ବରଗଡ଼

ବୃଦ୍ଧା ମା’ଙ୍କୁ ତଣ୍ଟି ଚିପି ହତ୍ୟା କଲା ପୁଅ

ବରଗଡ଼ ଅଫିସ,୨୬।୩: ପୁଅଟିଏ ଜନ୍ମହେଲେ ପରିବାରରେ ଖୁସିର ମାହୋଲ ଖେଳିଯାଏ। ପୁଅ ଦିନେ ବଡ଼ ହୋଇ ପରିଣତ ବୟସରେ ସାହା ଭରସା ପାଲଟିବ ବୋଲି ମା’ ବାପାଙ୍କ ମନରେ ଆଶା ବାନ୍ଧିଥାନ୍ତି । ମା’ ସେବା ସୁଶ୍ରୂଷା କରି ପୁଅକୁ ଛୋଟରୁ…

ନିର୍ବାଚନରେ ଖାତା ଖୋଲିବାକୁ ଭାଜପାର କସରତ

ସରଣ୍ଡା,୨୫ା୩(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ଯେତେ ପାଖେଇ ଆସୁଛି ସେତେ ରାଜନୈତିକ ତତ୍ପରତା ଦେଖିବାକୁ ମିଳୁଛି। ସହର ସାରା ଖେଳି ଗଲାଣି ଦଳୀୟ ପତାକା ଓ ପୋଷ୍ଟର। ବିଜେଡି ଓ କଂଗ୍ରେସ ଜୋର୍‌ଦାର୍‌ ପ୍ରଚାର ଜମାଇଥିବା ବେଳେ ଶନିବାର…

ପଥର ଖାଦାନରେ ବେଆଇନ ବିସ୍ଫୋରଣ

ଭେଡେନ,୨୪।୩(ଡି.ଏନ.ଏ.): ବରଗଡ ଜିଲା ଭେଡେନ ତହସିଲ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଥିବା ପଥର ଖାଦାନ, ପଥର ଚଟାଣ ଓ ପାହାଡ ଉପରେ ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡିଛି । ଏଠାରେ ପ୍ରତିଦିନ ଉଚ୍ଚ ଶକ୍ତିସମ୍ପନ୍ନ ଡିନାମାଇଟ ବିସ୍ଫୋରଣ କରାଯାଇ ପଥର ଉତ୍ତୋଳନ…

୭ ଘଣ୍ଟା ରାଜପଥ ଅବରୋଧ

ସୋହେଲା,୨୩।୩(ଡି.ଏନ.ଏ.): ସୋହେଲା-ବରଗଡ଼ ଜାତୀୟ ରାଜପଥର ଗର୍ଭଣାଠାରେ ଗୁରୁବାର ୨ଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଆରୋହୀ ଗର୍ଭଣା ଗାଁର ଦୁଇ ଭାଇ ତନ୍ମୟ ପଧାନ ଓ ମନୋଜ ପଧାନଙ୍କ ସମେତ ତରାକନା ଗାଁର ଅନ୍ୟ ଦୁଇ ଜଣ ଯୁବକ…

ପରୀକ୍ଷା ପୂର୍ବରୁ ୟୁଟ୍ୟୁବ୍‌ରେ ପ୍ରଶ୍ନୋତ୍ତର

ବରଗଡ଼ ଅଫିସ୍‌,୨୨ା୩: ରାଜ୍ୟରେ ଗତ ୨୧ ତାରିଖରୁ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ବାର୍ଷିକ ପରୀକ୍ଷା ଚାଲିଛି। ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ତେବେ ଛାତ୍ରୀଛାତ୍ର ପରୀକ୍ଷା ଦିବସରେ ଯେଉଁ ବିଷୟ ଉପରେ ପରୀକ୍ଷା ଦେବେ,…

ବରଗଡ଼ ଗୁଳିକାଣ୍ଡ ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୨୨ା୩: ବରଗଡ଼ ସହରର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଗତ ୯ ତାରିଖ ରାତିରେ ସଂଘଟିତ ଗୁଳିକାଣ୍ଡ, ଭୁଜାଲି ମାଡ଼ ଘଟଣାରେ ସମ୍ପୃକ୍ତ ଆଉ ୩ ଅଭିଯୁକ୍ତଙ୍କୁ ସ୍ଥାନୀୟ ଟାଉନ ଥାନା ପୋଲିସ ବୁଧବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ,…

