ବଦଳିପାରେ ପୁରୁଣା ଚେହେରା
ସରଣ୍ଡା,୧୪।୭(ଯୁଧିଷ୍ଠିର ମହାପାତ୍ର): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବହିଲାଣି ନିର୍ବାଚନୀ ହାୱା। ଏଥିପାଇଁ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ସହ ଆମ୍ ଆଦ୍ମୀ ପାର୍ଟି ନେତା ଏବେ ଗାଁ ମୁହାଁ ହୋଇଛନ୍ତି।…
ବରଗଡ଼ ଜିଲା ପ୍ରଶାସନକୁ ମିିଳିଲା ‘ସ୍କଚ୍ ଆଓ୍ବାର୍ଡ’
ବରଗଡ଼,୧୩।୭(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଦ୍ୟାଳୟ ଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ପ୍ରତିଭାର ପରିସ୍ଫୁଟନ ପାଇଁ ଏକ ଅଭିନବ କାର୍ଯ୍ୟକ୍ରମ ‘ବିଜେତା-ମେକିଂ ଚିଲଡ୍ରେନ ଏସ୍ପିରେଶନାଲ’ ଚାଲିଛି । ଜିଲାପାଳ ମୋନିଷା ବାନାର୍ଜୀଙ୍କ ଉଦ୍ୟମରେ ଜିଲାର ବିଦ୍ୟାଳୟ ଗୁଡ଼ିକରେ ଏହି କାର୍ଯ୍ୟକ୍ରମ ଚାଲିଛି । ଜିଲାପାଳ…
୨୦ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ, ଚେତାବନୀ ଦେଲା ୬୬୨ କଲେଜ ଅଧ୍ୟାପକ
ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ୬୬୨ କଲେଜ ଅଧ୍ୟାପକ, କର୍ମଚାରୀ ସଂଘର ଦାବି ସମୂହକୁ ରାଜ୍ୟ ସରକାର ଅଣଦେଖା କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି କ୍ରମରେ ବୁଧବାର ବରଗଡ଼ ଜିଲା ବେସରକାରୀ ୬୬୨ କଲେଜ ବର୍ଗର…
ମହଙ୍ଗା ପଡ଼ିଲା ଅନଧିକୃତ ସାଇଲେନ୍ସର: ୪୫ ହଜାର ଗଣିଲେ ୯ ବାଇକ୍ ଚାଳକ
ବରଗଡ଼,୧୧।୭(ପ୍ରେମାନନ୍ଦ ଖମାରୀ): ବାଇକ୍ରେ ଉଚ୍ଚଶବ୍ଦ ସୃଷ୍ଟି ତଥା ଅନଧିକୃତ ସାଇଲେନ୍ସର ବ୍ୟବହାର କରୁଥିବା ବାଇକ୍ ଚାଳକଙ୍କୁ ଧରିବା ପାଇଁ ବରଗଡ଼ ପୋଲିସ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି। ଏହି ଅଭିଯାନରେ ମଙ୍ଗଳବାର ପୋଲିସ ୯ବାଇକ୍ ଆରୋହୀଙ୍କୁ ଧରିଛି। ସେମାନଙ୍କଠାରୁ ପୋଲିସ ୪୫ହଜାର…
ଜାଇଲୋ ଗାଡ଼ିରେ ଛେଳି ଚୋରି
ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ଥାନା ଅନ୍ତର୍ଗତ ଦହିଗାଁ ଗ୍ରାମରୁ ଛେଳି ଚୋରି ଘଟଣାରେ ଏକ ଜାଇଲୋ ଗାଡ଼ି ଜବତ ହୋଇଛି। ସୋମବାର ବିଳମ୍ବିତ ରାତିରେ ଉକ୍ତ ଗ୍ରାମର କାର୍ତ୍ତିକ ବରିହାଙ୍କ ଘରୁ ୩ଟି ଛେଳି ଚୋରି…
ରାଜ୍ୟବ୍ୟାପୀ ଆନ୍ଦୋଳନ ନିଷ୍ପତ୍ତି
ବରଗଡ଼,୧୧।୭(ପ୍ରେମାନନ୍ଦ ଖମାରୀ): ଅଖିଳ ଭାରତୀୟ ବିଦ୍ୟୁତ୍ ଉପଭୋକ୍ତା ମହାସଂଘ (ଏଆଇଇସିଏ) ଓଡ଼ିଶା ଶାଖା ପକ୍ଷରୁ ବିଦ୍ୟୁତ୍ ସମସ୍ୟାକୁ ନେଇ ଏକ ରାଜ୍ୟସ୍ତରୀୟ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଛି। ବରଗଡ଼ସ୍ଥିତ ସମତା ଭବନରେ ଅନୁଷ୍ଠିତ ବୈଠକରେ ସଂଘର ଓଡ଼ିଶା ଆବାହକ ଜୟସେନ ମେହେର…
୫ ଶ୍ରେଣୀକୁ ୨ ଶିକ୍ଷକ
ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶିକ୍ଷା ବ୍ୟବସ୍ଥା ଭୁଷୁଡି ପଡ଼ିଛି। କେଉଁଠି ସ୍କୁଲ ସ୍ଥାନାନ୍ତରଣ ଯୋଗୁ ପିଲାମାନେ ପାଠ ପଢିବାକୁ ହଟହଟା ହେଉଛନ୍ତି ତ ଆଉ କେଉଁଠି ଶିକ୍ଷକ ଅଭାବ ଯୋଗୁଁ ପାଠପଢା ବ୍ୟାହତ ହେଉଛି। ବରଗଡ଼ ଜିଲା ଅତାବିରା ବିଧାନସଭା…
ବିଡିଓଙ୍କୁ ଗ୍ରାମବାସୀଙ୍କ ଫେରାଦ
ଭେଡ଼େନ,୮ା୭ (ସୁଦନ ମହାକୁର ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଉଦେପୁର ଗ୍ରାମର ମୁଡ଼ାବନ୍ଧ ପୋଖରୀ ଉନ୍ନତୀକରଣରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ଭେଡ଼େନ ବିଡ଼ିଓଙ୍କୁ ଫେରାଦ ହେବା ସହ ଲିଖିତ…
ନାମଲେଖା ଫି ନେଇ ଅସନ୍ତୋଷ
ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଖୁଣ୍ଟପାଲିସ୍ଥିତ ବାବା ବାଲୁଙ୍କେଶ୍ୱର ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ନାମଲେଖା ପାଇଁ ନିର୍ଦ୍ଧାରଣ କରାଯାଇଥିବା ଫି ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ନେଇ ଉକ୍ତ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ପୁରାତନ ଛାତ୍ର ଏବଂ ଅଭିଭାବକମାନେ…
ଚାଷୀଙ୍କ ପରିବା, ଲାଭ ଖାଉଛନ୍ତି ବ୍ୟବସାୟୀ
ବରଗଡ଼ ଅଫିସ୍,୩।୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଏକ କୃଷିଭିତ୍ତିକ ଜିଲା। ଜିଲାରେ ଧାନ ଭଳି ଲଙ୍କାଠାରୁ ଆରମ୍ଭ କରି କୋବି, ବାଇଗଣ, ଟମାଟୋ, ପୋଟଳ, ଜହ୍ନି, କଖାରୁ, ଭେଣ୍ଡି, କଲରା, କାକୁଡ଼ି ଆଦି ପରିବା ଚାଷ ହୋଇଥାଏ। ଜିଲାର ଅମ୍ବାଭୋନା ବ୍ଲକ…
କୋଦାଳରେ ସ୍ତ୍ରୀଙ୍କୁ ହାଣି ହତ୍ୟା
ଝାରବନ୍ଧ,୨।୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଭଣ୍ଡାରପୁରୀ ପଞ୍ଚାୟତ ଅଧୀନ ଜାମପାଲି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶିବ ପ୍ରସାଦ ସାହୁ(୭୦) ତାଙ୍କ ସ୍ତ୍ରୀ ଶ୍ରୀୟା(୬୫)ଙ୍କୁ କୋଦାଳରେ ହାଣି ହତ୍ୟା କରିଛନ୍ତି। ରବିବାର ପୋଲିସ ମୃତଦେହ ଜବତ କରି…
ନଈକୂଳିଆ ଗାଁକୁ ବନ୍ୟା ଭୟ
ଭେଡ଼େନ,୩୦।୬ (ସୁଦନ ମହାକୁର): ଗତ ୨୩ ତାରିଖରୁ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏଥିସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ପ୍ରବଳ ବର୍ଷା ହୋଇଛି। ହୀରାକୁଦ ଜଳଭଣ୍ଡାର ଉପରମୁଣ୍ଡରେ ମଧ୍ୟ ପ୍ରବଳ ବର୍ଷା ହୋଇଥବବା ସୂଚନା ମିଳିଛି।…
Archives


