ବରଗଡ଼

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ ଭୁଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନୀ ସମାରୋହରେ ବରଗଡ଼ ଉପଜିଲାପାଳ ପ୍ରସନ୍ନ ପାଣ୍ଡେ ମୁଖ୍ୟ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ଅଧ୍ୟକ୍ଷତା କରିଥିଲେ। ଉକ୍ତ ବୈଠକରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ଅତାବିରା…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲାକୁ ପର୍ଯ୍ୟାପ୍ତ ସାର ଆସିଛି ବୋଲି…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦ ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଅତାବିରା ପୋଲିସ ଜଣେ ଯୁବକଙ୍କୁ ବୁଧବାର…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ନିଖୋଜ ବ୍ୟକ୍ତି ହେଲେ ସମ୍ବଲପୁରୀ ଗ୍ରାମର ହଳଧର…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ବରଗଡ଼ ବିଧାୟକ ଅଶ୍ୱିନୀ…

ଡାକ୍ତରଙ୍କୁ ଆକ୍ରମଣ ଘଟଣା: ପ୍ରତିକ୍ରିୟା ରଖି ଡାକ୍ତର କହିଲେ ଅଭିଯୁକ୍ତଙ୍କୁ…

ବରଗଡ଼,୨୦ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ବିଳମ୍ବିତ ରାତିରେ କର୍ତ୍ତବ୍ୟରତ ବା. ସୁଦୀପ୍ତ କୁମାର ରାଉତଙ୍କୁ ଆକ୍ରମଣ ଘଟଣାକୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ପୋଲିସ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ତଦନ୍ତ କରୁଥିବା ସୂଚନା ମିଳିଛି।…

କର୍ତ୍ତବ୍ୟରତ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ, ଚାପା ଉତ୍ତେଜନା

ବରଗଡ଼୨୦।୭(ପ୍ରେମାନନ୍ଦ ଖମାର): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ବିଳମ୍ବିତ ରାତିରେ ଜଣେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଡା. ସୁଦୀପ୍ତ କୁମାର ରାଉତ ଡାକ୍ତରଖାନାରେ କର୍ତ୍ତବ୍ୟରତ ଥିବାବେଳେ ଜଣେ ଅଭିଯୁକ୍ତ ସେଠାରେ ରହିଥିବା ଏକ ଷ୍ଟୁଲ…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼ ସହରରେ ମଶାଲ ଶୋଭାଯାତ୍ରା ହୋଇଥିବାବେଳେ ଇସ୍ତଫା ଦାବି କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ ସ୍ଵାଗତ କରାଯାଇଥିଲା । ଶ୍ରୀକ୍ଷେତ୍ର ପୁରୀର ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ…

ଦବିଗଲା ବସ୍‌, ସବୁଆଡ଼େ ଜଳାର୍ଣ୍ଣବ

ବରଗଡ଼,୧୮।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଡ୍ରେନେଜ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ମାତ୍ର ତାହା ମଧ୍ୟ ଅଧବାଟେ ଅଟକି ରହିଛି। ଏଭଳି ସ୍ଥିତିରେ ସାମାନ୍ୟ ବର୍ଷାରେ ସହରସ୍ଥିତ ଗଳିକନ୍ଦି ରାସ୍ତା ଜଳାର୍ଣ୍ଣବ ହୋଇ ପଡୁଛି।…

ଅନନ୍ୟ ପରମ୍ପରା: ତୃତୀୟାରେ ତିନିରଥଙ୍କ ମହାମେଳଣ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ):ରଥଯାତ୍ରା କେବଳ ଏକ ଧାର୍ମିକ ପର୍ବ, ତାହା ନୁହେଁ। ଏହା ହେଉଛି ଲୋକଙ୍କ ପର୍ବ। ଏହିଦିନ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ତିନି ଠାକୁରଙ୍କ ସମ୍ମୁଖରେ ଏକତ୍ରିତ ହୁଅନ୍ତି। ଏକାଠି ରଥ ଟାଣନ୍ତି ଏବଂ ଭକ୍ତ ଓ ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?