ବରଗଡ଼

୪ କଳାକାରଙ୍କୁ ନେଇ ଏଥର କଂସ ଚୟନ

ବରଗଡ଼,୨୬।୧୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ୨୦୨୫ ଜାନୁଆରୀ ୩ତାରିଖରୁ ଆରମ୍ଭ ହେବ। ୧୧ଦିନ ଧରି ହେବାକୁ ଥିବା ଏହି ମହୋତ୍ସବରେ ଏଥର କଂସ ଅଭିନେତା ଚୟନ ହେବାକୁ ଯାଉଛନ୍ତି। ଜିଲା ପ୍ରଶାସନର ସୂଚନା ମୁତାବକ ଗତଥର କଂସ ଅଭିନେତା…

ଦେଶୀ ବନ୍ଧୁକ ବେପାର ଠାବ: ବରଗଡ଼ରୁ ବିହାରକୁ ଲମ୍ବିଛି ଚେର, ୫ ଗିରଫ

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଦେଶୀ ବନ୍ଧୁକ ବେପାର ଠାବ କରିଛି। ପୋଲିସ ଏହି ଘଟଣାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବିହାରର ସମସ୍ତିପୁର ଜିଲା ଦରିଆପୁର ଗ୍ରାମର ମୂଳ ବାସିନ୍ଦା ତଥା ବର୍ତ୍ତମାନ…

ବରଗଡର ପାଇଁ ସୁନାମ ଆଣିଲେ ପ୍ରବୀଣ, ସୌର୍ଯ୍ୟରଞ୍ଜନ: ଓଡ଼ିଶା ଟି-୨୦ ଦଳରେ ପାଇଲେ ସ୍ଥାନ

ବରଗଡ,୨୧।୧୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲାର ପ୍ରତିଭାବାନ ଖେଳାଳି ତଥା ଜିଲା ବରିଷ୍ଠ କ୍ରିକେଟ ଦଳର ଅଧିନାୟକ ପ୍ରବୀଣ ଲୁହା ଓଡ଼ିଶା ବରିଷ୍ଠ ଟି-୨୦ କ୍ରିକେଟ ଦଳରେ ସାମିଲ ହୋଇଛନ୍ତି । ବୁଧବାର ଓଡ଼ିଶା କ୍ରିକେଟ ଏସୋସିଏସନ ପକ୍ଷରୁ ସୟଦ ମୁସ୍ତାକ ଅଲି ଟ୍ରଫି…

ଧାନ ମଣ୍ଡି ଖୋଲିଲା ପରେ: ଏମିତି କହିଲେ ଯୋଗାଣ ମନ୍ତ୍ରୀ

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର…

ଯୋଗାଣମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ବରଗଡ଼ରେ ଖୋଲିଲା ଧାନମଣ୍ଡି

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର…

ଆଜିଠୁ ବରଗଡ଼ରେ ଧାନକିଣା

ବରଗଡ଼,୨୦ା୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବୁଧବାରଠାରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବରଗଡ଼ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ କଲାପାଣି ମାର୍କେଟ୍‌ ୟାର୍ଡ (ମଣ୍ଡି)ରେ ପୂର୍ବାହ୍ନ ୧୦ଟାରେ…

ଅନାସ୍ଥା ଭୋଟରେ ହାରିଗଲେ ତାଲପାଲି ସରପଞ୍ଚ

ଗାଇସିଲେଟ,୧୯।୧୧(ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ ଜ଼ିଲା ଗାଇସିଲେଟ ବ୍ଲକ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଲା ସେଠଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ନେଇ ମଙ୍ଗଳବାର ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟରେ ଭୋଟ ଗ୍ରହଣ ହୋଇଥିଲା। ତେବେ ୧୬ ୱାର୍ଡ ବିଶିଷ୍ଟ ଏହି ପଞ୍ଚାୟତର ଜଣେ…

ବଳାତ୍କାର ପରେ ପଥରରେ ଛେଚି ମାରିଥିଲେ: ଜେଲ ଗଲେ ବଳାତ୍କାରୀ

ପାଇକମାଳ,୧୬।୧୧(ବଡ଼ ଶତପଥୀ): ବରଗଡ ଜିଲା ପାଇକମାଳ ଥାନା ସୋଢା ଗ୍ରାମରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରଶାନ୍ତ ବରିହା (୨୧)ଙ୍କୁ ଶନିବାର ବରଗଡ ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନରେ ପ୍ରଶାନ୍ତ…

୪ ବର୍ଷର ନାବାଳିକାଙ୍କୁ ମାଛ ମାରିବାକୁ ଯିବା କହି ଘରୁ ଡାକିନେଲେ : ଜଙ୍ଗଲରେ ବଳାତ୍କାର କରି ମାରି ଫିଙ୍ଗିଦେଲେ

ପାଇକମାଳ ୧୬।୧୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଶୁକ୍ରବାର ଏକ ଅମାନୁଷିକ ଘଟଣା ଘଟିଯାଇଛି। ଏହି ଥାନା ଅଧୀନ ସୋଢ଼ା ଗ୍ରାମର ଜଣେ ଯୁବକ ସେହି ଗ୍ରାମର ୪ ବର୍ଷର ନାବାଳିକାଙ୍କୁ ମାଛ ମାରିବା ବାହାନାରେ ଘରୁ ଡାକିନେଇ…

ଅନାସ୍ଥା ଭୋଟ୍‌ ପୂର୍ବରୁ କୀଟନାଶକ ପିଇଲେ ସରପଞ୍ଚ

ବରଗଡ଼/ଗାଇସିଲେଟ୍‌,୧୦।୧୧(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍‌ ବ୍ଲକ ଅନ୍ତର୍ଗତ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଳା ସେଠ ରବିବାର କୀଟନାଶକ ପିଇ ଦେଇଛନ୍ତି। ବିଷକ୍ରିୟାରୁ ସେ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ପାଇଁ…

କଟ୍‌ନି ଛଟ୍‌ନି ବନ୍ଦ କରିବାକୁ ମଣ୍ଡିକୁ ଯିବେ ଭାଜପା ନେତା

ବରଗଡ଼,୧୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭାଜପା କୃଷକ ମୋର୍ଚ୍ଚା ଆନୁକୂଲ୍ୟରେ ଦଳର ଜିଲା କାର୍ଯ୍ୟାଳୟରେ ଧାନ ସଂଗ୍ରହ ଅଭିଯାନ ପ୍ରସ୍ତୁତି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଯଶୋବନ୍ତ ସେଠ ଏଥିରେ ସଭାପତିତ୍ୱ କରିଥିଲେ। ବୈଠକରେ ରାଜ୍ୟ ଭାଜପା କୃଷକ…

ଧାନକିଣା ବିଳମ୍ବିତ, ଚାଷୀ ଅସନ୍ତୋଷ

ବରଗଡ଼,୯।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀମାନେ ଖରିଫ୍‌ ଧାନ ଅମଳ ଆରମ୍ଭ କରି ଦେଇଛନ୍ତି। ଜିଲାର ଉଭୟ ହୀରାକୁଦ ଜଳସେଚିତ ଏବଂ ଅଣଜଳସେଚିତ ଅଞ୍ଚଳରେ ଅମଳ ପ୍ରକ୍ରିୟା ଆଗେଇ ଚାଲିଛି। ଅନେକ ଚାଷୀ କ୍ଷେତରୁ ଧାନ ଫସଲ କାଟିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?