ବରଗଡ଼

ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୨ା୫(ଅନିଲ ଦାସ)ବରଗଡ଼ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡ଼ିବା ପାଇଁ ସରକାର ବଦଳାଇବାକୁ ନିବେଦନ କରିଛନ୍ତି । ସାଢ଼େ ୪ କୋଟି ଓଡ଼ିଆଙ୍କ ଅସ୍ମିତାର ସୁରକ୍ଷା, ଲୋକଙ୍କ ପ୍ରତି ଥିବା ଆସ୍ଥା ତଥା ଓଡ଼ିଆ ଲୋକଙ୍କ ବିକାଶର ଦାୟିତ୍ୱ…

ବିଜେଡି ଛାଡ଼ିଲେ ସାଧୁ ନେପାକ

ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ତଥା ବରଗଡ଼ର ପୂର୍ବତନ ବିଧାୟକ ତଥା ସାଧୁ ନେପାକ ଶନିବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି। ତାଙ୍କୁ…

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ, ରହିଛି ଏମିତି ସବୁ କାର୍ଯ୍ୟସୂଚୀ…

ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ଅନୁଯାୟୀ, ହେଲିକପ୍ଟର ଯୋଗେ ଆସି ମୁଖ୍ୟମନ୍ତ୍ରୀ ଅପରାହ୍ନ ୪ଟାରେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆର ଅସ୍ଥାୟୀ ହେଲିପ୍ୟାଡ୍‌ରେ…

ଭାରତମାତା, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବରଗଡ଼,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଶନିବାର ଅପରାହ୍ନରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ବରଗଡ଼ରେ ପହଞ୍ଚିଛନ୍ତି। ମୋଦି ବରଗଡ଼ରେ ପହଞ୍ଚିବା ପରେ ମୋଦି ଜୀ ମୋଦି ଜୀ ନାରାରେ କମ୍ପି ଉଠିଥିଲା ସଭାସ୍ଥଳ। ପ୍ରଧାନମନ୍ତ୍ରୀ…

ନାଁ ନ ନେଇ ଟାର୍ଗେଟ କଲେ ମୋଦି, ସିଏମ ନୁହେଁ ସରକାର ଚଳାଉଛନ୍ତି…

ବରଗଡ଼, ୧୧।୫: କନ୍ଧମାଳ, ବଲାଙ୍ଗୀର ପରେ ବରଗଡ଼ରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବରଗଡ଼ରେ ଜନସଭା ଆରମ୍ଭରୁ ବିଜେଡି ସରକାରଙ୍କୁ ସିଧା ହମଲା କରିଛନ୍ତି ମୋଦି। ସେ କହିଛନ୍ତି, ୨୫ ବର୍ଷ ଭିତରେ ବିଜେଡି ସରକାର ଗରିବୀରୁ ବାହାରକୁ ଆଣିପାରିନି। ସାରା…

ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼,୧୦।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୋଦି ମଧ୍ୟାହ୍ନ ୧୨ଟାରେ ପହଞ୍ଚି ତାଙ୍କ ଏହି ଗସ୍ତରେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲଗେଟ୍‌…

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ନିକଟସ୍ଥ ଏକ ପଡ଼ିଆରେ ହେବାକୁ ଥିବା ସଭାରେ ଉପସ୍ଥିତ ଜନତାଙ୍କୁ ସମ୍ବାଧିତ…

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା ପ୍ରଚାର ମାଧ୍ୟମ ଆପଣାଇଛନ୍ତି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟଙ୍କ…

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…

ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଉପଜିଲାପାଳଙ୍କ ଅଫିସକୁ…

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା ଜବତ କରିଛି। ଏହା ସହିତ ଉକ୍ତ ଗାଡ଼ିରେ ଥିବା ଛତିଶଗଡ଼ ରାଜ୍ୟ ମହାସମୁଦ ଜିଲା…

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ ଚାଲିଛି। ଶନିବାର ନାମାଙ୍କନ ଗ୍ରହଣର ଶେଷ ଦିବସ। ଗତ ୨ଦିନ ହେଲା ଜିଲାରେ ପ୍ରାର୍ଥିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?