ପଦ୍ମପୁର ଉପନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୬୫.୨୮ ପ୍ରତିଶତ ମତଦାନ
ବରଗଡ଼ ଅଫିସ,୫ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ମୋଟ୍ ୩୧୯ଟି ବୁଥ୍ରେ ଭୋଟ୍ ଗ୍ରହଣ ଚାଲିଛି। ତେବେ ଅପରାହ୍ନ ୩ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୬୫.୨୮ ପ୍ରତିଶତ ମତଦାନ ହୋଇଥିବା…
ପଦ୍ମପୁର ଉପନିର୍ବାଚନ: ୧ଟା ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ
ବରଗଡ଼ ଅଫିସ,୫ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ମୋଟ୍ ୩୧୯ଟି ବୁଥ୍ରେ ଭୋଟ୍ ଗ୍ରହଣ ଚାଲିଛି। । ତେବେ ଅପରାହ୍ନ ୧ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୪୬.୯୬ ପ୍ରତିଶତ ମତଦାନ…
ମତଦାନ କଲେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ
ପାଇକମାଳ,୫ା୧୨(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ତେବେ ଅନ୍ୟମାନଙ୍କ ପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ମଧ୍ୟ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ମାଣ୍ଡୋସିଲ…
ପଦ୍ମପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ
ବରଗଡ଼ ଅଫିସ, ୫।୧୨(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ସମସ୍ତ ୩୧୯ ବୁଥରେ ଭୋଟ ଗ୍ରହଣ ଚାଲିଛି। ତେବେ ଦିନ ୧୧ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୨୯.୭୩ ପ୍ରତିଶତ ମତଦାନ…
ମତଦାନ କଲେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ
ପାଇକମାଳ, ୫।୧୧(ଡି.ଏନ.ଏ.): ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ପାଇକମାଳ ଛକସ୍ଥିତ ପ୍ରକଳ୍ପ ପ୍ରାଥମିକ…
ପଦ୍ମପୁର ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ
ବରଗଡ଼ ଅଫିସ, ୫।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ସମସ୍ତ ୩୧୯ ବୁଥରେ ଭୋଟ ଗ୍ରହଣ ଚାଲିଛି। ତେବେ ଦିନ ୯ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୮.୫ ପ୍ରତିଶତ ମତଦାନ…
ଭୋଟ ଦେଲେ ବର୍ଷା ସିଂ ବରିହା
ପଦ୍ମପୁର,୫।୧୨(ଡି.ଏନ.ଏ.): ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ସକାଳୁ ଆସି ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ରଜାପଡା ସରକାରୀ…
ପଦ୍ମପୁର ଉପନିର୍ବାଚନ: ମତଦାନ ଆରମ୍ଭ
ବରଗଡ଼ ଅଫିସ୍/ପଦ୍ମପୁର,୫।୧୨(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟର ନିର୍ବାଚନୀ ମଇଦାନକୁ…
ପଦ୍ମପୁର ଉପନିର୍ବାଚନ, ଆଜି ମତଦାନ
ବରଗଡ଼ ଅଫିସ୍/ପଦ୍ମପୁର,୫।୧୨(ଡି.ଏନ.ଏ):ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍ ପୋଲ୍ ଆରମ୍ଭ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟର…
ଭାଜପା ପୂର୍ବତନ ବିଧାୟକ ଟଙ୍କା ବାଣ୍ଟୁଥିବା ଅଭିଯୋଗ ଆଣିଲା ବିଜେଡି
ପଦ୍ମପୁର ୪।୧୨(ଡି.ଏନ୍.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ଅନ୍ୟ ଜିଲାରୁ ଆସିଥିବା ରାଜନୈତିକ ଅତିଥି, ପ୍ରଚାରକଙ୍କୁ ଶନିବାର ଅପରାହ୍ନ ୪ଟା ସୁଦ୍ଧା ପଦ୍ମପୁର ଅଞ୍ଚଳ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏନେଇ ବହୁ ରାଜନୈତିକ…
ପଦ୍ମପୁର ଉପନିର୍ବାଚନ: ୩୧୯ ବୁଥ୍ରେ ହେବ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ
ବରଗଡ଼ ଅଫିସ୍/ପଦ୍ମପୁର,୪।୧୨(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍ ପୋଲ୍ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ୨ଲକ୍ଷ ୫୭ହଜାର ୪୭୪ ଭୋଟର ନିର୍ବାଚନୀ…
ବାହାର ନେତା ନିର୍ବାଚନମଣ୍ଡଳୀ ଛାଡ଼ନ୍ତୁ
ପଦ୍ମପୁର,୪।୧୨(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ୍ଗ୍ରହଣ ହେବ। ଏହାକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍ ଶନିବାର ଅପରାହ୍ନ ୪ଟାରୁ ପ୍ରଚାର ଶେଷ ହୋଇଛି। ପଦ୍ମପୁର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବରଗଡ଼ ଜିଲାପାଳ…
Archives


