ଚାଷକୁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ
ବରଗଡ଼,୫।୯(ପ୍ରେମାନନ୍ଦ ଖମାରୀ): ଚାଷଜମିକୁ କେନାଲ ପାଣି ମାଡ଼ୁନି। ଆଶାନୁରୂପ ବୃଷ୍ଟିପାତ ମଧ୍ୟ ହେଉନାହିଁ। ଏଭଳି ସ୍ଥିତିରେ ଉଠାଜଳସେଚନ ପ୍ରକଳ୍ପକୁ ବିଦ୍ୟୁତ୍ ସଂଯୋଗ ମଧ୍ୟ ବିଚ୍ଛିନ୍ନ କରି ଦିଆଯାଇଛି। ଫଳରେ ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ରୁଷୁଡ଼ା, ମହୁଲପାଲି, ମାନପୁର, ଦେଶଭଟଲି…
ଖାଉଟି ଫୋରମ୍ର ହସ୍ତକ୍ଷେପ, ମିଳିଲା ୧କୋଟି ବୀମା ଟଙ୍କା
ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): କରୋନାରେ ମୃତ୍ୟୁବରଣ କରିଥିବା ଜଣେ ବ୍ୟାଙ୍କ କର୍ମଚାରୀଙ୍କ ପରିବାରବର୍ଗଙ୍କୁ ବୀମା କମ୍ପାନୀ ମୃତ୍ୟୁକାଳୀନ କ୍ଷତିପୂରଣ ଟଙ୍କା ପ୍ରଦାନ କରିବାରେ ଟାଳଟୂଳ ନୀତି ଅବଲମ୍ବନ କରିଥିବା ଅଭିଯୋଗର ବିଚାର କରି ବରଗଡ଼ ଖାଉଟି ସୁରକ୍ଷା ଫୋରମ ମୃତକଙ୍କ ସ୍ତ୍ରୀଙ୍କୁ ୧କୋଟି…
ବର୍ଷା ଅଭାବ, ଚାଷ ସ୍ଥିତି ସଙ୍ଗିନ
ପଦ୍ମପୁର,୧।୯(ପ୍ରଦୀପ୍ତ ଦାଶ): ଶ୍ରାବଣ ମାସ ସରିଗଲା। ମାତ୍ର ଯେତିକି ବର୍ଷା ହେବା କଥା ତାହା ହେଲାନାହିଁ। ଅଗଷ୍ଟ ମାସରେ ପଦ୍ମପୁର ଉପଖଣ୍ଡରେ ୩୭୪ ମିମି ବର୍ଷା ହେବା କଥା। ମାତ୍ର ୨୩୧ ମିମି ବର୍ଷା ରେକର୍ଡ ହୋଇଛି। ଏହି ମାସରେ ମାତ୍ର…
ବର୍ଷା ନାହିଁ, ଚାଷଜମି ଶୁଖିଲାଣି
ବରଗଡ଼/ଝାରବନ୍ଧ,୧।୯(ପ୍ରେମାନନ୍ଦ ଖମାରୀ/ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଅଭାବିବିକ୍ରୀ ଯୋଗୁ ଚାଷୀଙ୍କୁ ବିକ୍ରିଧାନର ଉଚିତ୍ ମୂଲ୍ୟ ମିଳିପାରୁ ନାହିଁ ତ ଆଉକେବେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଜିଲାରେ ମରୁଡ଼ି ସ୍ଥିତି ଉପୁଜିବାରେ ଲାଗିଛି। ରାଜ୍ୟର ଭାତହାଣ୍ଡି…
ଚାଷୀଙ୍କୁ ଘାରିଲା ମରୁଡ଼ି ଚିନ୍ତା
ବରଗଡ଼,୨୯।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। ଚଳିତ ଖରିଫ ଋତୁରେ ଏପର୍ଯ୍ୟନ୍ତ ସ୍ବାଭାବିକ ପରିମାଣଠାରୁ ଜିଲାରେ କମ୍ ବୃଷ୍ଟିପାତ ହୋଇଛି। ଫଳରେ ଜିଲାରେ ପୁଣି ମରୁଡ଼ି ଆଶଙ୍କା ପ୍ରକାଶ ପାଇଛି। ଏଭଳି ଆଶଙ୍କା କରି ଜିଲାର ବାରପାହାଡ଼ କୃଷକ…
ଏଥର ଧାନ ବିକିବେ ୧୭, ୨୬୩ ଚାଷୀ
ଭେଡେନ,୨୮।୮(ସୁଦନ ମହାକୁର): ବରଗଡ଼ ଜିଲା ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ଅଧୀନ ଭେଡ଼େନ ବ୍ଲକର ୫ଟି ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ଗୁଡ଼ିକରେ ଚଳିତ ଖରିଫ ଋତୁ ଧାନ ବିକ୍ରି ପାଇଁ ଶୁକ୍ରବାର ସୁଦ୍ଧା ୧୭,୨୬୩ ଜଣ ଚାଷୀ ପଞ୍ଜୀକରଣ…
