ବରଗଡ଼

ନିଆଁରେ ପୋଡ଼ିଗଲା ଆମ୍ବ ବଗିଚା

ଭେଡେନ,୧୪।୬(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ଥାନା ରୂଷୁଡା ଫାଣ୍ଡି ଅଧୀନ ଗଣ୍ଡତୁରୁମ ଗ୍ରାମରେ ବୁଧବାର ସାରେ ବିଲରେ ଲଗାଯାଇଥିବା ନିଆଁ ଭୟଙ୍କର ରୂପ ନେଇ ବ୍ୟାପକ କ୍ଷୟକ୍ଷତି କରିଛି। ନିଆଁ ବ୍ୟାପିବାରୁ ଗ୍ରାମର ଭୁକୁଲାନନ୍ଦ ଦାଶଙ୍କ ଆମ୍ବ ବଗିଚା ପୋଡ଼ି…

ମଣ୍ଡିରେ ଧାନ, ଘାରିଛି ବର୍ଷା ଚିନ୍ତା

ବରଗଡ଼ ଅଫିସ୍‌,୧୪।୬ (ପ୍ରେମାନନ୍ଦ ଖମାରୀ) ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେରୁ ଊର୍ଦ୍ଧ୍ୱ ସମୟ ବିତିଯାଇଛି। ଜିଲାରେ ଖୋଲିଥିବା ମଣ୍ଡି ଗୁଡ଼ିକରେ ଚିରାଚରିତ ଢ଼ଙ୍ଗରେ ଧାନ କିଣାବିକା ଚାଲିଛି। ମାତ୍ର ଭିତ୍ତିଭୂମି ଅଭାବରୁ ଅନେକ ମଣ୍ଡିରେ ଖୋଲା ଆକାଶତଳେ…

ବାପଘରେ ଜୀବନ ହାରିଲେ ନବ ବିବାହିତା ଝିଅ

ଝାରବନ୍ଧ,୧୨।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା କୁର୍ଲୁପାଲ ପଞ୍ଚାୟତ ଅଧୀନ ବେହେରାଡୁବୁରୀ ଗ୍ରାମରେ ସୋମବାର ଏକ ଅଘଟଣ ଘଟିଛି। ଜଣେ ନବ ବିବାହିତା ମହିଳା ଆତ୍ମହତ୍ୟା କରିଛନ୍ତି। ମୃତା ମହିଳା ହେଲେ ଅଞ୍ଜଳି ପ୍ରଧାନ(୨୫)। ଖବର ପାଇ ପୋଲିସ ମୃତଦେହ ଜବତ…

ମଦ ବିରୋଧରେ ତାତିଲେ ମହିଳା

ବରଗଡ଼ ଅଫିସ୍‌,୧୨।୬: ବରଗଡ଼ ଜିଲାର ଗାଁଠୁ ସହର ସବୁଆଡ଼େ ଚୋରାମଦ କାରବାର ବଢ଼ି ଚାଲିଛି। ସ୍ଥାନୀୟ ଅବକାରୀ, ପୋଲିସ ପ୍ରଶାସନ ସେଥିପ୍ରତି ଆଖିବୁଜି ଦେଇଥିବା ଅଭିଯୋଗ ହେଉଛି। ଏହାର ପ୍ରତିବାଦରେ ଗ୍ରାମର ମହିଳାମାନେ ମଦ ବିରୋଧୀ ଅଭିଯାନରେ ବାହାରିଛନ୍ତି। ଗ୍ରାମକୁ ମଦମୁକ୍ତ…

ବରଗଡ଼ ଜିଲାର ୧୦ ଥାନାରେ ନୂତନ ଆଇଆଇସି

ବରଗଡ଼ ଅଫିସ୍‌,୧୨।୬: ବରଗଡ଼ ଜିଲାର ବିଭିନ୍ନ ଥାନାରେ କାର୍ଯ୍ୟରତ ଥାନା ଅଧିକାରୀ(ଆଇଆଇସି)ଙ୍କ ଜିଲା ବାହାରକୁ ବଦଳି ପରେ ସମ୍ପୃକ୍ତ ଥାନା ଗୁଡ଼ିକରେ ନୂତନ ଆଇଆଇସିଙ୍କୁ ଅବସ୍ଥାପିତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଜିଲା ପୋଲିସ ମୁଖ୍ୟାଳୟରୁ ପ୍ରଶାନ୍ତ କୁମାର ସାମଲଙ୍କୁ ଗାଇସିଲେଟ,…

ଅଷ୍ଟମଙ୍ଗଳାରେ ବାପଘରକୁ ବୁଲିବାକୁ ଆସି ଆତ୍ମହତ୍ୟା କଲେ ନବବିବାହିତା

ଝାରବନ୍ଧ,୧୨ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା କୁଲୁପାଲି ପଞ୍ଚାୟତ ଅଧିନସ୍ଥ ବେହେରା ଡୁବୁରୀ ଗ୍ରାମରେ ଜଣେ ନବବିବାହିତା ଆତ୍ମହତ୍ୟା କରିବା ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ମୃତକା ଜଣକ ହେଲେ ଉକ୍ତ ଗ୍ରାମର ଶାନ୍ତିଲାଲ ପ୍ରଧାନଙ୍କ ଏକମାତ୍ର ଝିଅ ଅଞ୍ଜଳି( ୨୫)…

