ଜୀରାନଦୀ ପୋଲ ନିର୍ମାଣ ଅସମ୍ପୂର୍ଣ୍ଣ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ
ବରଗଡ଼ ଅଫିସ,୩୦ା୯: ବରଗଡ଼ ସହରରୁ ଅମ୍ବାପାଲିକୁ ସଂଯୋଗ କରୁଥିବା ପୁରୁଣା ଜୀରାନଦୀ ପୋଲ ଭାଙ୍ଗି ନୂତନ ପୋଲ ନିର୍ମାଣ ଚାଲିଛି। ୨୦୧୮ରୁ ପୋଲ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା ଏବଂ ୨୦୨୦ସୁଦ୍ଧା ପୋଲ ନିର୍ମାଣ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା।…
ପାରିବାରିକ କଳହ: ସାନଭାଇ ନେଲେ ବଡଭାଇଙ୍କ ଜୀବନ
ବରଗଡ଼ ଅଫିସ, ୨୭।୯: ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ଲେମଧର ଗ୍ରାମରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର କୈଲାସ ସାହୁ ନିଜ ବଡଭାଇ ଝସକେତନଙ୍କୁ କୁରାଢୀରେ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପାରିବାରିକ କଳହରୁ ଏହି…
ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି
ବରଗଡ଼ ଅଫିସ୍,୨୭।୯: ବରଗଡ଼ ବ୍ଳକ ବରଡ଼ୋଲ ପଞ୍ଚାୟତ ନଦୀପଡ଼ା(ଡାଙ୍ଗ) ଗ୍ରାମରେ ଗଜଲକ୍ଷ୍ମୀ ପୂଜା ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏହି କ୍ରମରେ ସୋମବାର ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି । ଲିଙ୍ଗରାଜ ଦାଶ, ପଞ୍ଚାନନ ପଣ୍ଡା ପୂଜାକାର୍ଯ୍ୟ କରିଥିଲେ ।…
ବୀମା ପ୍ରଦାନରେ ଅନିୟମିତା ଅଭିଯୋଗ
ବରଗଡ଼ ଅଫିସ୍,୨୭।୯: ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାକୁ ନେଇ ବରଗଡ଼ ଜିଲାରେ ଚାଷୀ ଅସନ୍ତୋଷ ଥମୁ ନାହିଁ । ବୀମା ପାଇବା ଲୋଭରେ ଜମି ଜାଲିଆତି ଯୋଗୁ ଅନେକ ଯୋଗ୍ୟ ଚାଷୀ ସେମାନଙ୍କ ପ୍ରାପ୍ୟ ବୀମ ସହାୟତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି…
ବସ୍ରେ କଫ ସିରପ୍ ଚାଲାଣ, କଣ୍ଡକ୍ଟର ଗିରଫ
ସୋହେଲା,୨୭।୯(ଡି.ଏନ.ଏ): ବରଗଡ଼ ଜିଲାରେ କଫ ସିରପ କାରବାର ନିତିଦିନିଆଁ ଘଟଣାରେ ପରିଣତ ହୋଇଯାଇଛି । ଏକ ଯାତ୍ରୀବାହୀ ବସ୍(ନଂ-ଓଡ଼୧୭ସି ୨୫୫୫)ଯୋଗ କଫ୍ ସିରପ୍ ଚାଲାଣ ହେବାବେଳେ ସୋହେଲା ଥାନା ପୋଲିସ ହାତରେ ଧରାପଡ଼ିଛି । ଉକ୍ତ ବସ୍ରେ ୭ପେଟିରେ ରହିଥିବା ୭୯୮ବୋତଲ…
ବରଗଡ଼ରେ ଲୁଟେରାଙ୍କ ରାଜ୍, ଦିନ ଦ୍ୱିପ୍ରହରରେ ଟଙ୍କା, ଗହଣା ଲୁଟ୍
ବରଗଡ଼ ଅଫିସ,୨୭।୯: ବରଗଡ଼ ସହରରେ ଲୁଟେରାଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି । ମଙ୍ଗଳବାର ଦିନ ଦ୍ୱିପ୍ରହରରେ୨ ଲୁଟେରା ସ୍ଥାନୀୟ ୱାର୍ଡ଼ ନଂ-୧ କେଶବନଗରରେ ଲୁଟ୍ପାଟ୍ କରିଛନ୍ତି । ସ୍ଥାନୀୟ ସସ୍ମିତା ବେହେରାଙ୍କ ଘରକୁ ଲୁଟେରାମାନେ ପଶି ଭୁଜାଲି ମୁନରେ ସୁନା ଗହଣା,…
ସ୍କୁଲ କାର୍ଯ୍ୟକ୍ଷମ ନହେଲେ ଅନଶନ
