ବରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ପଞ୍ଚାୟତିରାଜ ମନ୍ତ୍ରୀ, ସମ୍ବିଧାନର ଲିଖିତ ଆଦର୍ଶକୁ ବଜାଜୟ ରଖି…
ବରଗଡ଼,୨୬ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାରେ ଆୟୋଜିତ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ପାଳିତ ହୋଇଛି। ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍ରେ ଅଭିବାଦନ…
ପ୍ରତିଷ୍ଠା ଉତ୍ସବର ଦିନକ ପରେ ମନ୍ଦିରରୁ ଚୋରି
ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଆନନ୍ଦନଗରରେ ଅବସ୍ଥିତ ନବନିର୍ମିତ ମା’ ତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଗତ ୨୩ ତାରିଖରେ ସରିଛି। ମାତ୍ର ପ୍ରତିଷ୍ଠା ଉତ୍ସବର ଦିନକ ପରେ ଅର୍ଥାତ୍ ଗତ ୨୪ ତାରିଖ ବିଳମ୍ବିତ ରାତିରେ ମା’ତାରିଣୀଙ୍କ ସୁନା,…
ଜନଗଣନାବେଳେ ମାତୃଭାଷା ସମ୍ବଲପୁରୀ ଲେଖିବାକୁ ଆହ୍ବାନ
ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ଚଳିତବର୍ଷ ଜନଗଣନା ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡିଶା ତଥା ନିକଟବର୍ତ୍ତୀ ଅଞ୍ଚଳର ଅଧିବାସୀ ଜନଗଣନା ସମୟରେ ଉଦ୍ଦିଷ୍ଟ କାଗଜପତ୍ରରେ ନିଜ ମାତୃଭାଷା ସମ୍ବଲପୁରୀ ବୋଲି ଉଲ୍ଲେଖ କରିବାକୁ ହେବ। ଏହାଦ୍ୱାରା ସରକାରଙ୍କ ନିକଟରେ ନିର୍ଭୁଲ ଓ ନିର୍ଦ୍ଧିଷ୍ଟ…
ପ୍ଲାଷ୍ଟିକ୍ମୁକ୍ତ ବଣଭୋଜିକୁ ଗୁରୁତ୍ୱ
ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ବୈଷ୍ଣୋଦେବୀ ମନ୍ଦିର ପୀଠ ତୁରୁଙ୍ଗାରେ ଶନିବାର ପ୍ଲାଷ୍ଟିକମୁକ୍ତ ବଣଭୋଜି ଆୟୋଜନ ଉପରେ ଏକ ସଭା ହୋଇଥିଲା। ବନାଞ୍ଚଳ ଅଧିକାରୀ ରଞ୍ଜିତ ସିଂହ ବାବୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବରଗଡ଼ ବନଖଣ୍ଡ ଅଧିକାରୀ ସରୋଜ କୁମାର ପଣ୍ଡା…
ବରଗଡ଼ରେ ପୁଣି ବିପୁଳ ପରିମାଣର କଫସିରଫ୍ ଜବତ, ୬ଜଣଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ
ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଟାଉନ ଥାନା ପୋଲିସ ଶନିବାର ପୁଣି ବିପୁଳ ପରିମାଣରେ କଫସିରପ୍ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ଟାଉନ ଥାନା ବରଡ଼ୋଲ ଗ୍ରାମର ସତ୍ୟବାନ ପ୍ରଧାନ(୪୨), ବିକ୍ରମ…
ଅବାଧରେ ଚାଲିଛି ନିଶା କାରବାର: ପୋଲିସ ବାବୁଙ୍କ ଫାର୍ମ ହାଉସ୍ରେ…
ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଗାଁଠୁ ସହର ସବୁଠି ଅବାଧରେ ଚାଲିଛି ନିଶା କାରବାର। ଚିରାଚରିତ ଢଙ୍ଗରେ ପୋଲିସ ଓ ଅବକାରୀ ବିଭାଗ ଧରପଗଡ଼ କରୁଛନ୍ତି। ଚୋରାମଦ, କଫ ସିରପ୍, ବ୍ରାଉନସୁଗାର ଭଳି ନିଶାଦ୍ରବ୍ୟ ଜବତ ହେଉଛି। କିନ୍ତୁ ନିଶାଦ୍ରବ୍ୟ କାରବାରର…
ସ୍କୁଲ ବାରଣ୍ଡାରେ ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧାହେଲେ ଶିକ୍ଷକ
ପାଇକମାଳ,୨୩।୧(ବଡ ଶତପଥୀ): ବରଗଡ ଜିଲା ପାଇକମାଳରେ ଆଉ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜନୈକ ପିଇଟି ଶିକ୍ଷକ ଜଣେ ନାବାଳିକାଙ୍କୁ ସ୍କୁଲ ବାରଣ୍ଡାରେ ଅସଦାଚରଣ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବୁଧବାର ଅପରାହ୍ନରେ ଏହି ଘଟଣା ଘଟିଥିବା…
ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…
ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା ବିଜେପୁର ଅଞ୍ଚଳରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଆଧାର ଡାଟାବେସର ଗୁରୁତର…
ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…
ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍ ସିରପ୍ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ ଅନ୍ୟ ୨ ନାବାଳକଙ୍କୁ ଅଟକ ରଖିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଜିଲା ଭଟଲି…
ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା
ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ବିଶିଷ୍ଟ ଅତିଥି ଭାବେ ବରଗଡ଼…
ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ
ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କଙ୍କ ପରିଚୟ ମିଳି ପାରିନାହିଁ। ତେବେ ପାରିପାଶର୍ବିକ ସ୍ଥିତିରୁ…
ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…
ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫ ଧାନ ବିକ୍ରି କରି ପାରି ନାହିଁ। ଅନ୍ୟପଟେ ରବି ଚାଷକାର୍ଯ୍ୟ…
Archives


