ସୁଶାନ୍ତଙ୍କୁ ଅବହେଳା କଲେ ଦଳ କ୍ଷତି ସହିବ: ପ୍ରଦ୍ୟୁମ୍ନ
ବରଗଡ଼ ଅଫିସ୍,୨୩।୫: ରାଜ୍ୟ ମନ୍ତ୍ରିମଣ୍ଡଳ ପୁନର୍ଗଠନରେ ବରଗଡ଼ ଜିଲା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ମନ୍ତ୍ରୀପଦ ନ ମିଳିବାରୁ ତାଙ୍କ ସମର୍ଥକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଜିଲା ଯୁବ ବିଜେଡି ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ନିଜ…
ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ
ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ ଚଢ଼ାଉ ଚାଲିଛି। ଭଗତଙ୍କ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅନୁଗୁଳିଆପଡ଼ା ବାସଭବନ ଗାଇସିଲେଟ ଥାନା…
ଅତାବିରାରେ ପହଞ୍ଚିଲେ ମହାନଦୀ ଟ୍ରିବ୍ୟୁନାଲ ଟିମ୍
ସରଣ୍ଡା,୨୧ା୫(ଡି.ଏନ୍.ଏ.): ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ ପହଞ୍ଚିଛନ୍ତି। ଏହି ଟିମ୍ ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏହି ଟିମ୍ରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅଛନ୍ତି। ଟ୍ରିବ୍ୟୁନାଲର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ…
ବିଦ୍ୟୁତ୍ ସେବା ଅପହଞ୍ଚ: ମୋବାଇଲ ଆଲୁଅରେ ରୋଗୀଙ୍କୁ ଇଞ୍ଜେକ୍ଶନ
ବରଗଡ଼ ଅଫିସ୍,୨୧ା୫: ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅନେକ ସମୟରେ ବିଦ୍ୟୁତ ସେବା ଅପହଞ୍ଚ ହୋଇ ପଡୁଛି। ଫଳରେ ଅନ୍ଧାରରେ ମୋବାଇଲ ଟର୍ଚ୍ଚ ବ୍ୟବହାର କରି ରୋଗୀସେବା କରାଯିବା ଭଳି ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ବିଦ୍ୟୁତ କାଟ୍ ଯୋଗୁ…
ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କୁ ମିଳୁନି ପ୍ରାପ୍ୟ
ବରଗଡ଼ ଅଫିସ୍,୨୦।୫: ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ମଣ୍ଡି ଗୁଡ଼ିକରେ ଧାନ ସଂଗ୍ରହ କରାଯାଉଛି। ହେଲେ ମଣ୍ଡିରୁ ଆଶାନୁରୂପ ଧାନ ଉଠୁ ନ ଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ମଣ୍ଡିରୁ ଯେଉଁ ଚାଷୀଙ୍କ ଧାନ ବିକ୍ରି ହୋଇ ଉଠୁଛି,…
ପରିବାଚାଷ ନିଶାରେ ଚିତ୍ରସେନ
ପଦ୍ମପୁର,୧୯।୫(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଖୁଜେନ ଗ୍ରାମର ଚିତ୍ରସେନ ସ୍ବାଇଁ ନିକଟସ୍ଥ ଜମଲା ପାକ୍ସରେ ସହକାରୀ ସମ୍ପାଦକ ଭାବେ କାର୍ଯ୍ୟରତ ଅଛନ୍ତି। ସେ ସରକାରୀ ଚାକିରୀ କରିଥିଲେ ମଧ୍ୟ ଚାଷ ପ୍ରତି ତାଙ୍କର ବିଶେଷ ଆଗ୍ରହ ଅନ୍ୟମାନଙ୍କ ପାଇଁ ପ୍ରେରଣା…
ବିଜ୍ଞାନ ପଢ଼ିବାକୁ ମାଟ୍ରିକ୍ ଟପ୍ପର ଆଗ୍ରହୀ
ବରଗଡ଼ ଅଫିସ୍,୧୯।୫(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ବରଗଡ଼ ଜିଲାର ଛାତ୍ରୀଛାତ୍ର ମଧ୍ୟ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ରାଜ୍ୟର ପାସ୍ ହାର ୯୬.୪୦ ପ୍ରତିଶତ ରହିଥିବାବେଳେ ବରଗଡ଼ ଜିଲାରେ ୯୭.୨୨ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି…
ପୋଲିସ ଏସ୍ଆଇଙ୍କ ବିରୋଧରେ ବଳାତ୍କାର ମାମଲା
ପଦ୍ମପୁର,୧୮ା୫(ଡି.ଏନ.ଏ): ବରଗଡ଼ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ ସବ୍ଇନ୍ସପେକ୍ଟର(ଏସ୍ଆଇ)ଙ୍କ ବିରୋଧରେ ପଦ୍ମପୁର ଥାନାରେ ବଳାତ୍କାର ଅଭିଯୋଗ ହୋଇଛି। ସେ ହେଲେ ଅତାବିରା ଥାନାରେ କାର୍ଯ୍ୟରତ ଏସ୍ଆଇ ରବୀନ୍ଦ୍ର ହେମ୍ବ୍ରମ। ପଦ୍ମପୁର ଥାନାରେ କାର୍ଯ୍ୟରତ ଥିବାବେଳେ ସେ ଜଣେ ଯୁବତୀଙ୍କୁ ବଳାତ୍କାର କରିଥିବା…
ଟୋକନରେ ତ୍ରୁଟି, ଧାନ ବିକ୍ରି ହୋଇପାରୁନି
ବରଗଡ଼ ଅଫିସ୍,୧୬ା୫: ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ନାନା ଅବ୍ୟବସ୍ଥା ଯୋଗୁ ଚାଷୀମାନେ ଧାନ ବିକ୍ରି କରି ନ ପାରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟୋକନରେ ତ୍ରୁଟି ଏବେ ଚାଷୀଙ୍କ ପାଇଁ ପ୍ରମୁଖ…
ସତ୍ୟସାଇ ସେବା ସଙ୍ଗଠନର ସଫେଇ କାର୍ଯ୍ୟକ୍ରମ
ପାଇକମାଳ,୧୩।୫(ଡି.ଏନ.ଏ.): ବରଗଡ ଜିଲା ପାଇକମାଳ ସତ୍ୟସାଇ ସେବା ସଙ୍ଗଠନ ତରଫରୁ ନୃସିଂହନାଥ ପରିସରରେ ସଫେଇ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସଙ୍ଗଠନ ସଦସ୍ୟମାନେ କପିଳ ମୁନି ଆଶ୍ରମ ପରିସରରେ ସତ୍ୟସାଇଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ପୂଜା ଆଳତି…
କପଡ଼ା ବଜାର ଉଚ୍ଛେଦକୁ ନେଇ ତେଜିଲା ଆନ୍ଦୋଳନ
ବରଗଡ଼ ଅଫିସ୍,୧୦।୫: ବରଗଡ଼ ବ୍ଲକ ଅଧୀନ ବେହେରା ବଜାର ପ୍ରାଙ୍ଗଣରେ ରହିଥିବା ସର୍ବପୁରାତନ ସମ୍ବଲପୁରୀ କପଡ଼ା ବଜାର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷ ବଜାର ଉପରେ ନିର୍ଭରଶୀଳ ବୁଣାକାରଙ୍କୁ ନୋଟିସ୍ କରିଥିବା ସୂଚନା ମିଳିଛି ।…
ସଂକୀର୍ତ୍ତନ କଳାକାରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୩୨ ଆହତ
ବରଗଡ଼ ଅଫିସ,୮।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ପିପଲମୁଣ୍ଡା ନିକଟରେ ସୋମବାର ସଂକୀର୍ତ୍ତନ କଳାକାରଙ୍କୁ ଧରି ଯାଉଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗାଡିରେ ଥିବା ୩୨ଜଣ କଳାକାର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ…
Archives