ବରଗଡ଼ ଅଫିସ୍,୨୭।୯: ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ବସେଇକେଲା ପ୍ରାଥମିକ ସ୍କୁଲକୁ ସରକାରୀଭାବେ ବନ୍ଦ କରାଯାଇ ନିକଟସ୍ଥ ନନ୍ଦିନୀପୁର ପ୍ରାଥମିକ ସ୍କୁଲ ସହିତ ମିଶ୍ରଣ କରାଯାଇଛି। ଏହାକୁ ନେଇ ବସେଇକେଲାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ବଭଳି ବସେଇକେଲା ପ୍ରାଥମିକ…
ତୁଟିନି ବିଭ୍ରାଟ, ବଢୁଛି ଅସନ୍ତୋଷ
ବରଗଡ଼ ଅଫିସ୍,୨୭।୯: ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇଛି। ବୀମା ବିଭ୍ରାଟ ଯୋଗୁ ଦିନକୁ ଦିନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଜିଲାର ଅନେକ ଯୋଗ୍ୟ ଚାଷୀ ବୀମା କ୍ଷତିପୂରଣ ପାଇବାରୁ ବଞ୍ଚିତ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ…
ଓଲଟିଲା ସ୍କୁଲ ବସ୍: ମଦ ପିଇ ଗାଡି ଚଳାଉଥିଲେ ଡ୍ରାଇଭର
ପଦ୍ମପୁର,୨୬।୯(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ସହରର ଜେନିଥ ଲାୟନ୍ସ ଗୁରୁକୁଳର ଏକ ବସ୍ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଛାତ୍ରୀଛାତ୍ରଙ୍କୁ ଛାଡିବାକୁ ଯାଉଥିବା ବେଳେ ଝାଙ୍କରପାଲି ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଥିଲା। ଫଳରେ ବସ୍ରେ ଥିବା ୧୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଗୁରୁତର…
ମହାଳୟାରେ ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ୱରୀ
ବରଗଡ଼ ଅଫିସ୍,୨୫।୯: ବରଗଡ଼ ସହର ତଳିପଡ଼ାସ୍ଥିତ ସମଲେଶ୍ୱରୀ ମନ୍ଦିରରେ ରବିବାର ମା’ ସମଲେଶ୍ୱରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ମହାଳୟା ତିଥିରେ ଦେବୀଙ୍କୁ ଧବଳମୁଖୀ ବେଶରେ ଦର୍ଶନ କଲେ ଗଙ୍ଗା ସ୍ନାନର ପୂଣ୍ୟପ୍ରାପ୍ତି ହୋଇଥାଏ ବୋଲି ଲୋକ ବିଶ୍ୱାସ ରହିଛି ।…
ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକ ବଦଳି ସ୍ଥଗିତ
ସରଣ୍ଡା, ୨୪ା୯(ଡି.ଏନ୍.ଏ .): ଅତାବିରା ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ସିଲାଟ ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକଙ୍କ ବଦଳିକୁ ବାତିଲ କରାଯାଇଛି। ଏହାପରେ ଗ୍ରାମବାସୀ ଧାରଣାରୁ ଉଠିଛନ୍ତି। ସୂଚନା ଅନୁସାରେ, ସିଲାଟ ୟୁଜିୟୁପି ସ୍କୁଲରେ ୧ମରୁ ୮ମଶ୍ରେଣୀ ପର୍ଯ୍ୟନ୍ତ ୨୯୦ ଛାତ୍ରୀଛାତ୍ର…
ମିଳିଲାନି ଚାରିକାନ୍ଧ ବାଇକ୍ରେ ନେଇ ଶବଦାହ କଲେ ସ୍ବେଚ୍ଛାସେବୀ
ବରଗଡ଼ ଅଫିସ୍/ପଦ୍ମପୁର,୨୩।୯: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମହୁଲପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭିମସାର୍, ବୁର୍ଲାରୁ ବ୍ୟବଚ୍ଛେଦ ହୋଇ ଏକ ମୃତଦେହ ଗ୍ରାମରେ ପହଞ୍ଚତ୍ବା ପରେ ଜାତିପ୍ରଥାକୁ କେନ୍ଦ୍ର କରି ମୃତକଙ୍କୁ ଚାରିକାନ୍ଧ ମିଳି ନ…
Archives


