ବରଗଡ଼

ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ପରଲୋକ

ବରଗଡ଼ ଅଫିସ/ସୋହେଲା,୧୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ପାଣିମୋରା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ଶନିବାର ସକାଳେ ପରଲୋକ ଘଟିଛି। ସେ ସକାଳୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବେଳେ ତାଙ୍କୁ ବରଗଡ଼ ସହର ଉପକଣ୍ଠ ଏକ ହସ୍ପିଟାଲକୁ...

ମୂର୍ତ୍ତି ଲାଗି ମାଏଟ୍‌ ଅଭାବ, ଚିନ୍‌ତାରେ କାରିଗର

ଜାମଟିକ୍ରା, ୧୦।୮ (ଡି.ଏନ୍‌.ଏ.): ଏହେଦ୍‌କା ଶରାବନ୍‌ ମାସର ତୁରତୀଅ ହପ୍‌ତା ଚାଲିଛେ। ଇତାର ପରେ ଭୁଦୋ ମାସ ଆରମ୍‌ରୁ ପରବ୍‌ ପରବାନୀ ଆରମ୍‌ ହେଇଯିବା। ଭୁଦୋରେ ଗଣେଶ ପୂଜାନୁ ଆରମ୍‌ କରି ବିଶ୍ୱକର୍ମା, ଖୁଦୁରୁକୁନୀ, ଦଶହରା, କାଳୀପୂଜା ଆର ଗୋବର୍ଦ୍ଧନ...

ଚାଷୀକୁଁ ସବ୍‌ସିଡିରେ ଦିଆଯିବା ଉଷୋକଷା

ବିଜେପୁର, ୧୦।୮ (ଡି.ଏନ୍‌.ଏ.):ବରଗଡ ଜିଲା ବିଜେପୁର ଅଂଚଲ୍‌ରେ ମୁଗ୍‌ଫଲି ଫସଲରେ ରୋଗ୍‌ପୋକ୍‌ ଲାଗି ଚାଷୀ ଅଥାଥାଲି ହେଇଯାଉଥିଲେ। ଯେତେ ଉଷୋକଷା ଝିଁଟ୍‌ଲେ ବି କାମ୍‌ ନାଇଁ କରୁଥିବାର ଅଭିଯୋଗ୍‌ ହେଇଥିଲା। ଇ ବାବ୍‌ଦେ ଗଲା ବୁଧବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ...

ଜୀବିତ ଲୋକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ

ବରଗଡ଼ ଅଫିସ/ଅତାବିରା,୮ା୮: ଜଣେ ଜୀବିତ ଲୋକଙ୍କୁ ପୋଲିସ ମୃତ ଭାବିବା ଓ ବ୍ୟବଚ୍ଛେଦ ପାଇଁ ପଠାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ବ୍ୟବଚ୍ଛେଦ ଗୃହରେ ସମ୍ପୃକ୍ତ ବ୍ୟକ୍ତି ଜୀବିତ ଥିବା ଜଣାପଡିବା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା...

ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ

ବରଗଡ଼ ଅଫିସ,୮।୮: ବରଗଡ଼ ପଞ୍ଚାୟତ ସମିତି ପରିସରରେ ଗୁରୁବାର ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମଞ୍ଜୁ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ...

ଶିକ୍‌ଲା ବଁଧା ଜୀବନ୍‌ ଘଟନା: ସନିକଟ୍‌କେ ଉଧାର କଲା ପରଶାସନ

ବିଜେପୁର, ୮।୮ (ଡି.ଏନ୍‌.ଏ):  ବରଗଡ଼ ଜିଲା ଟି.ଗଣ୍ଡପାଲି ପଁଚେତ୍‌ ସଦର ଗାଁ ର ସନିକଟ୍‌ ସାହୁ(୪୮) ଗଲା ୪ ବଛର ହେଲା ଶିଁକ୍‌ଲା ବଁଧା ଜୀବନ୍‌ ବିତଉଥିଲେ। ଇ ବାବ୍‌ଦେ ଗଲା ମଙ୍ଗଲବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଶିଁକ୍‌ଲା ବଁଧା...

ମୁଗ୍‌ଫଲି ଫସଲରେ ରୋଗ୍‌ପୋକ:କାମ୍‌ ନାଇଁ ଦେବାର୍‌ ଉଷୋ, ଚିଁନ୍‌ତାରେ ଚାଷୀ

ବିଜେପୁର, ୭।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ବ୍ଲକରେ ବଛରକୁତା ଦୁଖ୍‌ ଦୁରଦଶା ଚାଷୀକର ପିଛା ନାଇଁ ଛାଡବାର୍‌। କେତେବେଲେ ବରଷା ପାଏନ୍‌ ଅଭାବୁ ତ ଆର କେତେବେଲେ ଫସଲଥି ରୋଗ୍‌ପୋକ ଲାଗି ଚାଷୀ ସମାଜ ଅଥାଥାଲି ହେଉଛେ। ଏହେଦେ...

ଶିଁକ୍‌ଲା ବଁଧା ଜୀବନ୍‌ ବିତଉଛନ୍‌ ସିନିକଟ୍‌

ବିଜେପୁର, ୬।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ବ୍ଲକ ଟି.ଗଣ୍ଡପାଲି ପଁଚେତ୍‌ ସଦର ଗଁାର ସନିକଟ୍‌ ସାହୁ(୪୮)। ଦିନ୍‌ଥିଲା ସେ ବାହାଜଁାଗଲ୍‌ ମାଜି ମା’ବାପ୍‌, ସିଆନି ସଂଗେ ତିନ୍‌ ତିନଟା ଛୁଆପିଲାକୁ ପୁଷୁଥିଲେ। ଜମିବାଡ଼ି ବଲି କିଛି ନାଇଁ, ପରିବାରଟା...

ସମ୍ପତ୍ତି ଜବରଦଖଲ ଅଭିଯୋଗ : ଜିଲାପାଳଙ୍କ ଅଫିସ ସମ୍ମୁଖରେ ଅନଶନରେ ବସିଲେ ମହିଳା

ବରଗଡ଼ ଅଫିସ,୫।୮: ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ବସେକେଲା ଗ୍ରାମର କେତେକ ଲୋକେ ଜଣେ ମହିଳାଙ୍କ ପୈତୃକ ସମ୍ପତ୍ତି ଜବରଦଖଲ କରିଥିବା ଅଭିଯୋଗ ହୋଇଛି। ତେବେ ଏ ନେଇ ସୌକି ମେଲ୍ଲୀ ନାମକ ଜଣେ ମହିଳା ବାରମ୍ବାର ବିଭାଗୀୟ...

ଗୋଡ଼ଭଗାରେ ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ଅତାବିରା,୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଏଟିଏମ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌  ଭାଙ୍ଗିବାରେ ସଫଳ ହୋଇ ନ ଥିବା ଜଣାପଡ଼ିଛି। ଖବର ପାଇ ଗୋଡ଼ଭଗା ଫାଣ୍ଡି ପୋଲିସ ଘଟଣାସ୍ଥଳରେ...

ଆବାସ ଯୋଜନାରୁ ବଁଚିତ୍‌ ନିଅଁ। ସି ପରିବାର:ତାଲିକାର ନମ୍ବର ଦେଖି ଦିନ୍‌ଯାଉଛେ

ଅତାବିରା, ୩।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ କର୍ମୀଟିକ୍ରାର ଗୁଟେ ଅସାହା ପରିବାର ଘର ଅଭାବୁ ପରହର ଘରେ ଆଶ୍‌ରେ ନେଇଛନ୍‌। ଏନ୍‌ତାଥି ପରିବାରଟା ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଲାଗି ପଁଚେତ୍‌ରେ ଗୁହାରି କରି...

ରାସ୍‌ତାରେ ପଲ୍‌ହା ରୁଇଲେ ଗଁ। ବାସୀ

  ଜାମଟିକ୍ରା, ୩।୮ (ଡି.ଏନ୍‌.ଏ): ଗଁା ଗଁାରେ ହେବା ବିକାଶ। ହଁସ୍‌ବେ ଜନତା ଆର ବିକାଶ ହେବା ଗଁାର। ଏନ୍‌ତା ସବୁ ନାରା ଦେଇ ସରକାର ପରଚାର ପରସାର କରୁଛନ୍‌। ସେନ୍‌ତା ରାଏଜ୍‌ ସରକାର ଆମ ଗଁା ଆମ ବିକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri