ସଂଗ୍ରାମୀ ସ୍ମୃତିବନ ଅନ୍ୟମାନଙ୍କ ପାଇଁ ଉଦାହରଣ
ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ଦେଶ ମାତୃକାର ସ୍ବାଧୀନତା ପାଇଁ ଅନେକ ସଂଗ୍ରାମୀଙ୍କ ଅବଦାନ ଅତୁଳନୀୟ ଓ ଅବର୍ଣ୍ଣନୀୟ । ବ୍ରିଟିଶ କବଳରୁ ଦେଶକୁ ମୁକ୍ତ କରିବା ପାଇଁ ଅନେକ ସଂଗ୍ରାମୀ ଶହୀଦ ହୋଇଛନ୍ତି । ସ୍ବାଧୀନତା ସଂଗ୍ରାମ ଇତିହାସ ପୃଷ୍ଠାରେ ଲିପିବଦ୍ଧ ହୋଇ…
ରାସ୍ତାପାର୍ଶ୍ୱରେ ଲାଗିଲା ମାଓବାଦୀ ପୋଷ୍ଟର: ଠିକାଦାର, ଜନପ୍ରତିନିଧିଙ୍କୁ ଟାର୍ଗେଟ୍
ପାଇକମାଳ,୨୬ା୭(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ମାଓବାଦୀମାନେ ଦୀର୍ଘଦିନର ବ୍ୟବଧାନ ପରେ ପୁଣି ସେମାନଙ୍କ ସ୍ଥିତି ଜାହିର୍ କରିଛନ୍ତି । ବୁଧବାର ସକାଳୁ ଜାମସେଠ ଗ୍ରାମର ବସଷ୍ଟାଣ୍ଡ ନିକଟ ବୁଲାଣି ରାସ୍ତା ପାର୍ଶ୍ୱରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି।…
ବିପଦ ସାଜିଛି ମୁକୁଳା ଡ୍ରେନ
ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ମୁକୁଳା ଡ୍ରେନ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘଟଣ ଘଟୁଛି। ଡ୍ରେନ ଭିତରେ ପଡ଼ି ଲୋକେ ମୃତାହତ ହେଉଛନ୍ତି। ଏହାସତ୍ତ୍ବେ ସେଭଳି ଅଘଟଣ ଏଡାଇବା ପାଇଁ ପ୍ରଶାସନର ଚେତା ପଶୁନାହିଁ। ଏବେ ମଧ୍ୟ ଅନେକ ସ୍ଥାନରେ ଡ୍ରେନଗୁଡ଼ିକ ମୁକୁଳା…
ଡେଙ୍ଗୁକୁ ଡାକୁଛି ଡାକ୍ତରଖାନା
ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ)ରାଜ୍ୟର ବିଭିନ୍ନ ସ୍ଥାନରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ଡେଙ୍ଗକୁ ନେଇ ସବୁଆଡ଼େ ଭୟ ଘାରିଛି। ଏଥିରୁ ବରଗଡ଼ ଜିଲା ମଧ୍ୟ ବାଦ୍ ପଡ଼ିନାହିଁ। ଇତିମଧ୍ୟରେ ଜିଲାରେ ଜଣେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇସାରିଥିଲେ…
ବର୍ଷାରେ ଭୁଶୁଡ଼ିଲା ପିଚୁ ରାସ୍ତା
ଭେଡ଼େନ,୨୨।୭ (ସୁଦନ ମହାକୁର): ଗୋଡ଼ଭଗା-ସୋନପୁର ରାଜ୍ୟ ରାଜପଥର ବରଗଡ଼ ସଦର ମହକୁମାରୁ ଭେଡ଼େନ ଦେଇ ମହୁଲପାଲି ଛକକୁ ସଂଯୋଗ କରୁଥିବା ୨ଲେନ ବିଶିଷ୍ଟ ପିଚୁ ରାସ୍ତା ବୁଦେଲବାହାଲି କୁଆଁଫଲ୍ ନିକଟରେ ଗୁରୁବାର ରାତିରେ ଭୁଶୁଡି ପଡ଼ିଛି। ପ୍ରାୟ ଶହେ ମିଟର ଓସାରର…
ରାଜୁ ହତ୍ୟା ମାମଲାର ପର୍ଦ୍ଦାଫାଶ
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ମାଲପଡ଼ା ଭୁର୍ସୁନବନ୍ଧ ନିକଟ ଏକ ନିର୍ମାଣାଧିନ ଘର ପାଖରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ରାଜୁ ଓରଫ ରାକେଶ ପ୍ରଧାନ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବରଗଡ଼ ଟାଉନ ଥାନା ପୋଲିସ। ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ ୨…
