ବରଗଡ଼

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ ଶ୍ରୀକ୍ଷେତ୍ରରୁ ମହାପ୍ରଭୁଙ୍କ ତିନି ରଥର ପବିତ୍ର ଚକ ଭଟଲିକୁ ଅଣାଯିବ। ରଥଚକର ଭବ୍ୟ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ ବଞ୍ଚିତ ହୋଇଛନ୍ତି। ଟୋକନ ପାଇବାରୁ ବଞ୍ଚିତ ହେବା କାରଣରୁ ଜିଲ୍ଲାର ଅନେକ ଚାଷୀ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି ହୋଇଥିଲେ। ସେଠାରୁ ରଥଟଣା ଆରମ୍ଭ ହୋଇ ଗାନ୍ଧିଛକ ଅଭିମୁଖେ ଉଭୟ ରଥ ଆସିଥିଲା।…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ ହଟହଟା ହେବା ପରେ ଏବେ ଜିଲାର ଚାଷୀଙ୍କୁ ଖରିଫ ଚାଷକାର୍ଯ୍ୟ ପାଇଁ ମଧ୍ୟ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ ଛାତ୍ରୀଛାତ୍ରଙ୍କୁ ଏଭଳି ପରାମର୍ଶ ଦେଇ ଆସୁଛନ୍ତି। ହେଲେ ଏପର୍ଯ୍ୟନ୍ତ ରାଜ୍ୟରେ ଶିକ୍ଷା ବ୍ୟବସ୍ଥା…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ କରି ସେଭଳି ନିଶାଦ୍ରବ୍ୟ ଜବତ କରୁଛି। ଅଭିଯୁକ୍ତମାନେ ମଧ୍ୟ ଗିରଫ ହେଉଛନ୍ତି। ମାତ୍ର…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଭକ୍ତ ଓ ଭଗବାନଙ୍କ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ ନିଷ୍ପତି ନେଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ…

ମାନବିକତାର ଅନନ୍ୟ ଦୃଷ୍ଟାନ୍ତ ସୃଷ୍ଟି କଲେ ଡାକ୍ତର ଶଙ୍କର ରାମଚନ୍ଦାନି: ଦୁର୍ଗମ ଗାଁରେ…

ପଦ୍ମପୁର,୧୪ା୭(ପ୍ରଦୀପ୍ତ ଦାଶ ):ଆଜିର ବ୍ୟସ୍ତବହୁଳ ସମାଜରେ ଯେଉଁଠି ଚିକିତ୍ସା ସେବା ଧୀରେ ଧୀରେ ବ୍ୟବସାୟର ରୂପ ନେଉଛି, ସେଠାରେ ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର ତଥା ‘ଟଙ୍କିକିଆ ଡାକ୍ତର’ ଭାବେ ପରିଚିତ ଡା. ଶଙ୍କର ରାମଚନ୍ଦାନୀ ପୁଣିଥରେ ମାନବିକତାର ଏକ ଅନନ୍ୟ ଦୃଷ୍ଟାନ୍ତ…

ହିତାଧିକାରୀଙ୍କୁ ପ୍ରାପ୍ୟ ନ ମିଳିଲେ ଆନ୍ଦୋଳନ: ସାଧୁ ନେପାକଙ୍କ ଧମକ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକରେ ସରକାର ଘୋଷଣା କରିଥିବା ବିଭିନ୍ନ କଲ୍ୟାଣକାରୀ ଯୋଜନା ହିତାଧିକାରୀଙ୍କ ପାଖକୁ ଠିକ୍‌ ଭାବେ ପହଞ୍ଚିପାରୁନାହିଁ। ଏଭଳି ଅଭିଯୋଗ ନେଇ ସୋମବାର ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ସ୍ଥାନୀୟ ବିଡିଓ ବେର୍ସିଅସ୍‌ ଡୁଙ୍ଗଡୁଙ୍ଗଙ୍କୁ ସାକ୍ଷାତ କରି ଆଲୋଚନା…

ରାଜରାସ୍ତାରେ ରାହାଜାନି, ଲୋକଙ୍କୁ ସୁରକ୍ଷା ଚିନ୍ତା

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଅପରାଧ ଅନିୟନ୍ତ୍ରିତ ହୋଇପଡ଼ିଛି। ଅପରାଧୀମାନେ ସକ୍ରିୟ ହୋଇ ପଡ଼ିଛନ୍ତି। ପୋଲିସକୁ ମଧ୍ୟ ସେମାନଙ୍କର ଭୟ ନାହିଁ। ରାଜରାସ୍ତାରେ ରାହାଜାନି, ଲୁଟ୍‌ପାଟ୍‌ କରୁଛନ୍ତି। କେବଳ ସନ୍ଧ୍ୟା କିମ୍ବା ରାତିରେ ନୁହେଁ, ଦିନ ଦ୍ୱିପ୍ରହରରେ ଏଭଳି ଅପରାଧ ଘଟୁଛି। କଥା…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ ସମୟରେ ଭାଜପା ଦେଇଥିବା ୩୦୦ ୟୁନିଟ ମାଗଣା ବିଦ୍ୟୁତ୍‌ ପ୍ରତିଶ୍ରୁତିିକୁ ସେ ଉଦ୍‌ଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?