ବରଗଡ଼ ଜିଲାରେ ୨୧ରୁ ଖୋଲିବ ଧାନମଣ୍ଡି
ବରଗଡ଼ ଅଫିସ୍,୧୪।୧୧: ବରଗଡ଼ ଜିଲାରେ ଆସନ୍ତା ୨୧ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବା ସହିତ ମଣ୍ଡି ଖୋଲିବ। ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ପତ୍ରସଂଖ୍ୟା-୧୭୨୧୮ ତା-୧୪।୧୧।୨୦୨୨ରିଖରେ ଏହା ଉଲ୍ଲେଖ ରହିଛି। ପ୍ରକାଶଥାଉକି, ପୂର୍ବରୁ…
ପଦ୍ମପୁର ଉପନିର୍ବାଚନ: ଆଜି ଭାଜପାର ପ୍ରାର୍ଥିପତ୍ର ଦାଖଲ, ବିଜେଡିର ପ୍ରାର୍ଥିତ୍ୱକୁ ନେଇ ଅଙ୍କକଷା
ବରଗଡ଼ ଅଫିସ୍,୧୪।୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ନିର୍ବାଚନ ଯେତିକି ପାଖେଇ ଆସୁଛି, ଏହାକୁ ନେଇ ଦଳୀୟ ନେତା, କର୍ମୀଙ୍କଠାରୁ ମତଦାତାଙ୍କ ମଧ୍ୟରେ ସେଭଳି ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଭାଜପା, କଂଗ୍ରେସ ଇତିମଧ୍ୟରେ ଦଳୀୟ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ବିଜେଡ଼ି ପ୍ରାର୍ଥିତ୍ୱ…
ଭୋଟ ବର୍ଜନ ନିଷ୍ପତ୍ତି ପରେ ତତ୍ପରତା
ପଦ୍ମପୁର,୧୧।୧୧(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ବ୍ଲକ ବଇଦପାଲି ଗ୍ରାମବାସୀ ରାସ୍ତା ନିର୍ମାଣ ନ ହେଲେ ଭୋଟ୍ ବର୍ଜନ କରିବାକୁ ଚେତାବନୀ ଦେବା ପରେ ପ୍ରଶାସନ ତତ୍ପର ହୋଇପଡିଛି। ଗୁରୁବାର ରାଜବୋଡାସମ୍ବର ବିଡ଼ିଓ ବିଶ୍ୱନାଥ ସାହୁ ବଇଦପାଲିରେ ପହଞ୍ଚତ୍ ରାସ୍ତା ନିରୀକ୍ଷଣ କରି…
କଂସ ହେବେ ହୃଷୀକେଶ
ବରଗଡ଼ ଅଫିସ୍,୧୧।୧୧:ବରଗଡ଼ ଧନୁଯାତ୍ରା ମହୋତ୍ସବ କଳାକାର ଚୟନ ପ୍ରକ୍ରିୟାର ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ରାତି ପ୍ରାୟ ୧୧ଟାରେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ଫଳାଫଳ ଘୋଷଣା କରିଛନ୍ତି। ହୃଷୀକେଶ ଭୋଇ କଂସ ଚରିତ୍ର ପାଇଁ ମନୋନିତ ହୋଇଛନ୍ତି। ସେ ଏହାପୂର୍ବରୁ…
ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା
ପଦ୍ମପୁର,୧୦ା୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପ-ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଚାଷୀମାନେ ଧାରଣା ଦେଇଛନ୍ତି। ଫସଲ ବୀମା ରାଶି ନ ମିଳିବା ପର୍ଯ୍ୟନ୍ତ କୌଣସି ପ୍ରାର୍ଥୀଙ୍କୁ ନାମାଙ୍କନପତ୍ର ଦାଖଲ କରି ଦିଆଯିବ ନାହିଁ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି। ଧାରଣାସ୍ଥଳକୁ ପଦ୍ମପୁର…
ପଦ୍ମପୁର ଉପନିର୍ବାଚନ ବିଜ୍ଞପ୍ତି ପ୍ରକାଶ
ବରଗଡ଼ ଅଫିସ,୧୦ା୧୧: ବରଗଡ଼ ଜିଲା ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ଡିସେମ୍ବର ୫ରେ ଭୋଟ୍ ଏବଂ ୮ରେ ଗଣତି ହେବ। ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର…
କଳାକାରଙ୍କ ଅଡିଶନ ଆରମ୍ଭ
ବରଗଡ଼ ଅଫିସ୍,୮।୧୧: ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଅନ୍ୟବର୍ଷ ଅପେକ୍ଷା ଏଥର ଧନୁଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ କମିଟି ନିଷ୍ପତ୍ତି ନେଇଛି। ଏହି କ୍ରମରେ ଚଳିତବର୍ଷ ଧନୁଯାତ୍ରା କଳାକାର ଚୟନ…
ଧାମନଗର ପରେ ପଦ୍ମପୁର ଚିନ୍ତା
ବରଗଡ଼ ଅଫିସ:ଧାମନଗର ବିଧାନ ସଭା ନିର୍ବାଚନ ଫଳ ରବିବାର ପ୍ରକାଶ ପାଇଛି। ଦିବଂଗତ ଭାଜପା ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ଏହି ଆସନରୁ ବିଜୟୀ ହୋଇ ଦଳର ସମ୍ମାନ ରଖିଛନ୍ତି। ଏଥିରେ ଭାଜପା ଉଲ୍ଲସିତ ହୋଇପଡିଥିବା ବେଳେ ବିଜେଡ଼ି…
ପଦ୍ମପୁର ଉପନିର୍ବାଚନ: ପ୍ରାର୍ଥିତ୍ୱକୁ ନେଇ ବଢ଼ିଲା ଉତ୍କଣ୍ଠା
ବରଗଡ଼ ଅଫିସ୍.୬।୧୧: ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ଡିସେମ୍ବର ୫ତାରିଖରେ ଉପନିର୍ବାଚନ ହେବ। ଏଥିପାଇଁ ନଭେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହା ଘୋଷଣା ହେବା ପରେ କେବଳ ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।…
ପାଇକମାଳରେ ୧୨ ଘଣ୍ଟିଆ ବନ୍ଦ ପାଳନ
ପାଇକମାଳ, ୫।୧୧(ଡି.ଏନ.ଏ.): ପାଇକମାଳକୁ ଏନ୍ଏସି ଘୋଷଣା, ପାଇକମାଳ ପିଏଚ୍ସିକୁ ସିଏଚ୍ସି କରିବା, ୧୩୨/୩୩ କେଭି ଗ୍ରୀଡ୍ ସ୍ଥାପନ, ଜେଏମ୍ଏଫ୍ସି କୋର୍ଟ ଶୀଘ୍ର ଖୋଲିବା ଓ ପଦ୍ମପୁରକୁ ଜିଲା ଘୋଷଣା କରିବା ଦାବି କରି ଶୁକ୍ରବାର ୧୨ ଘଣ୍ଟିଆ ପାଇକମାଳ ବନ୍ଦ ପାଳନ…
ବୀମା କ୍ଷତିପୂରଣ ନ ଦେଲେ ଭୋଟ୍ରେ ଜବାବ ଦେବୁ
ପଦ୍ମପୁର,୨।୧୧(ଡି.ଏନ.ଏ.): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଦେଶ ଅମୃତ ମହୋତ୍ସବ ପାଳନ କରୁଛି। ଅଥଚ ଦେଶର ଚାଷୀମାନେ ଆଜି ମଧ୍ୟ ଶୋଷିତ, ଋଣଗ୍ରସ୍ତ ଏବଂ ଅବହେଳିତ ଅବସ୍ଥାରେ ରହିଛନ୍ତି। କୃଷକଙ୍କ ବୃତ୍ତି ଓ ଭବିଷ୍ୟତ ପୁଞ୍ଜିପତିଙ୍କ ହାତରେ ବନ୍ଧା ପଡ଼ିଛି। ସରକାରଙ୍କ…
କାରଣ ଖୋଜି ପାଉନି ପୋଲିସ
ବରଗଡ଼ ଅଫିସ୍,୧।୧୧:ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ଜାଣ୍ଡୋଲ(କନ୍ଧପଡ଼ା)ରେ ଗୋଟିଏ ବୁଣାକାର ପରିବାର ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକମାନେ ହେଲେ ଗୃହକର୍ତ୍ତା ଶେଷଦେବ ମେହେର(୬୫), ସ୍ତ୍ରୀ କ୍ଷୀରେଶ୍ୱରୀ(୬୦), ପୁଅ ଅରବିନ୍ଦ(୩୦) ଏବଂ ଝିଅ…
Archives


