କୁଆପଥର ମାଡ଼ରେ ଧାନ ନଷ୍ଟ, ଅନ୍ଧାରରେ ଝାରବନ୍ଧ
ଝାରବନ୍ଧ,୧୫।୫(ଡି.ଏନ୍.ଏ): କାଳବୈଶାଖୀ ପ୍ରଭାବରେ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ଏହାର ପ୍ରଭାବରେ ଚାଷୀଙ୍କ ଅମଳକ୍ଷମ ଧାନ ନଷ୍ଟ ହୋଇଛି । ସେହିପରି ବିଭିନ୍ନ ସ୍ଥାନରେ ଗଛ, ଡ଼ାଳ, ବିଦ୍ୟୁତ୍…
ବରଗଡ଼ ଗସ୍ତରେ ମୁଖ୍ୟ ଶାସନ ସଚିବ, ଉଠାଜଳସେଚନ ପ୍ରକଳ୍ପ କଲେ ତଦାରଖ
ବରଗଡ଼ ଅଫିସ,୧୫।୫: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରବିବାର ବରଗଡ଼ ଗସ୍ତରେ ଆସିଛନ୍ତି । ସେ ଏଠାକୁ ଆସିବା ବାଟରେ ହୀରକୁଦ ଜଳଭଣ୍ଡାର ଜିରୋ ପଏଣ୍ଟକୁ ଯାଇ ଗଙ୍ଗାଧର ମେହେର ମେଗା ଉଠା ଜଳସେଚନ ପ୍ରକଳ୍ପର…
ଝିଅ ବାହାଘର ଚାଲିଥିବା ବେଳେ ମା’ଙ୍କୁ ହତ୍ୟା
ବରଗଡ଼ ଅଫିସ,୧୩ା୫: ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ସାଲେପାଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବାହାଘର ଚାଲିଥିବା ସମୟରେ ମା’ଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ଉକ୍ତ ଗ୍ରାମର ଆଶାକର୍ମୀ…
ବିବାଦୀୟ ହୋଇପଡିଛି ଆରଡି ରାସ୍ତା ନିର୍ମାଣ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ
ସରଣ୍ଡା, ୧୨।୫(ଡିଏନଏ):ବରଗଡ ଜିଲା ଅତାବିରା ବ୍ଲକ ସରଣ୍ଡା ମନ୍ଦିର ଛକ ୫୩ ନମ୍ବର ଜାତୀୟ ରାଜପଥରୁ ଜାଙ୍ଗେଡ଼ ଆରଡ଼ି ରାସ୍ତା ଭାୟା ଲରାସରା ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି l ଏହି ରାସ୍ତାର ଟୁପାପଡା ଗ୍ରାମରେ ଯେଉଁ ପୁରୁଣା ଜମିରେ ରାସ୍ତା…
୪୪ କଫ୍ଶିରପ୍ ଜବତ, ଜଣେ ଗିରଫ
ଜମନକିରା,୧୧ା୫(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ କୁଲୁଣ୍ଡି ଛକରୁ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୪୪ ଟି କଫ୍ଶିରପ୍ ଜବତ କରିବା ସହ ଜଣକୁ ପୋଲିସ ଗିରଫ କରିଛି। ସୂଚନାନୁଯାୟୀ, ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି…
ମୁଣ୍ଡ ଉପରେ ଛିଡ଼ି ପଡ଼ିଲା ବରଗଛ ଡାଳ; ଚାଲିଗଲା ନାବାଳିକାଙ୍କ ଜୀବନ
ବରପାଲି, ୧୦।୫(ଡି.ଏନ୍.ଏ.): ବରଗଛ ଡାଳ ମୁଣ୍ଡରେ ପଡି ଯିବାରୁ ବରଗଡ଼ ଜିଲା ଭଟିଗାଁ ଗ୍ରାମରେ ମଙ୍ଗଳବାର ଜଣେ ନାବାଳିକାର ମୃତ୍ୟୁ ଘଟିଛି । ମୃତ ନାବାଳିକା ହେଲେ ଉକ୍ତ ଗ୍ରାମର ସୁଶୀଲ ଭୁଏଙ୍କ ଝିଅ ସୋନାଲି ଭୁଏ(୧୫)। ସକାଳ ପ୍ରାୟ ୧୦…
ଜେଲରେ କଏଦୀଙ୍କ ଆତ୍ମହତ୍ୟା, ହାତରେ ଲେଖିଛନ୍ତି ଲଭ ୟୁ ମଞ୍ଜୁ
ସୋହେଲା,୧୦।୫((ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ସବ୍ଜେଲରେ ମଙ୍ଗଳବାର ଭୋର୍ ସାଢେ ୪ଟା ବେଳେ ଜଣେ ବିଚାରାଧୀନ କଏଦୀ ଗଳାରେ ଗାମୁଛା ଭିଡି ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ମେଲଛାମୁଣ୍ଡା ଥାନା ଅଧୀନ ପେଟୁପାଲି ଗ୍ରାମର ମନମୋହନ ରାଉତିଆ(୨୬) । ମୃତକ ଜଣକ…
ବିବାହ ଫସର ଫାଟିଲା: ବରବେଶରେ ଗିରଫ ହେଲେ ବଳାତ୍କାର ଅଭିଯୁକ୍ତ
ବରଗଡ଼ ଅଫିସ୍,୯।୫: ବରଗଡ଼ ଜିଲା ଭଟଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ଗଭର୍ବତୀ କରିବା ଅଭିଯୋଗରେ ଗତ ୨୦୧୭ ମସିହାରୁ ଫେରାର ଥିବା ଅଭିଯୁକ୍ତଙ୍କୁ ସୋମବାର ବରବେଶରେ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ଭଟଲି ଥାନା କେଲେଣ୍ଡାପାଲି…
ପ୍ରେମିକଙ୍କ ସହ ହୋଟେଲ ଯାଇଥିଲେ ନାବାଳିକା, ମିଳିଲା ମୃତଦେହ
ବରଗଡ଼ ଅଫିସ,୯।୫: ବରଗଡ଼ ରେଳ ଷ୍ଟେଶନ ନିକଟ ବିଜୟ ନାମକ ଏକ ହୋଟେଲରେ ସୋମବାର ଜଣେ ନାବାଳିକା(୧୭)ଙ୍କ ରହସ୍ୟଜନକ ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ ବରଗଡ଼ ଜିଲା ଗାଇସିଲେଟ ଥାନା ଭେଲୁଆପଦର ଗ୍ରାମର ବୋଲି ଜଣାପଡିଛି। ତାଙ୍କୁ ହତ୍ୟା କରାଯାଇଥିବା…
ଯୁବତୀଙ୍କୁ ହତ୍ୟା କରି ଫିଙ୍ଗିଦେଲେ
ବରପାଲି, ୮।୫(ଡି.ଏନ୍.ଏ.): ବରଗଡ଼ ଜିଲା ବରପାଲି ଥାନା ଭଟିଗାଁ ଗ୍ରାମ ନିକଟ ରାନିଯୋର ବ୍ରିଜ୍ ତଳୁ ରବିବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ ମୃତଦେହକୁ ପୋଲିସ ଜବତ କରିଛି । ବ୍ରିଜ୍ ତଳେ ଜଣେ ଯୁବତୀଙ୍କ ମୃତଦେହ ପଡିଥିବା ବରପାଲି ପୋଲିସକୁ ଖବର…
କାଳବୈଶାଖୀରେ ଭାଙ୍ଗିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍ ତାର
ବରଗଡ଼ ଅଫିସ,୭।୫: ବରଗଡ଼ ଜିଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ତୋଫାନ ସାଙ୍ଗକୁ ବର୍ଷା ଯୋଗୁ ବିଶେଷକରି ବରଗଡ଼ ସହରରେ ଏହାର ପ୍ରଭାବ ଅଧିକ ରହିଥିଲା। ପ୍ରବଳ ବେଗରେ ପବନ ବହିବାରୁ ସହରରେ ରହିଥିବା ବହୁ ଗଛ ଡାଳ ଭାଙ୍ଗି ଯାଇଛି।…
ବରଗଡ଼ରେ ଯୋଗ ଦେଲେ ନୂଆ ଏସ୍ପି
ବରଗଡ଼ ଅଫିସ,୬ା୫: ବରଗଡ଼ ଜିଲାର ନୂତନ ଏସ୍ପି ଭାବେ ଶୁକ୍ରବାର ପରମାର୍ ସ୍ମିତ୍ ପୁରୁଷୋତ୍ତମ ଦାଶ ଯୋଗଦାନ କରିଛନ୍ତି। ୨୦୧୩ ବ୍ୟାଚ୍ ଆଇପିଏସ୍ ଅଫିସର ପରମାର୍ ଏହା ପୂର୍ବରୁ ନବରଙ୍ଗପୁର ଏସ୍ପି ଭାବେ କାର୍ଯ୍ୟରତ ଥିଲେ। ବରଗଡ଼ ଜିଲାରେ ଶାନ୍ତିଶୃଙ୍ଖଳା ରକ୍ଷା…
Archives