ସୁନା, ରୂପା ଅଳଙ୍କାର ଚୋରି କରି ବନ୍ଧା ହେଲେ ଭଉଣୀ, ଭାଇ

ବରଗଡ଼ ଅଫିସ,୧୧।୬: ବରଗଡ଼ ଗ୍ରାମାଞ୍ଚଳ ଥାନା ଅଧୀନ କଲାପାଣି ଗ୍ରାମରୁ ଗତ ୯ତାରିଖରେ ସଂଘଟିତ ସୁନା, ରୂପା ଅଳଙ୍କାର ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ପୋଲିସ ୨ ଭଉଣୀ, ଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ, ବରଗଡ଼…

ବାନ୍ଧଶିଳ୍ପକୁ ଜିଏସ୍‌ଟି ବିପଦ

କୃଷିକ୍ଷେତ୍ରରେ ପଶ୍ଚିମ ଓଡ଼ିଶା ଯେଭଳି ସାରା ରାଜ୍ୟରେ ପରିଚିତ, ଅନୁରୂପ ଭାବେ ହସ୍ତତନ୍ତ ବାନ୍ଧକଳା ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ସ୍ବତନ୍ତ୍ର ପରିଚୟ ଆଣି ପାରିଛି। କୃଷି ପରେ ହସ୍ତତନ୍ତ ବାନ୍ଧକଳା ହିଁ ଏ ଅଞ୍ଚଳର ପ୍ରମୁଖ କୌଳିକ ବୃତ୍ତି। ଅଞ୍ଚଳର ବାନ୍ଧକଳା…

ଆଶାଜନକ ନୁହେଁ ଧାନର ଏମ୍‌ଏସ୍‌ପି ବୃଦ୍ଧି

ବରଗଡ଼ ଅଫିସ୍‌, ୮ା୬: କେନ୍ଦ୍ର ସରକାର ବୁଧବାର ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି। ସାଧାରଣ ଧାନ କୁଇଣ୍ଟାଲ ପ୍ରତି ୨୦୪୦ ଟଙ୍କାରୁ ୨୧୮୩ ଟଙ୍କା ଏବଂ ଗ୍ରେଡ୍‌-ଏ(ଏଫଏକ୍ୟୁ) ଧାନ କୁଇଣ୍ଟାଲ ପ୍ରତି ୨୦୬୦ ଟଙ୍କାରୁ ୨୨୬୩ ଟଙ୍କାକୁ ବୃଦ୍ଧି…

ଝିକିଝିକି ଗଣହତ୍ୟା ମାମଲା: ଆଖିବୁଜିଲେ ବିଚାରାଧୀନ ମୁଖ୍ୟ ଅଭିଯୁକ୍ତ, ୪ ଜଣଙ୍କୁ ମାରି ଜେଲ୍‌ ଯାଇଥିଲେ

ବରଗଡ଼ ଅଫିସ,୭ା୬: ବରଗଡ଼ ଜିଲା ଭଟଲି ଥାନା ନାରଙ୍ଗପୁର ପଞ୍ଚାୟତ ଝିକିଝିକି ଗ୍ରାମରେ ଗତ ମେ’ ୨୩ରେ ସଂଘଟିତ ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ବାଗ୍‌(୫୮)ଙ୍କ ବୁଧବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ବରଗଡ଼ ସବ୍‌ଜେଲରେ ବିଚାରାଧୀନ କଏଦୀ ଭାବେ ସେ…

ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ବରଗଡ଼ ଅଫିସ,୫ା୬: ବରଗଡ଼ ରୋଡ୍‌ ରେଳ ଷ୍ଟେଶନରୁ ଜିଲାର ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଡୁଙ୍ଗୁରୀ ଚୂନପଥର ଖଣିକୁ ଯାଇଥିବା ରେଳପଥର ମେଢାପାଲି ନିକଟରେ ସୋମବାର ଏକ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ହ୍ବିଲ ଛିଣ୍ଡି ଯିବାରୁ ଏଭଳି ହୋଇଥିବା ସୂଚନା ମିଳିଛି।…

ସହରରେ ସୁଧୁରୁନି ଟ୍ରାଫିକ ସମସ୍ୟା

ବରଗଡ଼ ଅଫିସ, ୪।୬: ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହୋଇପଡୁଛି। ସହରର ଭଟଲି ଛକ, ଥାନା ଛକ, ଲେଙ୍ଗୁ ମିଶ୍ର-ଲମ୍ବା ବିଲ୍‌ଡିଂ ରାସ୍ତା, ଗାନ୍ଧୀ ଛକ, ଗୁରୁଦ୍ୱାରା ଛକ ଆଦି ସ୍ଥାନରେ ଟ୍ରାଫିକ ସମସ୍ୟା ଅନିୟନ୍ତ୍ରିତ ହୋଇପଡିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri