ବରଗଡ଼

ବରଗଡ଼ ଧନୁଯାତ୍ରା: ଏଥର କଂସ ଭୂମିକାରେ ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ

ବରଗଡ଼,୧ା୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ବରଗଡ଼…

ବରଗଡ଼ ଧନୁଯାତ୍ରାରେ କିଏ ହେବେ କଂସ, ଚାଲିଛି….

ବରଗଡ଼, ୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ମସିହା ଜାନୁଆରୀ ମାସ ୩ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଜାନୁଆରୀ ମାସ ୧୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା…

ଗୋଠରେ ଜନ୍ମ ହେଲା ହାତୀଛୁଆ

ବରଗଡ଼/ସୋହେଲା,୩୦।୧୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର): ଛତିଶଗଡ଼ରୁ ଆସି ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସ୍‌ ଫରେଷ୍ଟ ରେଞ୍ଜ୍‌ ଅଞ୍ଚଳରେ ବୁଲାବୁଲି କରୁଥିବା ହାତୀପଲରେ ଏକ ହାତୀଛୁଆ ଜନ୍ମ ହୋଇଥିବା ସୂଚନା ମିଳିଛି। ଗତ ଗୁରୁବାର ହାତୀଛୁଆଟି ଜନ୍ମ ହୋଇଛି। ମାତ୍ର ତାହା ମାଈ…

ଇଣ୍ଡିଆ-୨୦୪୭ ମିଶନ ପାଇଁ ପ୍ରସ୍ତୁତ ହୁଅ

ବରଗଡ,୨୮।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ନେହେରୁ ଯୁବକେନ୍ଦ୍ର ସଙ୍ଗଠନ ଏବଂ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର ମିଳିତ ଆନୁକୂଲ୍ୟରେ ଯୁବ ଉତ୍ସବ-୨୦୨୪ ଉଦ୍‌ଯାପିତ ହୋଇଯାଇଛି। ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର କନ୍‌ଭେନଶନ ହଲରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବରଗଡ ଜିଲାର ବିଭିନ୍ନ କଲେଜରୁ…

ଡିସେମ୍ବର ୧ରେ କଂସ ଚୟନ

ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୫ ଜାନୁୟାରୀ ୩ତାରିଖରୁ ଆରମ୍ଭ ହେବ। ଏଥର କଂସ ଅଭିନେତା ଚୟନ ହେବାକୁ ଯାଉଥିବାରୁ ଏହି ମହୋତ୍ସବରେ କାହା ଭାଗ୍ୟରେ କଂସ ଅଭିନୟର ସୁଯୋଗ ଜୁଟିବ ତାକୁ ସଭିଁଏ ଚାହିଁ ବସିଛନ୍ତି। ଆସନ୍ତା ଡିସେମ୍ବର…

ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ହୁ ହୁ ହୋଇ ଜଳିଗଲା ୧୦ ଏକର ଜମିର ଅମଳ ଧାନ

ବରଗଡ଼ ୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ବିର୍ଜାମ ଗ୍ରାମରେ ଖଳାରେ ଗଦା ହୋଇଥିବା ଅମଳ ଧାନରେ ବୁଧବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗ୍ରାମର ଚାଷୀ ନୀଳ ମେହେରଙ୍କ ୧୦ ଏକର ଜମିର…

୪ କଳାକାରଙ୍କୁ ନେଇ ଏଥର କଂସ ଚୟନ

ବରଗଡ଼,୨୬।୧୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ୨୦୨୫ ଜାନୁଆରୀ ୩ତାରିଖରୁ ଆରମ୍ଭ ହେବ। ୧୧ଦିନ ଧରି ହେବାକୁ ଥିବା ଏହି ମହୋତ୍ସବରେ ଏଥର କଂସ ଅଭିନେତା ଚୟନ ହେବାକୁ ଯାଉଛନ୍ତି। ଜିଲା ପ୍ରଶାସନର ସୂଚନା ମୁତାବକ ଗତଥର କଂସ ଅଭିନେତା…

ଦେଶୀ ବନ୍ଧୁକ ବେପାର ଠାବ: ବରଗଡ଼ରୁ ବିହାରକୁ ଲମ୍ବିଛି ଚେର, ୫ ଗିରଫ

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଦେଶୀ ବନ୍ଧୁକ ବେପାର ଠାବ କରିଛି। ପୋଲିସ ଏହି ଘଟଣାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବିହାରର ସମସ୍ତିପୁର ଜିଲା ଦରିଆପୁର ଗ୍ରାମର ମୂଳ ବାସିନ୍ଦା ତଥା ବର୍ତ୍ତମାନ…

ବରଗଡର ପାଇଁ ସୁନାମ ଆଣିଲେ ପ୍ରବୀଣ, ସୌର୍ଯ୍ୟରଞ୍ଜନ: ଓଡ଼ିଶା ଟି-୨୦ ଦଳରେ ପାଇଲେ ସ୍ଥାନ

ବରଗଡ,୨୧।୧୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲାର ପ୍ରତିଭାବାନ ଖେଳାଳି ତଥା ଜିଲା ବରିଷ୍ଠ କ୍ରିକେଟ ଦଳର ଅଧିନାୟକ ପ୍ରବୀଣ ଲୁହା ଓଡ଼ିଶା ବରିଷ୍ଠ ଟି-୨୦ କ୍ରିକେଟ ଦଳରେ ସାମିଲ ହୋଇଛନ୍ତି । ବୁଧବାର ଓଡ଼ିଶା କ୍ରିକେଟ ଏସୋସିଏସନ ପକ୍ଷରୁ ସୟଦ ମୁସ୍ତାକ ଅଲି ଟ୍ରଫି…

ଧାନ ମଣ୍ଡି ଖୋଲିଲା ପରେ: ଏମିତି କହିଲେ ଯୋଗାଣ ମନ୍ତ୍ରୀ

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର…

ଯୋଗାଣମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ବରଗଡ଼ରେ ଖୋଲିଲା ଧାନମଣ୍ଡି

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର…

ଆଜିଠୁ ବରଗଡ଼ରେ ଧାନକିଣା

ବରଗଡ଼,୨୦ା୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବୁଧବାରଠାରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବରଗଡ଼ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ କଲାପାଣି ମାର୍କେଟ୍‌ ୟାର୍ଡ (ମଣ୍ଡି)ରେ ପୂର୍ବାହ୍ନ ୧୦ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?