ପିକ୍ଅପ୍ ଧକ୍କାରେ ଚାଲିଗଲା ଛାତ୍ରଙ୍କ ଜୀବନ
ଝାରବନ୍ଧ,୨୧ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଜୁନିୟର କଲେଜର ଜଣେ ଛାତ୍ର ସୋମବାର ୟୁନିଟ୍ ଟେଷ୍ଟ ପରୀକ୍ଷା ଦେଇ ଘରକୁ ଫେରୁଥିବା ବେଳେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତଛାତ୍ର ଜଣକ ହେଲେ ଝାରବନ୍ଧ ଥାନା ଅନ୍ତର୍ଗତ ଡୁଙ୍ଗୁରିଚଢ଼ା ଗ୍ରାମର ଖଗେଶ୍ୱର…
ରହସ୍ୟଜନକଭାବେ ଯୁବକ ନିଖୋଜ ଘଟଣା: ଝାରସୁଗଡ଼ାରୁ ହେଲେ ଠାବ
ଅତାବିରା,୧୯।୮(ହୃଷିକେଶ ଖମାରୀ): ବରଗଡ଼ ଜିଲା ଅତାବିରା ରେଳ ଷ୍ଟେଶନକୁ ସମ୍ପର୍କୀୟଙ୍କୁ ଆଣିବାକୁ ଯାଇ ଫେରିବା ବାଟରେ ରହସ୍ୟଜନକଭାବେ ଜଣେ ଯୁବକ ନିଖୋଜ ହୋଇଯାଇଥିଲେ। ଯୁବକ ଜଣକ ଭେଡେନ ଥାନା ଦେଶଭଟଲି ପଞ୍ଚାୟତ ବିଶିପାଲି ଆନ୍ଧ୍ରପଡାର ବି. ହରିକ୍ରିଷ୍ଣା। ତେବେ ଶନିବାର ତାଙ୍କୁ…
ବରଗଡ଼ରେ ହେବ ୩ ନୂଆ ବୃହତ ସେତୁ: ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬ା୮(ଅସମାପିକା ସାହୁ): ବରଗଡ଼ ଜିଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା…
ପୂର୍ବତନ ବିଧାୟକ କୁମର ବେହେରାଙ୍କ ପରଲୋକ
ବରଗଡ଼,୧୧।୮(ପ୍ରୋମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କୁମର ବେହେରାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ଭୀମସାର୍, ବୁର୍ଲା ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ତାଙ୍କ ପରଲୋକରେ…
ଜିରା ନଦୀ ପୋଲରେ ଗର୍ତ୍ତ, ବଢୁଛି ଦୁର୍ଘଟଣା
ଭେଡ଼େନ,୧୧ା୮(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ବ୍ଲକ ଅର୍ନ୍ତଗତ ତଥା ଗୋଡ଼ଭଗା-ସୋନପୁର ୫୪ ନମ୍ବର ରାଜ୍ୟ ରାଜପଥର ଗଣ୍ଡତୁରୁମ ଜୀରା ନଦୀ ପୋଲ ଛାତରେ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଆବଶ୍ୟକ ମରାମତି ଅଭାବରୁ ସେହି ଗର୍ତ୍ତଗୁଡ଼ିକ ଗଭୀର ହୋଇଛାତର ସେନ୍ଟ୍ରିଂ…
କମିଛି ବୃଷ୍ଟିପାତ, ଟଳିନି ବନ୍ୟା ସ୍ଥିତି
ବରଗଡ଼/ଅମ୍ବାଭୋନା,୫।୮(ପ୍ରେମାନନ୍ଦ ଖମାରୀ/ଛନ୍ଦାଚରଣ ପ୍ରଧାନ): ବରଗଡ଼ ଜିଲାରେ ୨ଦିନ ହେଲା ବୃଷିପାତ ପରିମାଣ ପୂର୍ବାପେକ୍ଷା କମିଛି। ହେଲେ ଜିଲା ଏପର୍ଯ୍ୟନ୍ତ ବନ୍ୟାସ୍ଥିତି ଟଳିନାହିଁ। ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବୃଷ୍ଟିପାତ ତଥା ସରଗୁଲ, ଗାଙ୍ଗରେଲ, ସାରାଡ୍ୟାମ, କଲାମ ଆଦି ମହାନଦୀ ବ୍ୟାରେଜରୁ ବନ୍ୟାଜଳ ନିଷ୍କାସନ…
ବରଗଡ଼ ଜିଲାରେ ବର୍ଷା ବିତ୍ପାତ, ଜନଜୀବନ ଅସ୍ତବ୍ୟସ୍ତ
ବରଗଡ଼/ଗାଇସିଲେଟ୍/ବରପାଲି/ଅତାବିରା/ପଦ୍ମପୁର, ୩।୮(ପ୍ରେମାନନ୍ଦ ଖମାରୀ/ବେଦପ୍ରକାଶ କଲେତ୍/ଚିତ୍ତରଞ୍ଜନ ସାହୁ/ ହୃଷିକେଶ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ୨ଦିନ ହେଲା ବର୍ଷା ଲାଗି ରହିଛି । ଲଗାଣ ବର୍ଷା ଯୋଗୁ ଜିଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି। କେଉଁଠାରେ ପୋଲ ଉପରେ ଆଣ୍ଠୁଏ ପାଣି ବହୁଛି…
ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଦୁଇ ଜୀବନ
ଅମ୍ବାଭୋନା,୨ା୮(ଛନ୍ଦାଚରଣ ପ୍ରଧାନ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ସାପ କାମୁଡ଼ାରେ ଭଉଣୀ-ଭାଇଙ୍କ ଜୀବନ ଯାଇଛି । ମୃତକ ଦ୍ୱୟ ହେଲେ, ଉକ୍ତ ଗ୍ରାମର ଅର୍ଜୁନ ତିହିରିଆ(୩୫) ଏବଂ ଭଉଣୀ ସୀତୟା ତିହିରିଆ(୩୩)। ଏ ନେଇ ଅମ୍ବାଭୋନା ଥାନାରେ…
ଚାକିରି ଦେବା ଆଳରେ କୋଟିଏରୁ ଊର୍ଦ୍ଧ୍ୱ ଠକେଇ: ନକଲି ବିଏସ୍ଏନ୍ଏଲ ଅଧିକାରୀ ଗିରଫ
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ): ନିଜକୁ ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସ୍ଏନ୍ଏଲ୍)ର ପଦସ୍ଥ ଅଧିକାରୀ ପରିଚୟ ଦେଇ ଚାକିରି ଦେବା ଆଳରେ ପଶ୍ଚିମ ଓଡ଼ିଶାର ଅନେକ ଯୁବତୀଯୁବକଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ବରଗଡ଼ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ…
ଜବରଦଖଲ ପଛରେ ବଡ଼ କେଳେଙ୍କାରୀ
ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଲେଙ୍ଗୁ ମିଶ୍ର ଛକରୁ ନୂଆ ଜିରା ବ୍ରିଜ ପର୍ଯ୍ୟନ୍ତ ରାସ୍ତା ପାର୍ଶ୍ୱ ଜବରଦଖଲ ଉଚ୍ଛେଦ ବର୍ତ୍ତମାନ ମୁଖ୍ୟ ପ୍ରସଙ୍ଗ ପାଲଟିଛି। ଏହାକୁ ନେଇ ସହର ଉଠୁଛି ପଡ଼ୁଛି। ସମ୍ପୃକ୍ତ ଅଞ୍ଚଳରୁ ଜବରଦଖଲ ଉଚ୍ଛେଦ ଦୀର୍ଘଦିନର ଦାବି…
ଲଘୁଚାପ ବର୍ଷାରେ ଚାଷଜମି ଜଳାର୍ଣ୍ଣବ
ଭେଡ଼େନ,୩୦।୭(ସୁଦନ ମହାକୁର): ଉତ୍ତର ଓଡ଼ିଶା ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଏହି କ୍ରମରେ ବରଗଡ଼ ଜିଲା ଭେଡ଼େନ ଅଞ୍ଚଳରେ ଶନିବାର ରାତିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଅନେକ ସ୍ଥାନରେ ୧୫୦ରୁ…
ଜିଲାପାଳଙ୍କ ଆଦେଶ ସତ୍ତ୍ବେ ନିର୍ବିକାର
ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)ବରଗଡ଼ ପୌର ପରିଷଦ ଅନ୍ତର୍ଗତ ଲେଙ୍ଗୁ ମିଶ୍ର ଛକଠାରୁ ନୂଆ ଜିରା ବ୍ରିଜ ପର୍ଯ୍ୟନ୍ତ ରାସ୍ତାପାର୍ଶ୍ୱ ଜବରଦଖଲ ଉଚ୍ଛେଦ ପ୍ରକିୟା ବର୍ତ୍ତମାନ ସହରରେ ପ୍ରମୁଖ ଚର୍ଚ୍ଚା ପାଲଟିଛି। ସହରର ଚା’ ଖଟିଠାରୁ ଆରମ୍ଭ କରି ବସଷ୍ଟାଣ୍ଡ, ଗଳିକନ୍ଦି ସବୁଠି ଏହାକୁ…
Archives


