ବରଗଡ଼

ଅନାସ୍ଥା ଭୋଟରେ ହାରିଗଲେ ତାଲପାଲି ସରପଞ୍ଚ

ଗାଇସିଲେଟ,୧୯।୧୧(ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ ଜ଼ିଲା ଗାଇସିଲେଟ ବ୍ଲକ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଲା ସେଠଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ନେଇ ମଙ୍ଗଳବାର ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟରେ ଭୋଟ ଗ୍ରହଣ ହୋଇଥିଲା। ତେବେ ୧୬ ୱାର୍ଡ ବିଶିଷ୍ଟ ଏହି ପଞ୍ଚାୟତର ଜଣେ…

ବଳାତ୍କାର ପରେ ପଥରରେ ଛେଚି ମାରିଥିଲେ: ଜେଲ ଗଲେ ବଳାତ୍କାରୀ

ପାଇକମାଳ,୧୬।୧୧(ବଡ଼ ଶତପଥୀ): ବରଗଡ ଜିଲା ପାଇକମାଳ ଥାନା ସୋଢା ଗ୍ରାମରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରଶାନ୍ତ ବରିହା (୨୧)ଙ୍କୁ ଶନିବାର ବରଗଡ ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନରେ ପ୍ରଶାନ୍ତ…

୪ ବର୍ଷର ନାବାଳିକାଙ୍କୁ ମାଛ ମାରିବାକୁ ଯିବା କହି ଘରୁ ଡାକିନେଲେ : ଜଙ୍ଗଲରେ ବଳାତ୍କାର କରି ମାରି ଫିଙ୍ଗିଦେଲେ

ପାଇକମାଳ ୧୬।୧୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଶୁକ୍ରବାର ଏକ ଅମାନୁଷିକ ଘଟଣା ଘଟିଯାଇଛି। ଏହି ଥାନା ଅଧୀନ ସୋଢ଼ା ଗ୍ରାମର ଜଣେ ଯୁବକ ସେହି ଗ୍ରାମର ୪ ବର୍ଷର ନାବାଳିକାଙ୍କୁ ମାଛ ମାରିବା ବାହାନାରେ ଘରୁ ଡାକିନେଇ…

ଅନାସ୍ଥା ଭୋଟ୍‌ ପୂର୍ବରୁ କୀଟନାଶକ ପିଇଲେ ସରପଞ୍ଚ

ବରଗଡ଼/ଗାଇସିଲେଟ୍‌,୧୦।୧୧(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍‌ ବ୍ଲକ ଅନ୍ତର୍ଗତ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଳା ସେଠ ରବିବାର କୀଟନାଶକ ପିଇ ଦେଇଛନ୍ତି। ବିଷକ୍ରିୟାରୁ ସେ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ପାଇଁ…

କଟ୍‌ନି ଛଟ୍‌ନି ବନ୍ଦ କରିବାକୁ ମଣ୍ଡିକୁ ଯିବେ ଭାଜପା ନେତା

ବରଗଡ଼,୧୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭାଜପା କୃଷକ ମୋର୍ଚ୍ଚା ଆନୁକୂଲ୍ୟରେ ଦଳର ଜିଲା କାର୍ଯ୍ୟାଳୟରେ ଧାନ ସଂଗ୍ରହ ଅଭିଯାନ ପ୍ରସ୍ତୁତି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଯଶୋବନ୍ତ ସେଠ ଏଥିରେ ସଭାପତିତ୍ୱ କରିଥିଲେ। ବୈଠକରେ ରାଜ୍ୟ ଭାଜପା କୃଷକ…

ଧାନକିଣା ବିଳମ୍ବିତ, ଚାଷୀ ଅସନ୍ତୋଷ

ବରଗଡ଼,୯।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀମାନେ ଖରିଫ୍‌ ଧାନ ଅମଳ ଆରମ୍ଭ କରି ଦେଇଛନ୍ତି। ଜିଲାର ଉଭୟ ହୀରାକୁଦ ଜଳସେଚିତ ଏବଂ ଅଣଜଳସେଚିତ ଅଞ୍ଚଳରେ ଅମଳ ପ୍ରକ୍ରିୟା ଆଗେଇ ଚାଲିଛି। ଅନେକ ଚାଷୀ କ୍ଷେତରୁ ଧାନ ଫସଲ କାଟିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ…

ଧାନଫସଲରେ ମାଟି ପୋତିବା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ 

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଖଲିଆପାଲି ଗ୍ରାମରେ ଚାଷ ହୋଇଥିବା ଧାନଫସଲ ଉପରେ ମାଟି ପୋତିବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ଜଣକ ହେଲେ, ବରଗଡ଼ର ତଫିକ ଖାନ । ବରଗଡ଼…

ଧାନ ଫସଲ ଉପରେ ରାତାରାତି ପୋତିଦେଲେ ମାଟି:ପ୍ରତିବାଦରେ ରାସ୍ତାରୋକୋ ଉତ୍ତେଜନା ଜାରି

ବରଗଡ, ୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଖେଦାପାଲିି ଗ୍ରାମରେ ଚାଷ ହୋଇଥିବା ଧାନ ଫସଲ ଉପରେ ମାଟି ପୋତିବାକୁ ନେଇ ଉତ୍ତେଜନା ଦେଖାଯାଇଛି। ଏଥିରେ ପ୍ରଭାବିତ ପରିବାର ପିଲାଛୁଆ ଏବଂ ଗ୍ରାମବାସୀଙ୍କ ସହିତ ଖେଦାପାଲିସ୍ଥିତ ଜିଲା ମୁଖ୍ୟ…

ପ୍ରେମ ବିବାହ କରି ସ୍ତ୍ରୀ ଦେହରେ ଭୁଷି ଦେଲେ ଛୁରି, ଆଉ ତା’ପରେ…

ବରଗଡ଼,୨।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା କୁସନପୁରୀ ବିଜୟା ଛକରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସ୍ବାମୀ ନିଜେ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ ଦମ୍ପତି ହେଲେ କିଶୋର ଭୁଏ(୩୮) ଓ…

ନଦୀପଠାରେ ବାଣ ବଜାର, ସୁରକ୍ଷା ବ୍ୟବସ୍ଥା ଶୂନ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପଠାରେ ଖୋଲିଛି ବାଣ ବଜାର। ସ୍ଥାନୀୟ ଅଗ୍ନିଶମ ବିଭାଗ ନଦୀକୂଳରେ ବାଣ ବଜାର ଖୋଲିବା ପାଇଁ ଅନୁମତି ଦେଇଛି। ତେବେ ନଦୀପଠାରେ ବାଣ ବଜାର ଖୋଲିବାକୁ ନେଇ ପରିବେଶବିତ୍‌ଙ୍କ ମଧ୍ୟରେ ତୀବ୍ର…

ବରଗଡ଼ ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ଦିନକ ପୂର୍ବରୁ ଆସିଥିଲେ

ବରଗଡ଼, ୨୯। ୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ବିଚାରାଧୀନ କଏଦୀଭାବେ ରହିଥିବା ଜଣେ ଯୁବକଙ୍କ ମଙ୍ଗଳବାର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ଝାରବନ୍ଧ ଥାନା ଜାମପାଲି ଗ୍ରାମର ନୃପତ୍‌ ସାହୁ(୨୬)। ସେ ପୋକ୍ସୋ ଆକ୍ଟରେ ଗିରଫ ହୋଇ ସୋମବାର…

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ ପରିଷଦ ଅତାବିରା ପ୍ରଖଣ୍ଡ ପକ୍ଷରୁ ଅତାବିରା ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?