ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଛାତ୍ରୀ ଗୁରୁତର, ଥାନାରେ ଅଭିଯୋଗ କଲେ ଅଭିଭାବକ
ବରଗଡ଼ ଅଫିସ,୨୫ା୨: ରାଜ୍ୟ ସରକାର ସ୍କୁଲ ପରିସରକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଛନ୍ତି। ମାତ୍ର ସରକାରଙ୍କ ଏହି ଘୋଷଣା ବାଟବଣା ହୋଇପଡ଼ିଛି। ବରଗଡ଼ ସହରର ଖଜୁରଟିକ୍ରାସ୍ଥିତ ରାଧାମାଧବ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ ଆହତ…
ଜିଲାପାଳଙ୍କ ବିରୋଧରେ ଅଭିଯୋଗ ଆଣିଲେ ସିଡିଏମ୍ଓ
ବରଗଡ଼ ଅଫିସ୍,୨୫।୨: ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି। ଏଭଳି ଅଭିଯୋଗ ନେଇ ଗତ ମାସରେ ଯୋଗଦାନ କରିଥିବା ନୂତନ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍ଓ) ଡା. ଚାରୁବାଳା ରଥ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳ…
ଜିଲାପାଳଙ୍କ ବିରୋଧରେ ଅଭିଯୋଗ ଆଣିଲେ ସିଡିଏମ୍ଓ
ବରଗଡ଼ ଅଫିସ, ୨୪।୨: ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀଙ୍କ ବିରୋଧରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ) ଡା. ଚାରୁବାଳା ରଥ ଅଭିଯୋଗ ଆଣି ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଫେରାଦ ହୋଇଛନ୍ତି। ତାଙ୍କୁ ଜିଲାପାଳ ବାନାର୍ଜୀ ବିନା କାରଣରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା…
ଚିଠିକୁ ନେଇ ଚାଷୀ ଅସନ୍ତୋଷ
ବରଗଡ଼ ଅଫିସ୍,୨୪ା୨:ଚାଷୀଙ୍କୁ ବକେୟା ବିଦ୍ୟୁତ୍ ଦେୟ ଛାଡ଼ ଦାବି ନେଇ ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଚାଷୀମାନେ ଦାବି କରିଆସୁଛନ୍ତି। ଏ ନେଇ ବିଭିନ୍ନ ଚାଷୀ ସଙ୍ଗଠନ ବିକ୍ଷୋଭ ପ୍ରଦର୍ଶନ, ସ୍ମାରକପତ୍ର ପ୍ରଦାନ ମାଧ୍ୟମରେ ଜିଲା ପ୍ରଶାସନ ତଥା ରାଜ୍ୟ ସରକାରଙ୍କ…
କଳା, ସଂସ୍କୃତିର ଅପୂର୍ବ ନିଦର୍ଶନ
ବରଗଡ଼ ଅଫିସ,୨୨।୨: ବରଗଡ଼ ବ୍ଲକ ଖଲିଆପାଲିରେ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ସମାରୋହ ଅବସରରେ ଜଳନ୍ଧର ଦରବାର ଉଦ୍ଘାଟିତ ହୋଇଛି। ବରଗଡ଼ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ।…
ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ପଦ୍ମପୁର ଗସ୍ତ: ଉଦ୍ଘାଟନ କଲେ ୧୨୭ ପ୍ରକଳ୍ପ
ପଦ୍ମପୁର,୧୯।୨(ଡି.ଏନ୍.ଏ.): ପଦ୍ମପୁର ଉପନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରାଯିବ। ବର୍ଷକ ଭିତରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀର ୩ଟି ସ୍ଥାନରେ ସଭା କରି ଏଭଳି ଘୋଷଣା…