ଟଙ୍କା ପୈଠ କଲେ, ଖୋଳାଯାଉନି ଗଭୀର ନଳକୂପ

ବରଗଡ଼ ଅଫିସ୍‌,୨୨ା୩: ଅଣଜଳସେଚିତ ଅଞ୍ଚଳର ଜମିକୁ ପାଣି ମଡ଼ାଇ ଚାଷ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ରିହାତିରେ ଗଭୀର ନଳକୂପ ଖନନ ଯୋଜନା ହାତକୁ ନେଇଛନ୍ତି। ମାତ୍ର ଉଠାଜଳସେଚନ ବିଭାଗର ଅପାରଗତା ଯୋଗୁ ଏହି ଯୋଜନା ବାଟବଣା ହୋଇପଡ଼ିଛି। ଚାଷୀମାନେ ଆବଶ୍ୟକମତେ…

୨୫ଦିନରେ ଧାରଣା, ମିଳୁନି ସୁଫଳ

ବରଗଡ଼ ଅଫିସ୍‌,୨୨ା୩: ବରଗଡ଼ ଜିଲା ପାଇକମାଳ ସ୍ଥିତ ଶ୍ରୀ ଶ୍ରୀ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ଓ ଗବେଷଣା ପ୍ରତିଷ୍ଠାନ କର୍ମଚାରୀ ସଂଘ ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଛନ୍ତି। ଧାରଣାସ୍ଥଳରେ ରୋଷେଇ ସହ ଖରା, ବର୍ଷା ସହି ସେମାନେ ଧାରଣା ଜାରି…

ବର୍ଷାରେ ବସଷ୍ଟାଣ୍ଡ ବେହାଲ

ବରଗଡ଼ ଅଫିସ,୨୦।୩: ବରଗଡ଼ ସହରର ମୁଖ୍ୟ ପେଣ୍ଠସ୍ଥଳୀରେ ରହିଛି ସରକାରୀ ବସଷ୍ଟାଣ୍ଡ। ଏହି ବସ୍‌ଷ୍ଟାଣ୍ଡରୁ ଜିଲା ସମେତ ଜିଲା ବାହାରକୁ ଅନେକ ସରକାରୀ ଯାତ୍ରୀବାହୀ ବସ୍‌ ଚଳାଚଳ ହେଉଛି। ଏଠାରୁ ସମ୍ବଲପୁରକୁ ସିଟି ବସ୍‌ ମଧ୍ୟ ଯିବାଆସିବା କରୁଛି। ତେବେ ସାମାନ୍ୟ…

ଜିଲାପାଳଙ୍କ ଅଫିସରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୨୦।୩: କୃଷିକ୍ଷେତ୍ରକୁ ବିଦ୍ୟୁତ୍‌ ବିଲ ସମ୍ପୂର୍ଣ୍ଣ ଛାଡ କର, ଟାଟା ପାୱାର ଦାଦାଗିରି ବନ୍ଦ କର, ପ୍ରତି ପରିବାରକୁ ୨ଶହ ୟୁନିଟ୍‌ ବିଦ୍ୟୁତ୍‌ ଫ୍ରି କର ଏଭଳି ବିଭିନ୍ନ ନାରାବାଜି କରି ସୋମବାର ବରଗଡ଼ ଜିଲାପାଳଙ୍କ ଅଫିସରେ ଗର୍ଜି ଉଠିଛନ୍ତି…

ବିବାହରେ ବିଫଳ ହେବାରୁ ପ୍ରେମିକାଙ୍କୁ ହତ୍ୟା

ବରଗଡ଼ ଅଫିସ, ୧୯।୩: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସାଇପାଲି ଗ୍ରାମର ଏକ କୂଅ ଭିତରୁ ଶନିବାର ଜଣେ ଯୁବତୀ ପଦ୍ମିନୀ ଛତ୍ରିଆ(୨୫)ଙ୍କ ମୃତଦେହ ଉଦ୍ଧାର ହେବା ଘଟଣାର ପର୍ଦ୍ଦାଫାଶ ହୋଇଛି । ବିବାହ କରିବାରେ ବିଫଳ ହେବା ପରେ…

ହତାଶ ପ୍ରେମିକର ଉନ୍ମତ୍ତ କାଣ୍ଡ, ହତ୍ୟା ପରେ ପ୍ରେମିକାଙ୍କ ମୃତଦେହ କୂଅରେ ଫିଙ୍ଗି ଦେଲେ

ବରଗଡ଼ ଅଫିସ,୧୯।୩: ବିବାହ କରିବାରେ ବିଫଳ ହେବା ପରେ ଜଣେ ହତାଶ ପ୍ରେମିକ ନିଜ ପ୍ରେମିକାଙ୍କୁ ମାରି କୂଅ ଭିତରକୁ ଫିଙ୍ଗିଦେବା ଘଟଣା ବରଗଡ଼ ଜିଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଘଟଣାଟି ବରଗଡ଼ ଜିଲା ବିଜେପୁର ଥାନା ସାଇପାଲି ଗ୍ରାମରେ ଘଟିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri