ବରଗଡ଼

ଭାରତ ବନ୍ଦକୁ ବରଗଡ଼ରେ ସମର୍ଥନ: ଯାନବାହାନ ଚଳାଚଳ ଠପ୍‌

ବରଗଡ, ୨୧।୮(ପ୍ରେମାନନ୍ଦ ଖମାରୀ): ଏସ.ସି ଓ ଏସ.ଟି ସଂରକ୍ଷଣ ଉପରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଏସ.ସି, ଏସ.ଟି ମିଳିତ ମଞ୍ଚ ବିରୋଧ କରିଛି। ସଂରକ୍ଷଣ ତାଳିକାରେ କ୍ରିମି ଲେୟର ଓ ବର୍ଗୀକରଣ କରି ଆରକ୍ଷଣ ବ୍ୟବସ୍ଥାକୁ ସମାପ୍ତ କରିବାକୁ ଏହା ଏକ…

ନାଟକ ଭୂତିଆର୍‌, ହତିଆର୍‌ ମଞ୍ଚସ୍ଥ

ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସୌଖିନ କଳାକାର ସଂଘ ପକ୍ଷରୁ ନାଟକ ଭୂତିଆର୍‌ ହତିଆର୍‌ ମଞ୍ଚସ୍ଥ ହୋଇଯାଇଛି। ନାଟ୍ୟକାର ସ୍ବର୍ଗତ ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ରଚିତ ଏହି ନାଟକରେ ଅଧ୍ୟାପକ ଅଶୋକ ବେହେରା ନିର୍ଦ୍ଦେଶନା ଦେଇଥିଲେ। ଗୋପାଳ ପ୍ରସାଦ ମିଶ୍ର, ପରିତୋଷ ବେହେରା ସଙ୍ଗୀତ…

ସବୁଠି ଟ୍ରାଫିକ୍‌ ସମସ୍ୟା, ବଢୁଛି ଦୁର୍ଘଟଣା

ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ଟ୍ରାଫିକ ସମସ୍ୟା ଅନିୟନ୍ତ୍ରିତ ହୋଇ ପଡ଼ିଛି। ସହର ମୁଖ୍ୟରାସ୍ତାଠାରୁ ଆରମ୍ଭ କରି ଜାତୀୟ ରାଜପଥ ଏବଂ ପାର୍ଶ୍ୱବର୍ତ୍ତୀ ରାସ୍ତାଗୁଡ଼ିକରେ ଏହି ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଗୋଟିଏ ପଟେ ରାସ୍ତା ଉପରେ ଗାଡ଼ି, ମୋଟର ପାର୍କିଂ ଏବଂ…

ବାଂଲାଦେଶୀଙ୍କୁ ବିତାଡ଼ିତ କରିବାକୁ…

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ରୋହିଙ୍ଗ୍ୟା ବାଂଲାଦେଶୀଙ୍କୁ ବିତାଡ଼ିତ କରିବାକୁ ସ୍ଥାନୀୟ ଜଏଣ୍ଟ ଆକ୍ସନ କମିଟି ଦାବି କରିଛି। ଏହି ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ କମିଟି ପକ୍ଷରୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସ୍ମାରକପତ୍ରରେ…

ଭୂମିହୀନ ପରିବାରଙ୍କ ଦାବି: ଉଚ୍ଛେଦ ପୂର୍ବରୁ ଥଇଥାନ କର

ବରଗଡ଼,୧୯।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ବରଗଡ଼ ଜିଲା ପ୍ରଶାସନ ବିଭିନ୍ନ ସ୍ଥାନରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛି। ଏହି କ୍ରମରେ ଅତାବିରା ବ୍ଲକର ଗୋଡ଼ଭଗା ଅଞ୍ଚଳରୁ ରାଜପଥ ପାର୍ଶ୍ୱସ୍ଥ ଜବରଦଖଲ ଉଚ୍ଛେଦ କରାଯାଉଛି। ତେବେ ଉକ୍ତ ଉଚ୍ଛେଦ ପ୍ରକ୍ରିୟାରେ…

ଭାରତ ବନ୍ଦକୁ ସମର୍ଥନ ଘୋଷଣା କଲେ ଏସ୍‌ସି, ଏସ୍‌ଟି ମିଳିତ ମଞ୍ଚ

ବରଗଡ଼,୧୯।୮(ପ୍ରେମାନନ୍ଦ ଖମାରୀ):ଏସ୍‌ସି, ଏସ୍‌ଟି ଆରକ୍ଷଣ ତାଲିକାରେ କ୍ରିମି ଲେୟର ଏବଂ ବର୍ଗୀକରଣକୁ ବିରୋଧ କରି ଆସନ୍ତା ୨୧ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ବରଗଡ଼ ଜିଲା ଏସ୍‌ସି, ଏସ୍‌ଟି ମିଳିତ ମଞ୍ଚ ଏହି ଡାକରାକୁ ପୂର୍ଣ୍ଣ ସମର୍ଥନ ଜଣାଇଛି। ଏହି କ୍ରମରେ…

କଲିଙ୍ଗ୍ ବେଲ୍ ବଜାଇ ଡାକିଲେ; ହାତଗୋଡ଼ ବାନ୍ଧି ଲୁଟି ନେଲେ ସୁନା ଗହଣା

ବରଗଡ, ୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ନିଗମାନନ୍ଦ ବିହାର ଗଳି ନମ୍ବର-୭ ନିବାସୀ ସ୍ଵର୍ଗତ ଦିଲ୍ଲିପ ସାହୁଙ୍କ ଘରେ ଗୁରୁବାର ସଂଧ୍ୟା ପ୍ରାୟ ୭ଟାରେ ଜଣେ ଯୁବତୀଙ୍କ ହାତଗୋଡ଼ ବାନ୍ଧି ବିପୁଳ ପରିମାଣରେ ସୁନା ଗହଣା ଲୁଟ୍ ଘଟଣା ଚର୍ଚ୍ଚାର ବିଷୟ…

ବ୍ୟାପୁଛି ଝାଡାବାନ୍ତି, ଦମ୍ପତି ମୃତ: ପ୍ରଭାବିତ ଗ୍ରାମ ପରିଦର୍ଶନ କଲେ ବିଧାୟକ

ବରଗଡ଼, ୧୫।୮( ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ଅମଲିପାଲି ଗ୍ରାମରେ ଝାଡାବାନ୍ତି ବ୍ୟାପୁଛି। ଏଥିରେ ଏକ ପରିବାରର ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଗତ ଶନିବାର ଗ୍ରାମର ଜଗନ୍ନାଥ ଦେହେରୀ(୭୦)ଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ସକାଳୁ ତାଙ୍କ…

ପଦ୍ମପୁର ସବଜେଲରୁ ବିଚାରାଧୀନ ବନ୍ଦୀ ଫେରାର୍ ଘଟଣା: ଧରାପଡିଲେ ଜଣେ, ଆଉଜଣେ ଏବେବି ଫେରାର୍

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ସବଜେଲରୁ ବୁଧବାର ଦିନ ଦ୍ବିପ୍ରହରରେ ଫେରାର ହୋଇଥିବା ୨ବିଚାରାଧୀନ ବନ୍ଦୀଙ୍କ ମଧ୍ୟରୁ ଗୁରୁବାର ଜଣେ ଅଭିଯୁକ୍ତ ଧରାପଡିଛନ୍ତି । ସେ ହେଲେ, ପଦ୍ମପୁର ଥାନା ଅନ୍ତର୍ଗତ ଖଇରପାଲି ଗ୍ରାମର ଟିକେଶ୍ବର ଓରଫ୍ କପିଳାସ ମାହାର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଗୁରୁବାର ଏହି ଚାଷୀ ପଞ୍ଜୀକରଣ ଅବଧି ସରିଯିବ। ତେବେ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ପଞ୍ଜୀକରଣ କରିପାରି ନ ଥିବା ଯୋଗୁ ଏହି ଅବଧିକୁ…

ପଦ୍ମପୁର ସବଜେଲରୁ ୨ ବିଚାରାଧୀନ କଏଦୀ ଫେରାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ସବଜେଲରୁ ବୁଧବାର ସ୍ପଷ୍ଟ ଦିବାଲୋକରେ ୨ବିଚାରାଧୀନ କଏଦୀ ଫେରାର ହୋଇଯାଇଛନ୍ତି। ସେମାନେ ହେଲେ, ଟିକେଶ୍ବର ମାହାର ଏବଂ ତ୍ରିନାଥ ଶବର । ଟିକେଶ୍ବର ଏକ ଡକାୟତି ମାମଲା ଏବଂ ତ୍ରିନାଥ ହତ୍ୟା ଉଦ୍ୟମ ମାମଲାରେ…

ଘର୍‌ ଘର୍‌ ତ୍ରିରଙ୍ଗା

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ୭୮ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛ। ଏହି କ୍ରମରେ ବରଗଡ଼ ଜିଲା ପ୍ରଶାସନ ଆନୁକୂଲ୍ୟରେ ମଙ୍ଗଳବାର ସ୍ଥାନୀୟ ଗାନ୍ଧୀଛକରୁ ବୀର ସୁରେନ୍ଦ୍ର ସାଏ ଛକ ପର୍ଯ୍ୟନ୍ତ ତ୍ରିରଙ୍ଗା ଶୋଭାଯାତ୍ରା ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?