ପ୍ରତିଶ୍ରୁତି ଦୋହରାଇଲେ ମୁଖ୍ୟମନ୍ତ୍ରୀ
ବରଗଡ଼ ଅଫିସ,୧୯ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଇକମାଳ ପରେ ରବିବାର ପଦ୍ମପୁରରେ ପହଞ୍ଚିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଏସ୍ଏଚଜି ମହିଳାଙ୍କୁ ସହୟତା ରାଶି ମଧ୍ୟ ପ୍ରଦାନ କରିଛନ୍ତି। ପଦ୍ମପୁରକୁ ବର୍ଷେ ଭିତରେ ଜିଲା…
ଆଜି ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ
ପଦ୍ମପୁର,୧୯।୨(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନମଣ୍ଡଳୀ ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ଉକ୍ତ ନିର୍ବାଚନମଣ୍ଡଳୀ ଅଧୀନ ଝାରବନ୍ଧ, ପାଇକମାଳ ଏବଂ ପଦ୍ମପୁର ବ୍ଲକରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ…
ହିରୋ ଜୁମ୍ ୧୧୦ ସିସି ସ୍କୁଟରର ବଜାର ପ୍ରବେଶ
ବରଗଡ଼ ଅଫିସ୍,୧୮।୨: ବିଶ୍ୱର ଏକ ନମ୍ବର ମୋଟରସାଇକେଲ ନିର୍ମାତା ହିରୋ ମୋଟୋକର୍ପ ପକ୍ଷରୁ ୧୧୦ ସିସି ବିଶିଷ୍ଟ ସ୍କୁଟରର ସ୍କୁଟର ଜୁମ୍ର ବଜାର ପ୍ରବେଶ ହୋଇଛି । ଏହି ପରିପ୍ରେକ୍ଷୀରେ ବରଗଡ଼ସ୍ଥିତ ଅଧିକୃତ ବିକ୍ରେତା ଆକାଶ ମୋଟର୍ସ ପରିସରରେ ଏହାର ସ୍ବତନ୍ତ୍ର…
ହସ୍ତାନ୍ତର ହେଲା ଜବତ ୨୦ ମୋବାଇଲ
ସୋହେଲା,୧୭।୨(ଡି.ଏନ.ଏ.): ଦୁର୍ଗାପୁଜା ସମୟରେ ଚୋରି ହୋଇଥିବା ୨୦ଟି ମୋବାଇଲ ଫୋନକୁ ସୋହେଲା ପୋଲିସ ଜବତ କରି ପ୍ରକୃତ ମାଲିକମାନଙ୍କୁ ହସ୍ତାନ୍ତର କରାଯାଇଛି। ଜବତ ମୋବାଇଲଗୁଡିକର ଆନୁମାନିକ ମୂଲ୍ୟ ଦେଢ ଲକ୍ଷ ଟଙ୍କା ହେବ। ଗୁରୁବାର ସୋହେଲା ଥାନା ପରିସରରେ ଏକ ଖବରଦାତା ସମ୍ମିଳନୀରେ…
ଧାନକିଣା ନୀତି, ଚାଉଳ କାଟ୍ ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଲା ବିଜେଡି
ବରଗଡ଼ ଅଫିସ,୧୬ା୨: ଧାନକିଣା ନୀତି ଓ ଚାଉଳ କାଟ୍ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡି ରାସ୍ତାକୁ ଓହ୍ଲାଇଛି। ଗୁରୁବାର ବରଗଡ଼ ଗାନ୍ଧୀଛକରେ ବିଜେଡି ନେତା, କର୍ମୀ ଧାରଣାରେ ବସି ଏହାର ପ୍ରତିବାଦ କରିଥିବା ବେଳେ ଜିଲାପାଳ ଅଫିସ ଆଗରେ ବିକ୍ଷୋଭ…
ଯୁବତୀଙ୍କୁ ଗଳାକାଟି ହତ୍ୟା, ଭଉଣୀଙ୍କୁ ମରଣାନ୍ତକ ଆକ୍ରମଣ
ପାଇକମାଳ,୧୬ା୨(ଡି.ଏନ୍.ଏ.): ବରଗଡ଼ ଜିଲା ପାଇକମାଳ ଥାନା ଜର୍ଜଗଡ଼ ଗ୍ରାମ ନିକଟ ଏକ ନାଳ ପାଖରେ ଗୁରୁବାର ଜଣେ ଯୁବତୀଙ୍କୁ ନିର୍ମମ ଭାବରେ ହତ୍ୟା କରାଯାଇଛି। ଯୁବତୀ ଜଣକ ହେଲେ, ଉକ୍ତ ଗ୍ରାମର ନମିତା ଶତନାମୀ (୨୦)। ସେ ଆଜି ପୂର୍ବାହ୍ନରେ ନିକଟସ୍ଥନାଳକୁ…
Archives


