ବରଗଡ଼

ଆସୁଛି ଧନୁଯାତ୍ରା, ଚଳଚଞ୍ଚଳ ବରଗଡ଼

ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩ତାରିଖ ଶୁକ୍ରବାର ଦିନରୁ ଏହି ମହୋତ୍ସବ ଆରମ୍ଭ ହୋଇ ୧୩ତାରିଖ ପର୍ଯ୍ୟନ୍ତ ଚାଲିବ। ଶୁକ୍ରବାର ଦିନ ୨ଟାରେ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ସାଂସ୍କୃତିକ ଶୋଭାଯାତ୍ରା…

ଚାଷୀଙ୍କ ଧାରଣାକୁ ପ୍ରଶାସନର ଅଣଦେଖା

ବରଗଡ଼,୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଅବ୍ୟବସ୍ଥା ଲାଗି ରହିଛି। ଜିଲାର ବିଭିନ୍ନ ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି। କିନ୍ତୁ ଉକ୍ତ ଧାନକୁ ଠିକ୍‌ ଭାବେ ଉଠାଯାଉ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ମିଲର୍ସଙ୍କ ଟ୍ୟାଗ୍‌ (ଆଲଟମେଣ୍ଟ)…

‘ଶହୀଦ ମାଧୋ ସିଂଙ୍କ ବୀରଗାଥା ପାଠ୍ୟ ପୁସ୍ତକରେ ସାମିଲ ହେଉ’

ବରଗଡ଼,୩୧।୧୨(ପ୍ରେମାନନ୍ଦ ଖମାରୀ) :- ଶହୀଦ ବୀର ମାଧୋ ସିଂ ଓ ପରିବାର ବର୍ଗଙ୍କ ସଶସ୍ତ୍ର ସାଧୀନତା ସଂଗ୍ରାମରେ ଅବଦାନ ଅନସ୍ବୀକାର୍ଯ୍ୟ ବୋଲି କହିଛନ୍ତି ବିଶିଷ୍ଟ ସାହିତି୍ୟକ ମନୋରଞ୍ଜନ ସାହୁ । ମଙ୍ଗଳବାର ସ୍ଥାନୀୟ ବୀର ଛକ (ହଳଦୀ ପାଲି) ଠାରେ ବରଗଡ଼…

ମଣ୍ଡିରୁ ଉଠୁନି ଧାନ,ତାତିଲେ ଚାଷୀ

ବରଗଡ଼,୩୧।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନବିକ୍ରି ସମସ୍ୟା ଅସମାହିତ ହୋଇ ରହିଛି। ଚାଷୀମାନେ ମଣ୍ଡିକୁ ଧାନ ଆଣୁଥିଲେ ମଧ୍ୟ ବିଭିନ୍ନ ଆଳ ଦେଖାଇ ଚାଷୀଙ୍କ ଧାନ ଉଠାଯାଉନାହିଁ। କେତେବେଳେ ଟୋକନ କଟକଣା ତ ଆଉ କେବେ ଧାନର ଗୁଣମାନ ଆଳ କରାଯାଉଛି। ଅନ୍ୟପଟେ…

ବିକ୍ରି ହୋଇପାରୁନି ଧାନ, ପାଠପଢା ଛାଡ଼ି ଧାରଣାରେ ବସିଲେ ମାଟ୍ରିକ ଛାତ୍ର

ବରଗଡ଼,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ କୃଷିପ୍ରଧାନ ଜିଲା। କୃଷି ହିଁ ଜିଲାବାସୀଙ୍କ ଜୀବନ ଜୀବିକା। କୃଷିକ୍ଷେତ୍ରରେ ବାଧା ଉପୁଜିଲେ ଜିଲାବାସୀଙ୍କ ଜନଜୀବନ ମଧ୍ୟ ପ୍ରଭାବିତ ହୋଇଥାଏ। ଏଭଳି ଏକ ନିଚ୍ଛକ ଦୃଶ୍ୟ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଦେଖିବାକୁ ମିଳିଛି। ସୋହେଲା…

ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ ଅଫିସ ଆଗରେ ଚାଷୀଙ୍କ ଧାରଣା

ବରଗଡ଼,୩୦ା୧୨(ପ୍ରେମାନନ୍ଦ ଖମାରୀ: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୫ସପ୍ତାହରୁ ଅଧିକ ସମୟ ବିତି ଯାଇଛି। କିନ୍ତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। କିନ୍ତୁ ମଣ୍ଡିରୁ…

ରିହର୍ସାଲରୁ ଦୃଶ୍ୟାଭିନୟ ଝଲକ

ବରଗଡ଼,୩୦।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ୫ ଦିନ ବାକି ରହିଲା। ମହୋତ୍ସବକୁ ଉପଭୋଗ କରିବା ପାଇଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ସାହ, ଉଦ୍ଦୀପନା ଦେଖାଯାଇଛି। ସେହିପରି କଳାକାରମାନେ ମଧ୍ୟ ଅନ୍ୟବର୍ଷ ତୁଳନାରେ ଏଥର ନିଖୁଣ…

ଧାନ କିଣାବିକାରେ ଚାଲିଛି ଫଲ୍ସ ଏଣ୍ଟ୍ରି, ଚାଷୀଙ୍କୁ ମିଳୁନି ବିକ୍ରିଧାନର ଉଚିତ ପ୍ରାପ୍ୟ

ବରଗଡ଼,୨9।୧୨(ପ୍ରେମାନନ୍ଦ ଖମାରୀ): ଆଉ ୩ଦିନ ପରେ ନବବର୍ଷ ପାଦ ଥାପିବ। ଜାନୁୟାରୀ ପହିଲାରୁ ହୀରାକୁଦ ଜଳଭଣ୍ଡାରରୁ କେନାଲକୁ ପାଣି ଛାଡ଼ିବ। ପାଣି ଆସିଲେ ଚାଷୀମାନେ ରବି ଚାଷକାର୍ଯ୍ୟ ଆରମ୍ଭ କରିବେ। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଖରିଫ୍‌ରେ ଅମଳ ଧାନ…

ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା ଜଣାଇଛନ୍ତି। ପ୍ରକାଶଥାଉକି, ବରଗଡ଼ ଜିଲା ବାଞ୍ଜିବାହାଲି ଗ୍ରାମର ଦୁର୍ଯ୍ୟୋଧନ କରନଙ୍କ ଝିଅ ସୁମିତ୍ରା ସର୍ବଭାରତୀୟ…

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର ୧ କୋଟିକୁ ବୃଦ୍ଧି କରିଛନ୍ତି। ଏହାଛଡ଼ା ପ୍ରମୁଖ ୧୭୦ଜଣ କଳାକାରଙ୍କୁ ୧୦ ହଜାର ଟଙ୍କା…

ହଟୁନି ଜବରଦଖଲ, ଚାଲିଛି ବେଆଇନ ପାର୍କିଂ

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଲେଙ୍ଗୁ ମିଶ୍ର ଛକଠାରୁ ଜିରା ବ୍ରିଜ୍‌ ରାସ୍ତାପାର୍ଶ୍ୱ ଜବରଦଖଲ ହଟାଇବାକୁ ଦୀର୍ଘଦିନରୁ ଦାବି ହୋଇଆସୁଛି। ଉଚ୍ଚ ନ୍ୟାୟାଳୟ ମଧ୍ୟ ଉଚ୍ଛେଦ ସପକ୍ଷରେ ରାୟ ଦେଇଛନ୍ତି। ଏଭଳି ସ୍ଥଳେ ପ୍ରଶାସନ ସମ୍ପୃକ୍ତ ଜବରଦଖଲକୁ ଉଚ୍ଛେଦ କରିବା ବଦଳରେ…

ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା। ଉଚ୍ଛେଦରେ ପ୍ରଭାବିତ ପରିବାର ଏବଂ ସ୍ଥାନୀୟ ଲୋକଙ୍କ ପ୍ରବଳ ବିରୋଧ ପରେ ଉଚ୍ଛେଦ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?