ବରଗଡ଼

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି। ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡିକୁ ନେଇ ଆରମ୍ଭରୁ ଅସନ୍ତୋଷ ତେଜି ଉଠିଥିଲା ଏବଂ ଆନ୍ଦୋଳନ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ଅମ୍ବାପାଲିର ଜୁଗନୁ ସୁନା(୩୫)। ତେବେ କିଭଳି ସ୍ଥିତିରେ ତାଙ୍କ ମୃତ୍ୟୁ ହୋଇଛି, ତାହା…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୋହେଲା ଥାନା ଏଏସ ଆଇ ମନରଞ୍ଜନ ପାଣିଗ୍ରାହୀଙ୍କ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା ସମୟରେ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ହେଉଥିବା ସ୍ଥାନରେ ଆୟୋଜିତ ଏହି ଶିବିରରେ ମୋଟ ୧୦୨ ୟୁନିଟ ରକ୍ତ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ବରଗଡ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା ଛାତ୍ରୀ ଛାତ୍ରଙ୍କୁ ଧକ୍କା ଦେଇ ଏକ କାର୍‌ ବରଗଡ ପଟକୁ ଫେରାର୍ ହୋଇ…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି କଟକଣା ଅଣାଯାଉଥିବା ସରକାରଙ୍କ ପକ୍ଷରୁ ସଫେଇ ଦିଆଯାଉଛି। ଅନ୍ୟପଟେ ଧାନ ସଂଗ୍ରହ ପ୍ରକ୍ରିୟାକୁ…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର ବିଶବିଦ୍ୟାଳୟ ଅଧୀନ କଲେଜ ଗୁଡିକରେ ଚାଲିଥିବା ଯୁକ୍ତତିନି ସେକେଣ୍ଡ ସେମିଷ୍ଟାର ପରୀକ୍ଷା ସ୍ଥଗିତ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ। କେତେକ ସ୍ଥାନରେ ପିଲାଙ୍କୁ ଉତ୍ତର ଖାତା ମଧ୍ୟ ବଣ୍ଟା ସରିଥିଲା ଏବଂ କେବଳ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ ବିରୋଧରେ ଚାଲିଥିବା ଏକ ମାମଲାର ବିଚାର କରି ତାଙ୍କୁ ୩ବର୍ଷ କାରାଦଣ୍ଡ ଏବଂ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି ଆଦି କାଗଜପତ୍ର ଦେବାକୁ କୁହାଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?