୮୩୮୦ ବୋତଲ କଫ ସିରପ୍ ଜବତ, ୩ ଗିରଫ
ବରଗଡ଼,୨୭।୮(ପ୍ରେମାନନ୍ଦ ଖମାରୀ) ବରଗଡ଼ ପୋଲିସ କଟକର ଏକ ଗୋଦାମରେ ଚଢ଼ାଉ କରି ୮୩୮୦ ବୋତଲ କଫ ସିରପ୍ ଜବତ କରିଛି। ଏହାସହିତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚୌଦ୍ୱାର ଥାନା ଚାରବାଟିଆର ସିଦ୍ଧାର୍ଥ କୁମାର ନାୟକ(୩୫), ମାଲଗୋଦାମ ଥାନା…
ନୃସିଂହନାଥ ମନ୍ଦିରରୁ ଦାନବାକ୍ସ ନେଇଗଲେ ଦୁର୍ବୃତ୍ତ
ପାଇକମାଳ,୨୪ା୮(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ନୃସିଂହନାଥ ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ରହିଥିବା ଦାନବାକ୍ସ ନେଇଯାଇଛନ୍ତି। ସେଠାରେ ଥିବା ବଡ଼ ଦାନବାକ୍ସ ଭାଙ୍ଗି ସବୁ ଟଙ୍କା ନେଇ ଯାଇଛନ୍ତି। ଚାଳଧାର ପଟେ ରହିଥିବା…
ବିଭାଗ କଲାନି, କେନାଲ ସଫାକଲେ ଚାଷୀ
ପଦ୍ମପୁର, ୨୪ା୮(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଅଧିନ ସାପଲହର କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ପର୍ଯ୍ୟପ୍ତ ପରିମାଣରେ ପାଣି ରହିଛି। ଗତ ୪୦ ବର୍ଷଧରି ପ୍ରକଳ୍ପ ଅଧୀନ ଚାଷୀ ଜଲକର ଦେଉଛନ୍ତି। ହେଲେ ମୁଖ୍ୟ କେନାଲ ମରାମତି କାର୍ଯ୍ୟର ଅବହେଳା…
କଫ ସିରପ ବୋଝେଇ ୨ପିକ୍ଅପ ଭ୍ୟାନ ଜବତ: ଟମାଟର୍ ସସ, ଆଚାର ଆଳରେ ହେଉଥିଲା ଚାଲାଣ
ବରଗଡ,୨୨।୮(ପ୍ରେମାନନ୍ଦ ଖମାରୀ): ବରଗଡ ଟାଉନ ଥାନା ପୋଲିସ ବେଆଇନ ଭାବେ କଫ ସିରପ ପେଉଥିବା ୨ଟି ପିକଅପ ଭ୍ୟାନକୁ ଜବତ କରିଛି। ସହରକୁ ଚାଲାଣ ହେଉଥିବା ସମୟରେ ଏକ ହୋଟେଲ ସମ୍ମୁଖରୁ ପୋଲିସ ଅଭିଯୁକ୍ତଙ୍କୁ ଘେରାଉ କରିଛି। ସୂଚନାନୁସାରେ ଓଡି୧୭ଏଏ୪୬୯୯ ଓ…
ରାସ୍ତା ଉନ୍ନତୀକରଣ ନ ହେଲେ ଭୋଟ ବର୍ଜନ
ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଧାଙ୍ଗେର ପଞ୍ଚାୟତ ଅନ୍ତର୍ଗତ ପଣ୍ଡରୀପଥର ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ଧରି ରାସ୍ତା ଶୋଚନୀୟ ହୋଇପଡ଼ିଥିବା ସତ୍ତ୍ବେ ରାସ୍ତାର ଉନ୍ନତhକରଣ ପାଇଁ କିଛି ପଦକ୍ଷେପ ନିଆଯାଉନାହିଁ। ଏଭଳି ଅଭିଯୋଗ କରି ସ୍ଥାନୀୟ…
ପିକ୍ଅପ୍ ଧକ୍କାରେ ଚାଲିଗଲା ଛାତ୍ରଙ୍କ ଜୀବନ
ଝାରବନ୍ଧ,୨୧ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଜୁନିୟର କଲେଜର ଜଣେ ଛାତ୍ର ସୋମବାର ୟୁନିଟ୍ ଟେଷ୍ଟ ପରୀକ୍ଷା ଦେଇ ଘରକୁ ଫେରୁଥିବା ବେଳେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତଛାତ୍ର ଜଣକ ହେଲେ ଝାରବନ୍ଧ ଥାନା ଅନ୍ତର୍ଗତ ଡୁଙ୍ଗୁରିଚଢ଼ା ଗ୍ରାମର ଖଗେଶ୍ୱର…
Archives


