ଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ଘୋଷଣା କରାଯାଉ: ପ୍ରଦୀପ ପୁରୋହିତ
ବରଗଡ଼,୫।୧୨(ପ୍ରେମାନନ୍ଦ ଖମାରୀ): ଲୋକସଭା ଶୀତକାଳୀନ ଅଧିବେଶନରେ ଗୁରୁବାର ୩୭୭ ଧାରା ଅଧିନିୟମ ଅନୁୟାୟୀ ବରଗଡ଼ ଏମ୍ପି ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସମ୍ପତ୍ତି ଘୋଷଣା ପାଇଁ ଲୋକସଭାରେ କେନ୍ଦ୍ର ସରକାରଙ୍କଠାରେ ପ୍ରସ୍ତାବ ଉଠାଇଛନ୍ତି । ଏକ ପ୍ରେସ ବିବୃତ୍ତିରେ ଏମ୍ପି…
ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭସ୍ତମ୍ଭ, ଜୀରାନଦୀ ହେବ ଯମୁନା
ବରଗଡ଼,୪ା୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଧ୍ୟଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ବ୍ୟାପୀ ଏହି ଅବଧି ମରେ ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର…
ତୁଟୁନି ସମସ୍ୟା, ବଢୁଛି ଅସନ୍ତୋଷ
ବରଗଡ଼,୩।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନବିକ୍ରି ସମସ୍ୟା ଥମିବାର ନାଁ ନେଉନାହିଁ। ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୧ଦିନ ବିତିଛି। କିନ୍ତୁ ଆରମ୍ଭରୁ ଦେଖାଯାଇଥିବା ସମସ୍ୟା ସମାଧାନ ହୋଇ ପାରିନାହିଁ। ଟୋକନ କଟକଣା, ଗନିବ୍ୟାଗ୍ (ବସ୍ତା), କଟନୀଛଟନୀ ସମସ୍ୟା ଲାଗି ରହିଛି। ଏହାକୁ…
ସୁନା ଦୋକାନରେ ଲାଗିଲା ନିଆଁ , ଜଳିଗଲା ବହୁ ସାମଗ୍ରୀ
ସରଣ୍ଡା, ୨।୧୨(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ହସ୍ପିଟାଲ ସମ୍ମୁଖରେ ଥିବା ମା ସମଲେଶ୍ଵରୀ ଜ୍ଵେଲାର୍ସରେ ସୋମବାର ସକାଳୁ ଦୋକାନ ବନ୍ଦ ଥିବା ସମୟରେ ସର୍ଟ ସର୍କିଟରୁ ନିଆଁ ଲାଗିଯାଇଥିଲା। ଦୋକାନ ଗୃହ ଭିତରୁ ଧୂଆଁ ବାହାରୁ ଥିବା ଦେଖି…
ବରଗଡ଼ ଧନୁଯାତ୍ରା: ବଦଳିବେ ଶ୍ରୀକୃଷ୍ଣ-ବଳରାମ-ଶ୍ରୀରାଧା
ବରଗଡ଼,୧ା୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହା ଚାଲିବ। ତେବେ ଏଥର ଧନୁଯାତ୍ରାର କଂସ କଳାକାର ବଦଳିଛନ୍ତି। ରବିବାର ଅନୁଷ୍ଠିତ…
ବର୍ଷାରେ ଭିଜିଲା ଧାନ: ସରକାର କିଣିବେ କି ନାହିଁ ଚିନ୍ତାରେ ଚାଷୀ
ପଦ୍ମପୁର,୧।୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଅଦିନିଆ ବର୍ଷା ଚାଷୀମାନଙ୍କ ମନୋବଳକୁ ଭାଙ୍ଗି ଦେଇଛି। ଅଧିକାଂଶ ଚାଷୀ ଧାନ ଅମଳ କରିସାରିଥିବା ବେଳେ କେତେକ ଚାଷୀଙ୍କ ଧାନ କଟା ସରି ନାହିଁ। ବର୍ଷା ଯୋଗୁ କ୍ଷେତରେ ଥିବା ଧାନ ଅମଳ…
ବରଗଡ଼ ଧନୁଯାତ୍ରା: ଏଥର କଂସ ଭୂମିକାରେ ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ
ବରଗଡ଼,୧ା୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ବରଗଡ଼…
ବରଗଡ଼ ଧନୁଯାତ୍ରାରେ କିଏ ହେବେ କଂସ, ଚାଲିଛି….
ବରଗଡ଼, ୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ମସିହା ଜାନୁଆରୀ ମାସ ୩ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଜାନୁଆରୀ ମାସ ୧୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା…
ଗୋଠରେ ଜନ୍ମ ହେଲା ହାତୀଛୁଆ
ବରଗଡ଼/ସୋହେଲା,୩୦।୧୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର): ଛତିଶଗଡ଼ରୁ ଆସି ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସ୍ ଫରେଷ୍ଟ ରେଞ୍ଜ୍ ଅଞ୍ଚଳରେ ବୁଲାବୁଲି କରୁଥିବା ହାତୀପଲରେ ଏକ ହାତୀଛୁଆ ଜନ୍ମ ହୋଇଥିବା ସୂଚନା ମିଳିଛି। ଗତ ଗୁରୁବାର ହାତୀଛୁଆଟି ଜନ୍ମ ହୋଇଛି। ମାତ୍ର ତାହା ମାଈ…
ଇଣ୍ଡିଆ-୨୦୪୭ ମିଶନ ପାଇଁ ପ୍ରସ୍ତୁତ ହୁଅ
ବରଗଡ,୨୮।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ନେହେରୁ ଯୁବକେନ୍ଦ୍ର ସଙ୍ଗଠନ ଏବଂ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର ମିଳିତ ଆନୁକୂଲ୍ୟରେ ଯୁବ ଉତ୍ସବ-୨୦୨୪ ଉଦ୍ଯାପିତ ହୋଇଯାଇଛି। ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର କନ୍ଭେନଶନ ହଲରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବରଗଡ ଜିଲାର ବିଭିନ୍ନ କଲେଜରୁ…
ଡିସେମ୍ବର ୧ରେ କଂସ ଚୟନ
ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୫ ଜାନୁୟାରୀ ୩ତାରିଖରୁ ଆରମ୍ଭ ହେବ। ଏଥର କଂସ ଅଭିନେତା ଚୟନ ହେବାକୁ ଯାଉଥିବାରୁ ଏହି ମହୋତ୍ସବରେ କାହା ଭାଗ୍ୟରେ କଂସ ଅଭିନୟର ସୁଯୋଗ ଜୁଟିବ ତାକୁ ସଭିଁଏ ଚାହିଁ ବସିଛନ୍ତି। ଆସନ୍ତା ଡିସେମ୍ବର…
ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ହୁ ହୁ ହୋଇ ଜଳିଗଲା ୧୦ ଏକର ଜମିର ଅମଳ ଧାନ
ବରଗଡ଼ ୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ବିର୍ଜାମ ଗ୍ରାମରେ ଖଳାରେ ଗଦା ହୋଇଥିବା ଅମଳ ଧାନରେ ବୁଧବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗ୍ରାମର ଚାଷୀ ନୀଳ ମେହେରଙ୍କ ୧୦ ଏକର ଜମିର…

