗଡ଼ ସହର ଉଠୁଛି ଓ ପଡ଼ୁଛି। ଏଭଳି ସ୍ଥିତିରେ ଏହି ମାମଲାକୁ ନେଇ ଜିଲା କଂଗ୍ରେସ ଏକ ସଙ୍ଗୀନ…

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡିତାଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନକୁ ଓହ୍ଲାଇବାକୁ ବିଜେଡିର ଚେତାବନୀ

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ଭୀମସାର ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ଅନ୍ୟପକ୍ଷରେ ଏ ପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତଙ୍କୁ…

ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ଘଟୁଥିବା ସୂଚନା ମିଳିଛି। ଶନିବାର ବରଗଡ଼…

ଅଧିକାରୀ ବଦଳୁଛନ୍ତି, ଉଚ୍ଛେଦ ହେଉନି

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରର ବ୍ୟସ୍ତବହୁଳ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରା ବ୍ରିଜ୍‌ ରାସ୍ତାପାର୍ଶ୍ୱ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାରେ ସରକାରୀ କଳ ହାତ ବାନ୍ଧି ବସିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଉଚ୍ଛେଦ ସପକ୍ଷରେ ଉଚ୍ଚ ନ୍ୟାୟାଳୟ ଗତ ଦେଢ଼ବର୍ଷ ମଧ୍ୟରେ…

ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୫ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?