ବରଗଡ଼

ପଦ୍ମପୁର ଉପନିର୍ବାଚନ ବିଜ୍ଞପ୍ତି ପ୍ରକାଶ

ବରଗଡ଼ ଅଫିସ,୧୦ା୧୧: ବରଗଡ଼ ଜିଲା ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ଡିସେମ୍ବର ୫ରେ ଭୋଟ୍‌ ଏବଂ ୮ରେ ଗଣତି ହେବ। ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର…

କଳାକାରଙ୍କ ଅଡିଶନ ଆରମ୍ଭ

ବରଗଡ଼ ଅଫିସ୍‌,୮।୧୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଅନ୍ୟବର୍ଷ ଅପେକ୍ଷା ଏଥର ଧନୁଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ କମିଟି ନିଷ୍ପତ୍ତି ନେଇଛି। ଏହି କ୍ରମରେ ଚଳିତବର୍ଷ ଧନୁଯାତ୍ରା କଳାକାର ଚୟନ…

ଧାମନଗର ପରେ ପଦ୍ମପୁର ଚିନ୍ତା

ବରଗଡ଼ ଅଫିସ:ଧାମନଗର ବିଧାନ ସଭା ନିର୍ବାଚନ ଫଳ ରବିବାର ପ୍ରକାଶ ପାଇଛି। ଦିବଂଗତ ଭାଜପା ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ଏହି ଆସନରୁ ବିଜୟୀ ହୋଇ ଦଳର ସମ୍ମାନ ରଖିଛନ୍ତି। ଏଥିରେ ଭାଜପା ଉଲ୍ଲସିତ ହୋଇପଡିଥିବା ବେଳେ ବିଜେଡ଼ି…

ପଦ୍ମପୁର ଉପନିର୍ବାଚନ: ପ୍ରାର୍ଥିତ୍ୱକୁ ନେଇ ବଢ଼ିଲା ଉତ୍କଣ୍ଠା

ବରଗଡ଼ ଅଫିସ୍‌.୬।୧୧: ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ଡିସେମ୍ବର ୫ତାରିଖରେ ଉପନିର୍ବାଚନ ହେବ। ଏଥିପାଇଁ ନଭେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହା ଘୋଷଣା ହେବା ପରେ କେବଳ ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।…

ପାଇକମାଳରେ ୧୨ ଘଣ୍ଟିଆ ବନ୍ଦ ପାଳନ

ପାଇକମାଳ, ୫।୧୧(ଡି.ଏନ.ଏ.): ପାଇକମାଳକୁ ଏନ୍‌ଏସି ଘୋଷଣା, ପାଇକମାଳ ପିଏଚ୍‌ସିକୁ ସିଏଚ୍‌ସି କରିବା, ୧୩୨/୩୩ କେଭି ଗ୍ରୀଡ୍‌ ସ୍ଥାପନ, ଜେଏମ୍‌ଏଫ୍‌ସି କୋର୍ଟ ଶୀଘ୍ର ଖୋଲିବା ଓ ପଦ୍ମପୁରକୁ ଜିଲା ଘୋଷଣା କରିବା ଦାବି କରି ଶୁକ୍ରବାର ୧୨ ଘଣ୍ଟିଆ ପାଇକମାଳ ବନ୍ଦ ପାଳନ…

ବୀମା କ୍ଷତିପୂରଣ ନ ଦେଲେ ଭୋଟ୍‌ରେ ଜବାବ ଦେବୁ

ପଦ୍ମପୁର,୨।୧୧(ଡି.ଏନ.ଏ.): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଦେଶ ଅମୃତ ମହୋତ୍ସବ ପାଳନ କରୁଛି। ଅଥଚ ଦେଶର ଚାଷୀମାନେ ଆଜି ମଧ୍ୟ ଶୋଷିତ, ଋଣଗ୍ରସ୍ତ ଏବଂ ଅବହେଳିତ ଅବସ୍ଥାରେ ରହିଛନ୍ତି। କୃଷକଙ୍କ ବୃତ୍ତି ଓ ଭବିଷ୍ୟତ ପୁଞ୍ଜିପତିଙ୍କ ହାତରେ ବନ୍ଧା ପଡ଼ିଛି। ସରକାରଙ୍କ…

କାରଣ ଖୋଜି ପାଉନି ପୋଲିସ

ବରଗଡ଼ ଅଫିସ୍‌,୧।୧୧:ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ଜାଣ୍ଡୋଲ(କନ୍ଧପଡ଼ା)ରେ ଗୋଟିଏ ବୁଣାକାର ପରିବାର ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକମାନେ ହେଲେ ଗୃହକର୍ତ୍ତା ଶେଷଦେବ ମେହେର(୬୫), ସ୍ତ୍ରୀ କ୍ଷୀରେଶ୍ୱରୀ(୬୦), ପୁଅ ଅରବିନ୍ଦ(୩୦) ଏବଂ ଝିଅ…

ବନ୍ଦ କୋଠରିରୁ ୪ ସଦସ୍ୟଙ୍କ ମୃତଦେହ ମିଳିବା ଘଟଣା: ହତ୍ୟା ମାମଲା ରୁଜୁ କରି ପୋଲିସର ଛାନ୍‌ଭିନ୍‌

ବରଗଡ଼ ଅଫିସ,୩୧ା୧୦: ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଜାଣ୍ଡୋଲ କନ୍ଧପଡ଼ାର ବନ୍ଦ କୋଠରିରୁ ଏକ ବୁଣାକାର ପରିବାରର ୪ସଦସ୍ୟଙ୍କ ମୃତଦେହ ମିଳିବା ଘଟଣା ସଭିଁଙ୍କୁ ସ୍ତବ୍ଧ କରି ପକାଇଛି। ପାରିପାଶର୍‌ବିକ ସ୍ଥିତିରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅନୁମାନ…

ଘରୁ ମିଳିଲା ଗୋଟିଏ ପରିବାରର ୪ ମୃତଦେହ

ବରଗଡ଼ ଅଫିସ୍‌,୩୦।୧୦: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଜାଣ୍ଡୋଲ(କନ୍ଧପଡ଼ା)ରେ ଏକ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ଏକ ବୁଣାକାର ପରିବାରର ୪ ସଦସ୍ୟଙ୍କ ମୃତଦେହ ଘର ଭିତରେ ପଡିଥିବା ରବିବାର ସନ୍ଧ୍ୟାରେ ଦେଖିବାକୁ ମିଳିଛି। ମୃତକମାନେ ହେଲେ ଶେଷଦେବ…

ଭୋଟରଙ୍କୁ ପ୍ରଭାବିତ କରିବାକୁ ଭେଳିକି

ବରଗଡ଼ ଅଫିସ୍‌,୩୦।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ଶନିବାର ୪୮୮ କୋଟି ଟଙ୍କାର ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ତେବେ ପଦ୍ମପୁର ଉପନିର୍ବାଚନ ତାରିଖ ଘୋଷଣା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ…

ଚାଷୀଙ୍କ ଚିନ୍ତା ବିଳମ୍ବିତ ଧାନ ସଂଗ୍ରହ

ବରଗଡ଼ ଅଫିସ୍‌,୨୯।୧୦: ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଆରମ୍ଭ ହୋଇଛି। ଜିଲାର ଉଭୟ ହୀରାକୁଦ ଜଳସେଚିତ ଏବଂ ଅଣଜଳସେଚିତ ଅଞ୍ଚଳର ଚାଷୀମାନେ ଧାନ ଅମଳରେ ଲାଗି ପଡ଼ିଛନ୍ତି। ଅନ୍ୟପଟେ ମଣ୍ଡି ଖୋଲି ନ ଥିବାରୁ ଚାଷୀମାନେ ଅମଳ ଧାନ କେଉଁଠି…

ସର୍ବଭାରତୀୟ ସ୍ତରରେ ଗୌରବ ଆଣିଲେ ବରଗଡ଼ ଝିଅ

ବରଗଡ଼ ଅଫିସ, ୨୮।୧୦: ବରଗଡ଼ର ଝିଅ ନବ୍ୟା ନବେଲି ଆଚାର୍ଯ୍ୟ ମୁମ୍ବାଇସ୍ଥିତ ଭାବା ଏଟମିକ ରିସର୍ଚ୍ଚ ପରିସରରେ ଚାଲିଥିବା ସର୍ବଭାରତୀୟ ପ୍ରବନ୍ଧ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଜିଲା ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ସେ ଏହି ପ୍ରତିଯୋଗିତାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri