ବରଗଡ଼

କଂସ ଅଭିନୟରୁ ବିରତି ନେବେ ଭୁବନେଶ୍ୱର

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚଳିତଥର ବରଗଡ଼ ବ୍ଲକ ଅନ୍ତର୍ଗତ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ କଂସ ଅଭିନୟ କରୁଛନ୍ତି। ଏହାପୂର୍ବରୁ ମଧ୍ୟ ସେ ବରଗଡ଼ ସମେତ ଅନେକ ସ୍ଥାନରେ କଂସ ଭୂମିକାରେ ଚିତ୍ତାକର୍ଷକ ଅଭିନୟ କରି ନିଜ ଦକ୍ଷତା ପ୍ରତିପାଦନ…

ବିନା ଟେଣ୍ଡରରେ ଜାଗା ଆବଣ୍ଟନ:ବଡ଼ ଡିଲ୍‌ ଅଭିଯୋଗ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବିଶ୍ୱପ୍ରସିଦ୍ଧ ଭାବେ ପରିଗଣିତ। ଏହି ମହୋତ୍ସବକୁ ମିଳୁଥିବା ସରକାରୀ ଅନୁଦାନକୁ ଏଥର ନୂଆ ଭାଜପା ସରକାର ୧୦ଲକ୍ଷ ଟଙ୍କାରୁ ୧କୋଟିକୁ ବୃଦ୍ଧି କରିଛନ୍ତି। କେବଳ ସେତିକି ନୁହେଁ, ଅନ୍ୟ ବର୍ଷ ଅପେକ୍ଷା…

ରାକ୍ଷସୀ, ରାକ୍ଷସ ନିଧନରେ କଂସ ମର୍ମାହତ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ମଙ୍ଗଳବାର ପଞ୍ଚମ ଦିବସରେ ଗୋପପୁରରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଏବଂ ମଥୁରାନଗରୀରେ ମଥୁରାଧିପତି କଂସଙ୍କ ଦୃଶ୍ୟାଭିନୟ ବେଶ୍‌ ଚିତ୍ତାକର୍ଷକ ଥିଲା। ଅନ୍ୟଦିନ ଭଳି କଂସ ମହାରାଜ ରାଜମହଲରୁ ବାହାରି ମଥୁରା ପରିଭ୍ରମଣ କରିଥିଲେ।…

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ବରଗଡ଼,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ ଅଧିକ ମାସକର ଅଧିକ ଚାଉଳ ଯୋଗାଇ ଦେବା ସହିତ ଆଳୁ ଚାଷକୁ ପ୍ରୋତ୍ସାହନ ଓ…

କୃଷ୍ଣଙ୍କ ବାଲ୍ୟଲୀଳା, କଂସ ବିଚଳିତ

ମଥୁରାନଗରୀ/ଗୋପପୁର,୬।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଚତୁର୍ଥ ଦିବସ। କୃଷ୍ଣଙ୍କ ବାଲ୍ୟଲୀଳା ଦୃଶ୍ୟାଭିନୟ ଦେଖିବା ପାଇଁ ମଥୁରା ନଗରୀ ଭଳି ଗୋପପୁରରେ ମଧ୍ୟ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ନନ୍ଦରାଣୀ, ନନ୍ଦରାଜା ମେଳାଣି ଦେବା…

ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ ନିର୍ଦ୍ଦୋଷ ସାବ୍ୟସ୍ତ

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିରେ ଗତ ୨୦୧୮ ମସିହାରେ ସଂଘଟିତ ଏକ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ବର୍ତ୍ତମାନର ଭଟଲି ବିଧାୟକ ଇରାସିସ୍‌ ଆଚର୍ଯ୍ୟଙ୍କ ସମେତ ଅନ୍ୟ ୩ଜଣ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି। ସୂଚନା…

ଯୁବକଙ୍କୁ ଚାପିଦେଲା ଧାନ ବୋଝେଇ ଟ୍ରକ୍‌, ମୃତଦେହ ରଖି ଆନ୍ଦୋଳନ କଲେ ଗ୍ରାମବାସୀ

ପାଇକମାଳ,୬ା୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳରୁ ୮କିଲୋମିଟର ଦୂର ଚୂହାପାଲିଠାରେ ସୋମବାର ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ଗୋଟିଏ ଧାନବସ୍ତା ଲୋଡିଂ ଟ୍ରକ୍‌ ବ୍ରିଜ୍‌ ଅତିକ୍ରମ କରି ଚୂହାପାଲିଠାରେ ଜଣେ ୧୮ ବର୍ଷର ଯୁବକଙ୍କୁ ଧକ୍କା ଦେଇ ପଳାଇଯାଉ ଥିବା ବେଳେ…

ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ ଚାଲିଥିବା ବେଳେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଆଉ ଏକ ୩ଦିନିଆ ବାଲ୍‌…

କୃଷି ଓଡ଼ିଶା ଉତ୍ସବରେ ବରଗଡ ଜିଲା ପ୍ରଥମ, ସମ୍ମାନିତ କଲେ ଉପ ମୁଖ୍ୟମନ୍ତ୍ରୀ

ବରଗଡ଼, ୫ା୧(ପ୍ରେମାନନ୍ଦ ଖମାରୀ): କୃଷି ଓଡ଼ିଶା-୨୦୨୫ ଉତ୍ସବ ରବିବାର ଉଦଯାପିତ ହୋଇଛି। ଭୁବନେଶ୍ବରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲା ପ୍ରଥମ ସ୍ଥାନ ଅଧିକାର କରିଛି। ସର୍ବୋକୃଷ୍ଟ ଆତ୍ମା ଭାବେ ବରଗଡ଼ ସାରା ରାଜ୍ୟରେ ସମ୍ମାନିତ ହୋଇଛି। କୃଷି ଓଡ଼ିଶା-୨୦୨୫ରେ ବରଗଡ଼…

ସକାଳ ୮ଟାରୁ ମଧ୍ୟାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ ଛାତ୍ରୀଛାତ୍ରଙ୍କ ପାଠପଢା

ମଥୁରାନଗରୀ,୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଏଥର ଦର୍ଶକଙ୍କ ଭିଡ ବଢିବାରେ ଲାଗିଛି। ମହୋତ୍ସବ ସରିବା ପାଇଁ ଆଗକୁ ଆହୁରି ୮ଦିନ ବାକି ରହିଛି। ଫଳରେ ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ…

‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି, କ୍ରୀଡ଼ା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ଗ୍ରାମ୍ୟ ଉନ୍ନୟନ, ପାନୀୟଜଳ, ପଞ୍ଚାୟତିରାଜ ମନ୍ତ୍ରୀ ରବି…

ବରଗଡ଼ ଧନୁଯାତ୍ରା: ଉଦ୍‌ଘାଟିତ ହେଲା ରଙ୍ଗମହଲ

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶନିବାର ଦ୍ୱିତୀୟ ଦିବସରେ ମଥୁରାନଗରୀସ୍ଥିତ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦ୍‌ଘାଟିତ ହୋଇଯାଇଛି। କଂସ ମହାରାଜା ମଥୁରା ଭ୍ରମଣ ସାରି ସେଠାରେ ପହଞ୍ଚିବା ପରେ ଧନୁଯାତ୍ରା ମହୋତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?