ବରଗଡ଼

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ରାଜପଥ ଉପରେ ଧାନ ଗଦା କଲେ ଚାଷୀ

ବରଗଡ ଅଫିସ,୨୧।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସରକାରଙ୍କ ଟୋକନ ବ୍ୟବସ୍ଥାକୁ ବିରୋଧ କରି ବରଗଡ଼ ଜିଲାରେ ଚାଷୀ...

ଟୋକନ ବିବାଦ: ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଚାଷୀ

ବରଗଡ଼ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଆରମ୍ଭ ହୋଇଥିବା ଟୋକନ ବ୍ୟବସ୍ଥାକୁ ନେଇ ବିରୋଧ ବଢିବାରେ ଲାଗିଛି। ବୁଧବାର ବରଗଡ ବ୍ଲକ ଅନ୍ତର୍ଗତ କଟାପାଲି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଆଗରେ ଚାଷୀମାନେ ଖାଦ୍ୟ ଯୋଗାଣ...

ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀ ଆନ୍ଦୋଳନ ତେଜିଲା

ସରଣ୍ଡା,୨୦।୧୧(ଡି.ଏନ.ଏ.):ବରଗଡ ଜିଲାର ଅତାବିରାରେ ଚାଷୀ ଆନ୍ଦୋଳନ ବୁଧବାର ତେଜିଛି। ତୃତୀୟ ଦିନରେ ଚାଷୀମାନେ ଅତାବିରା ଅଞ୍ଚଳର ସମସ୍ତ ଦୋକାନ ବଜାର ବନ୍ଦ କରିଛନ୍ତି। ଆନ୍ଦୋଳନ ତେଜି ଥିବାବେଳେ ସରକାର ଚାଷୀମାନଙ୍କ ସମସ୍ୟା ସମ୍ପର୍କରେ ଅଣଦେଖା ଚରମସୀମା ପହଞ୍ଚିଛି। ଆନ୍ଦୋଳନ ପାଇଁ...

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ଅତାବିରାରେ ୧୨ ଘଣ୍ଟିଆ ବନ୍ଦ ଆରମ୍ଭ

ବରଗଡ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି। ସରକାରଙ୍କ ଏହି ବ୍ୟବସ୍ଥାକୁ ଚାଷୀମାନେ ଦୃଢ ବିରୋଧ କରିଛନ୍ତି। ଫଳରେ ଗତ ୧୫ ତାରିଖରୁ ମଣ୍ତି ଖୋଲିଥିଲେ ସୁଦ୍ଧା ଧାନ କିଣାବିକା...

ଅତାବିରାରେ ଯୋଗାଣ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ସରଣ୍ଡା,୧୯।୧୧(ଡି.ଏନ.ଏ.):ବରଗଡ ଜିଲାର ଅତାବିରାରେ ଚାଷୀ ଆନ୍ଦୋଳନ ମଙ୍ଗଳବାର ଦିତୀୟ ଦିନରେ ପହଞ୍ଚିଛି। ଆନ୍ଦୋଳନ ପାଇଁ ଜନସମର୍ଥନ ମିଳୁଛି। ଚାଷୀମାନେ ରାଜ୍ୟ ସରକାରଙ୍କ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ବରଗଡ ଡିଆରଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଚାଷୀମାନେ ସରକାର...

ଜିଲାପାଳ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ,୧୯।୧୧: ଖରିଫ ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧକରି ମଙ୍ଗଳବାର ଚାଷୀମାନେ ବରଗଡ଼ ଜିଲାପାଳଙ୍କ ଅଫିସରେ ତାଲା ପକାଇଛନ୍ତି। ଓଡ଼ିଶା ରାଜ୍ୟ କୃଷକ ସଂଗଠନର ସଭାପତି ଗୌରଚନ୍ଦ୍ର ଖମାରୀଙ୍କ ନେତୃତ୍ୱରେ ଶତାଧିକ ଚାଷୀ ଜିଲାପାଳ ଅଫିସକୁ ଯାଇଥିଲେ। ତେବେ...

ଟୋକନ ବିବାଦ: ସିଏସଓ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ ଅଫିସ,୧୯।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ଟୋକନ ବ୍ୟବସ୍ଥାକୁ ନେଇ ବିରୋଧ ବଢିବାରେ ଲାଗିଛି। ଏହିକ୍ରମରେ ମଙ୍ଗଳବାର ବରଗଡ ଜିଲା ଯୋଗାଶ ଅଧିକାରୀ(ସିଏସଓ)ଙ୍କ କାର୍ଯାଳୟରେ ଚାଷୀମାନେ ତାଲା ପକାଇଛନ୍ତି। ଅଫିସ ଭିତରକୁ ଧସେଇ ପଶି...

ବରଗଡରେ କ୍ୟାନସର୍‌ ହସ୍ପିଟାଲ୍‌ ସ୍ଥାପନ ଦାବି ତେଜିଲା

ବରଗଡ ଅଫିସ, ୧୯।୧୧: ବରଗଡରେ କ୍ୟାନସର ହସପିଟାଲ ସ୍ଥାପନ ଦାବି ପୁଣି ଜୋର୍‌ ଧରିଛି। ଏହି କ୍ରମରେ ମଙ୍ଗଳବାର ଦିନ ୧୦ଟାରୁ ସ୍ଥାନୀୟ ଗାନ୍ଧୀଛକରେ ୟୁନାଇଟେଡ ଫୋରମ ଫରକ୍ୟାନସର ହସ୍ପିଟାଲ ଇନ ବରଗଡ ପକ୍ଷରୁ ଧାରଣା ଦିଆଯାଇଛି। ଦିନ ୧ଟା...

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ, ପ୍ୟାକ୍ସ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ,୧୮।୧୧: ବରଗଡ଼ ଜିଲାରେ ଗତ ୧୫ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟ ସରକାର ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି। ତେବେ ଚାଷୀମାନେ ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ଦୃଢ଼...

ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ

ବରଗଡ଼ ଅଫିସ,୧୮।୧୧: ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୧୫ ତାରିଖରୁ ମଣ୍ଡିଗୁଡ଼ିକ ଖୋଲିଥିଲେ ମଧ୍ୟ ରବିବାର ସୁଦ୍ଧା ବସ୍ତାଟିଏ ଧାନ ବିକ୍ରି ହୋଇ ପାରିନାହିଁ। ଚଳିତଥର ଧାନ ସଂଗ୍ରହ ପ୍ରକ୍ରିୟାରେ ବାଧ୍ୟତାମୂଳକ...

ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ଯନ୍ତ୍ରୀ ବୈକୁଣ୍ଠ ରାଉତଙ୍କ ବରଗଡ଼ର ଥିବା ଗଙ୍ଗାଧର ନଗର...

ସିଡିପିଓଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ,୧୪।୧୧: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ସକାଳୁ ବରପାଲି ସମନ୍ବିତ ଶିଶୁ ବିକାଶ ଅଧିକାରୀ(ସିଡିପିଓ)ଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସିଡିପିଓ ସଂଯୁକ୍ତା ଲେଙ୍କାଙ୍କ ବାସଭବନ ସମେତ କାର୍ଯ୍ୟାଳୟ ଏବଂ ତାଙ୍କ ସମ୍ପର୍କୀୟଙ୍କ ଘରେ ଚଢାଉ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri