ବରଗଡ଼

ଯୁବତୀଙ୍କୁ ଗଳାକାଟି ହତ୍ୟା, ଭଉଣୀଙ୍କୁ ମରଣାନ୍ତକ ଆକ୍ରମଣ

ପାଇକମାଳ,୧୬ା୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପାଇକମାଳ ଥାନା ଜର୍ଜଗଡ଼ ଗ୍ରାମ ନିକଟ ଏକ ନାଳ ପାଖରେ ଗୁରୁବାର ଜଣେ ଯୁବତୀଙ୍କୁ ନିର୍ମମ ଭାବରେ ହତ୍ୟା କରାଯାଇଛି। ଯୁବତୀ ଜଣକ ହେଲେ, ଉକ୍ତ ଗ୍ରାମର ନମିତା ଶତନାମୀ (୨୦)। ସେ ଆଜି ପୂର୍ବାହ୍ନରେ ନିକଟସ୍ଥନାଳକୁ…

ଜମାଟଙ୍କା ନ ଫେରାଇଲେ ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୪।୨ ଚିଟଫଣ୍ଡ୍‌ ସଂସ୍ଥା ଦ୍ୱାରା ଅନେକ ଜମାକାରୀ ଠକାମୀର ଶୀକାର ହୋଇଛନ୍ତି। ସରକାରଙ୍କ ପାଖରେ ବାରମ୍ବାର ଦାବି ସତ୍ତ୍ବେ ସେମାନେ ସେମାନଙ୍କ ଜମାଟଙ୍କା ଫେରି ପାଇ ନାହାନ୍ତି। ଏହାକୁ ନେଇ ଜମାକାରୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି କ୍ରମରେ…

‘ବଜେଟରେ ଚାଷୀଙ୍କୁ ଠକିଛି କେନ୍ଦ୍ର’

ବରଗଡ଼ ଅଫିସ୍‌,୮।୨: କେନ୍ଦ୍ର ସରକାର ୨୦୨୩-୨୪ ବର୍ଷ ପାଇଁ ଆଗତ କରିଥିବା ବଜେଟ୍‌ରେ ଚାଷୀଙ୍କୁ ଠକିଛି ବୋଲି ବିଜେଡି ଅଭିଯୋଗ କରିଛି। ବରଗଡ଼ର ଏକ ହୋଟେଲରେ ମଙ୍ଗଳବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ବିଜେଡି ରାଜ୍ୟ ଉପସଭାପତି ତଥା ପୂର୍ବତନ ଏମ୍‌ପି…

ଟଙ୍କା ଜମା କରି ଯୋଜନାରୁ ବଞ୍ଚିତ

ବରଗଡ଼ ଅଫିସ୍‌,୭।୨ : ବରଗଡ଼ ଜିଲାରେ ଅଣଜଳସେଚିତ ଜମିକୁ ଜଳସେଚନ କରିବା ଉଦ୍ଦେଶ୍ୟରେ ଥିବା ଗଭୀର ନଳକୂପ ଖନନ ଯୋଜନା ବାଟବଣା ହୋଇଛି। ଚାଷୀମାନେ ଅଗ୍ରୀମ ଦେୟ ସହିତ ଆବଶ୍ୟକ କାଗଜାତ୍‌ ଜମା ଦେବା ପରେ ମଧ୍ୟ କିଛି ସୁଫଳ ମିଳିପାରିନାହିଁ।…

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା, ଜଣେ ମୃତ, ଅନେକ ଆହତ

ସୋହେଲା,୫।୨ (ଡିଏନଏ): ବରଗଡ଼ ଜିଲା ସୋହେଲା କଲେଜ ଛକରେ ଶନିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଜିଯେ ୦୫ ବିଏକ୍ସକ୍‌ ୩୪୨୩ ନମ୍ବର ବିଶିଷ୍ଚ ଏକ ତୀର୍ଥଯାତ୍ରୀ ବସ୍‌ ସୋହେଲା କଲେଜ ସମ୍ମୁଖ ରାସ୍ତାକଡରେ ଛିଡ଼ା…

ଜମିପଟ୍ଟା ଦିଅ, ନଚେତ୍‌ ବିସ୍ଥାପନ କର

ବରଗଡ଼ ଅଫିସ୍‌,୨୧।୧: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ କର୍ଲା ପଞ୍ଚାୟତ ଅନ୍ତର୍ଗତ ଦେଚୁଆଁ ଗ୍ରାମବାସୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି। ଏପର୍ଯ୍ୟନ୍ତ ସେମାନଙ୍କ ପାଖକୁ ମୌଳିକ ସୁବିଧା ସୁଯୋଗ ମିଳିନାହିଁ। ଏଭଳି ଅଭିଯୋଗ ନେଇ ଶୁକ୍ରବାର ଗ୍ରାମବାସୀ ବରଗଡ଼…

ସ୍ବାସ୍ଥ୍ୟ ସମସ୍ୟା ନେଇ ସିଡିଏମ୍‌ଓଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୧୮।୧: ବରଗଡ଼ ଜିଲା ଅଭିଭାବକ ସଂଘର ଏକ ପ୍ରତିନିଧି ଦଳ ମଙ୍ଗଳବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡ଼ିଏମ୍‌ଓ) ଡା. ଚାରୁବାଳା ରଥଙ୍କୁ ଫେରାଦ ହୋଇ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରିଛନ୍ତି। ନୂତନ ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ଡାକ୍ତର…

୪ ଶିଶୁଙ୍କ ସମେତ ୧୧ ଶ୍ରମିକ ବନ୍ଧକ

ବରଗଡ଼ ଅଫିସ୍‌,୧୦।୧: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଦାଦନ ସମସ୍ୟା ଲାଗି ରହିଛି। ଏହି ଉପଖଣ୍ଡ ଜଗଦଲପୁର ଥାନା ଘେଁସରା ଗ୍ରାମର ୭ଜଣ ଶ୍ରମିକ ତେଲଙ୍ଗାନା ରାଜ୍ୟକୁ ଯାଇ ସେଠାରେ ଜଣେ ଇଟାଭାଟି ମାଲିକଙ୍କ ପାଖରେ ବନ୍ଧା ପଡ଼ିଥିବା ଅଭିଯୋଗ ହୋଇଛି।…

ଜମିପଟ୍ଟା ପାଇଁ ତହସିଲଦାରଙ୍କୁ ଦାବିପତ୍ର, ଆଗାମୀ ଦିନରେ ତେଜିବ ଆନ୍ଦୋଳନ

ଜାମଟିକ୍ରା,୯।୧(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ମନାପଡ଼ା ପଞ୍ଚାୟତ ଅଧୀନ ମନାପଡା ଝୁପୁଡ଼ିପଡାର ୩୫ ଭୂମିହୀନ, ଆଦିବାସୀ, ଓବିସି ଓ ଦଳିତ ପରିବାର ଏବଂ କେନାଲ ପଡ଼ାର ୩୧ ଭୂମିହୀନ ପରିବାର ଦୀର୍ଘ ୫୦ବର୍ଷରୁ ଊର୍ଦ୍ଧ୍ୱ ହେବ ସରକାରୀ ଜାଗାରେ ବସବାସ…

କଂସ ବଧ ସହ ସରିଲା ଧନୁଯାତ୍ରା

ମଥୁରାନଗରୀ,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଅନ୍ତିମ ଦିବସରେ କଂସ ବଧ ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥିଲା। ସବୁଦିନ ଭଳି କଂସ ମହାରାଜ ମଥୁରା ଭ୍ରମଣ ସାରି ପାତ୍ରମନ୍ତ୍ରୀଙ୍କ ସହିତ ସ୍ଥାନୀୟ…

ପରମ୍ପରାରେ ସମୃଦ୍ଧ ପୁଷ୍‌ପୁନି ଛେର୍‌ଛେରା

ପାଇକମାଳ, ୭।୧(ଡି.ଏନ.ଏ.): ପଶ୍ଚିମ ଓଡିଶାର ଅନେକ ପର୍ବପର୍ବାଣୀ ମଧ୍ୟରେ ପୁଷ୍‌ପୁନି ହେଉଛି ଅନ୍ୟତମ ପର୍ବ। ଏହା ଏକ ନିଆରା ପର୍ବ। ଏଥିରେ ସାଜସଜ୍ଜା କି ପୂଜାପାଠ ମଧ୍ୟ ନାହିଁ। କେବଳ ଖାଇବା, ପିଇବା, ମଜା ମଜଲିସ୍‌ କରିବା ଭଳି ଏକ ସୁନ୍ଦର…

କୃଷ୍ଣ ବଳରାମଙ୍କୁ ଭେଟିଲେ ଅକ୍ରୂର

ମଥୁରାନଗରୀ,୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବର ମଙ୍ଗଳବାର ଅଷ୍ଟମ ଦିବସରେ ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥିଲା। ଗୋଟିଏ ପଟେ ଗୋପପୁର ବୃନ୍ଦାବନ ପଡ଼ିଆ ଏବଂ ଅନ୍ୟପଟେ ମଥୁରାନଗରୀର ରାଜଦରବାର ଓ ରଙ୍ଗମହଲର ଦୃଶ୍ୟାଭିନୟ ଚିତ୍ତାକର୍ଷକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri