ଅନିଶ୍ଚିତତାରେ ରବି ଧାନ ସଂଗ୍ରହ
ପଦ୍ମପୁର,୮।୫(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ରବିଧାନ ସଂଗ୍ରହ କେବେ ହେବ ସେ ନେଇ ପ୍ରଶାସନିକ ସ୍ତରରେ ଏପର୍ଯ୍ୟନ୍ତ କୌଣସି ନିର୍ଦ୍ଧିଷ୍ଟ ତାରିଖ ଘୋଷଣା ହୋଇନାହିଁ। ଫଳରେ ଚାଷୀମାନେ ଧାନ ଅମଳ କରି ମଣ୍ଡିକୁ ଅପେକ୍ଷା କରିରହିଛନ୍ତି। ପଦ୍ମପୁର, ପାଇକମାଳ, ବିଜେପୁର,…
ମଣ୍ଡି ଖୋଲିଲାନି, ରାସ୍ତା ଉପରେ ଧାନ
ବରଗଡ଼ ଅଫିସ୍/ ଭେଡ଼େନ, ୭ା୫: ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ଶନିବାରଠାରୁ ବରଗଡ଼ ଜିଲା ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ଅଧୀନ ମଣ୍ଡି ଗୁଡ଼ିକ ଖୋଲିଥାନ୍ତା ଏବଂ ଧାନ ସଂଗ୍ରହ ଆରମ୍ଭ ହୋଇଥାନ୍ତି। ତେବେ ବୈଠକର…
ନାବାଳିକାଙ୍କୁ ବଳତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ
ବରଗଡ଼ ଅଫିସ,୫।୫: ୨୦୨୨ ଜୁନ ମାସରେ ବରଗଡ଼ ପୌରାଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଗତ ୧ତାରିଖରେ ଏହି ମାମଲାର ଶୁଣାଣି କରି ବରଗଡ଼ ଅତିରିକ୍ତ ଜିଲା ଜଜ୍, ସେସନ ଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ…
ମେଡିକାଲ ପାଇଖାନାରେ ଜନ୍ମନେଲେ ଶିଶୁକନ୍ୟା, ଗୁରୁତର ଅବସ୍ଥାରେ ଉଦ୍ଧାର
ବରଗଡ଼ ଅଫିସ,୫ା୫: ଶିଶୁ ଓ ମାତୃ ମୃତ୍ୟୁହାର ରୋକିବା ପାଇଁ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ନେଇଛନ୍ତି। ଗର୍ଭବତୀ, ପ୍ରସୂତି କିମ୍ବା ନବଜାତ ଶିଶୁର ଚିକିତ୍ସାରେ ଆଦୌ ଅବହେଳା ନ କରିବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। ମାତ୍ର ଅନେକ କ୍ଷେତ୍ରରେ…
ରବିଧାନ ସଂଗ୍ରହ ଠିକ୍ ଭାବେ କର
ବରଗଡ଼ ଅଫିସ୍,୧।୫: ବରଗଡ଼ ଜିଲାରେ ଆସନ୍ତା ମେ’ ୬ରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ଅଧୀନ ମଣ୍ଡିଗୁଡ଼ିକରୁ ପ୍ରଥମେ ଏହା ଚାଲିବ। ତେବେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ…
ନୃସିଂହନାଥ ବୈଶାଖ ମେଳା ପ୍ରସ୍ତୁତି ଶେଷ
ପାଇକମାଳ,୩୦।୪(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ପାଇକମାଳର ନୃସିଂହନାଥ ପୀଠରେ ସୋମବାରଠାରୁ ବୈଶାଖ ମେଳା ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ତଥା ବୈଶାଖ ମେଳା ପାଇଁ ନୃସିଂହନାଥ ପୀଠ ଚଳଚଞ୍ଚଳ ହୋଇପଡିଛି ।…
ରହସ୍ୟରୁ ହଟୁନି ପରଦା
ଭେଡ଼େନ,୨୯।୪(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ଥାନା ଋଷୁଡ଼ା ଫାଣ୍ଡି ଅନ୍ତର୍ଗତ ଆଖିଫୁଟା ଗ୍ରାମରେ ଗତ ୧୭ ତାରିଖରେ ସଙ୍ଗଠିତ ଟ୍ରିପଲ ମର୍ଡର ଘଟଣାକୁ ୧୧ଦିନ ବିତିଥିଲେ ମଧ୍ୟ ପୋଲିସ ହାତ ଖାଲି ରହିଛି। ପୋଲିସର ତଦନ୍ତ ମୃତକମାନଙ୍କ ସମ୍ପର୍କୀୟଙ୍କୁ ଥାନାକୁ ଡକାଇ…
ପରିଶ୍ରମ ଅନୁସାରେ ମିଳୁନି ପ୍ରାପ୍ୟ
ଭେଡ଼େନ,୨୮।୪(ଡ଼ି.ଏନ.ଏ.): ସବୁଜ ହୀରା ଭାବେ ପରିଚିତ କେନ୍ଦୁପତ୍ରରୁ ସରକାର ପ୍ରତିବର୍ଷ କୋଟି କୋଟି ଟଙ୍କା ଲାଭ ପାଉଛନ୍ତି। ମାତ୍ର ବରଗଡ଼ ଜିଲା ଭେଡେନ ବ୍ଲକ ଅଞ୍ଚଳରେ ବଣ, ପାହାଡ଼ ବୁଲି କେନ୍ଦୁପତ୍ର ସଂଗ୍ରହ କରୁଥିବା ଶ୍ରମିକମାନେ ପରିଶ୍ରମ ଅନୁସାରେ ଉଚିତ୍ ପ୍ରାପ୍ୟ…
ନକଲି ଔଷଧ କାରବାର: ଉତ୍ତରପ୍ରଦେଶରୁ ୫ ଅଭିଯୁକ୍ତଙ୍କୁ ବରଗଡ଼ ଆଣିଲା ପୋଲିସ
ବରଗଡ଼ ଅଫିସ,୨୭ା୪:ବରଗଡ଼ ଜିଲାରେ ଧରାପଡ଼ିଥିବା ନକଲି ଔଷଧ କାରବାରର ଚେର ଉତ୍ତରପ୍ରଦେଶକୁ ଲମ୍ବିଛି। ଏହା ଜଣାପଡ଼ିବା ପରେ ପୋଲିସ ଟିମ୍ ସେଠାକୁ ପହଞ୍ଚି ୫ ଅଭିଯୁକ୍ତଙ୍କୁ ବରଗଡ଼କୁ ଆଣିଛି। ସେମାନେ ହେଲେ ଉତ୍ତରପ୍ରଦେଶର ବାରଣାସୀ ଜିଲା ଭେଲୁପୁର ଥାନା ବାଦିଗାଇବିର ଶୁଭମ୍…
କରାମାଡ଼ ବଢ଼ାଇଲା ଚାଷୀଙ୍କ ଦୁଃଖ
ବରଗଡ଼ ଅଫିସ୍,୨୭।୪: ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଜିଲାରେ ଚାଷ, ଚାଷୀ ସମସ୍ୟା ଅସମାହିତ ହୋଇପଡ଼ିଛି। କେତେବେଳେ ଅନାବୃଷ୍ଟି କିମ୍ବା ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମରୁଡ଼ି ତ ଆଉ କେବେ ଫସଲରେ ରୋଗପୋକ…
ଚାଷ ପ୍ରତି ବିମୁଖ ଭାଗଚାଷୀ
କେନ୍ଦ୍ରାପଡ଼ା ଅଫିସ/ଯାଜପୁର ଅଫିସ/ବରଗଡ଼ ଅଫିସ୍, ୨୭ା୪: ଓଡ଼ିଶା ଦିବସ ପାଳନ ଅବସରରେ ରାଜ୍ୟ ସରକାର ୪୩ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନା ମାଧ୍ୟମରେ ୮୭୭ କୋଟି ଟଙ୍କା ପ୍ରଦାନ କରିଛନ୍ତି। ସୋମବାର ୩୫ ଲକ୍ଷ ଚାଷୀଙ୍କୁ…
ବରଗଡ଼ରେ ପୁଣି କୁଆପଥର ବର୍ଷା, ଚିନ୍ତାରେ ଚାଷୀ
ବରଗଡ଼ ଅଫିସ,୨୫।୪: ବରଗଡ଼ ଜିଲାରେ ମଙ୍ଗଳବାର ସାରେ ପୁଣି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୫ଟାରୁ ଝଡବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ହୋଇଛି। ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ସମେତ ଆଖପାଖ ଅଞ୍ଚଳରେ କୁଆପଥର ବର୍ଷା ହୋଇଛି। ଗତ…
Archives