ଛକ ଜଗିଛି ପୋଲିସ, ଗଳିରେ ଅପରାଧ
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଛୋଟ ବଡ଼ ଚୋରି, ଲୁଟ୍ଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟୁଛି। କଥାକଥାକେ ଲୋକଙ୍କୁ ହତ୍ୟା କରାଯାଉ ଥିବାବେଳେ ଦିନ ଦ୍ୱିପ୍ରହରରେ ମୋବାଇଲ, ସାଇକେଲ, ବାଇକ୍ ଚୋରି ହେଉଛି। ସେହପରି…
ପାଟ୍ରୋଲିଂ ଢିଲା, ବଢୁଛି ଅପରାଧ
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଛୋଟ ବଡ଼ ଚୋରି, ଲୁଟ୍ଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟୁଛି। କଥାକଥାକେ ଲୋକଙ୍କୁ ହତ୍ୟା କରାଯାଉ ଥିବାବେଳେ ଦିନ ଦ୍ୱିପ୍ରହରରେ ମୋବାଇଲ, ସାଇକେଲ, ବାଇକ୍ ଚୋରି ହେଉଛି। ସେହପରି…
ଯୁବକଙ୍କୁ ଗଳାକାଟି ହତ୍ୟା
ବରଗଡ଼ ୨୦।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବୁଧବାର ବିଳମ୍ବିତ ରାତିରେ ଏକା ହତ୍ୟାକାଣ୍ଡ ଘଟିଛି। ବରଗଡ଼ ପୌର ପରିଷଦ ଅଧୀନ ୧ ନଂ ଓ୍ବାର୍ଡର ମାଳପଡ଼ାସ୍ଥିତ ଏକ ନିର୍ମାଣାଧୀନ ଘର ପାଖରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ…
ବରଗଡ଼ରେ ଉଦ୍ଘାଟିତ ହେଲା ଜିଲା ଅତିରିକ୍ତ ଚକବନ୍ଦୀ ଓ ବନ୍ଦୋବସ୍ତ ଆୟୁକ୍ତଙ୍କ କୋର୍ଟ: ଉପକୃତ ହେବେ ୩ଜିଲାର ଲୋକେ
ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଜିଲା ଅତିରିକ୍ତ ଚକବନ୍ଦୀ ଓ ବନ୍ଦୋବସ୍ତ ଆୟୁକ୍ତଙ୍କ କୋର୍ଟ ବୁଧବାର ଉଦଘାଟି୍ତ ହୋଇଛି । ଉତ୍ତରାଞ୍ଚଳ ଆରଡିସି ସୁରେଶ ଚନ୍ଦ୍ର ଦଲାଇ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ବରଗଡ଼ କଚେରି ପରିସରରେ ରହିଥିବା ଉପଜିଲାପାଳଙ୍କ…
୩ ଆନ୍ତଃ ରାଜ୍ୟ ଗଞ୍ଜେଇ ବେପାରୀ ଗିରଫ
ବରପାଲି,୧୭ା୭ (ଚିତ୍ତରଞ୍ଜନ ସାହୁ): ଗଞ୍ଜେଇ ଚାଲାଣ ବେଳେ ୨ଆନ୍ତଃରାଜ୍ୟ ବେପାରୀଙ୍କ ସହ ୩ ଜଣଙ୍କୁ ବରପାଲି ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରପାଲି ଥାନା ରାବଣଗୁଡା ଗ୍ରାମର ଗୌର ମାଝୀ (୨୪), ମଧ୍ୟପ୍ରଦେଶ ଛତରପୁର ଜିଲା ରଘୁରାଜ ଶ୍ରିବସ…
ଦନ୍ତାନଦୀ ପୋଲ ଉପରେ ୩ ଫୁଟ ପାଣି
ଭେଡ଼େନ,୧୭ା୭(ସୁଦନ ମହାକୁର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାରଠାରୁ ଲଗାଣ ବର୍ଷା ଲାଗି ରହିଛି। ଫଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ପରିପ୍ରେକ୍ଷୀରେ ବରଗଡ଼ ଜିଲାରେ ମଧ୍ୟ ବର୍ଷା ହୋଇଛି। ବର୍ଷା ଯୋଗୁ…
Archives


