ସରିଲା ନାମାଙ୍କନ: ଆଗକୁ ପ୍ରଚାର
ବରଗଡ଼ ଅଫିସ୍,୮।୩: ବରଗଡ଼ ଜିଲାରେ ପୌର ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଶେଷ ହୋଇଛି। ଏହାପରେ ପୌର ପରିଷଦ ଦଖଲ ପାଇଁ ସବୁଦଳଙ୍କ କସରତ ଆରମ୍ଭ ହୋଇଛି। ପଞ୍ଚାୟତ ଭୋଟ୍ବେଳେ ଗ୍ରାମାଞ୍ଚଳରେ ଯେଭଳି ବିଭିନ୍ନ ରାଜନୈତିକ ଦଳର ନେତାମାନେ ଡେରା ପକାଇଥିଲେ…
ଅଧ୍ୟକ୍ଷା ପଦବୀ ପାଇଁ ଲବି
ବରଗଡ଼ ଅଫିସ୍,୨।୩: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ସୋମବାର ସରି ଯାଇଛି। ସର୍ବଶେଷ ଫଳାଫଳ ଅନୁସାରେ ଜିଲାରେ ଏଥର ବିଜେଡ଼ି ବାଜିମାତ୍ ମାରିଛି। ୩୪ ଜିଲା ପରିଷଦ ଆସନ ମଧ୍ୟରୁ ସର୍ବାଧିକ ୨୭ ଜୋନ୍ରେ ବିଜେଡ଼ି ପ୍ରାର୍ଥୀ…
ହାରିଗଲେ ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା
ବରଗଡ଼ ଅଫିସ୍,୨୭।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ (ଭାଜପା) ଏବଂ ଗୀତାଞ୍ଜଳୀ ପୁଟା(ବିଜେଡ଼ି)ଙ୍କୁ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି । ବରଗଡ଼ ଜୋନ୍-୧ରୁ ଭାଜପା ପ୍ରାର୍ଥିନୀ ରହିଥିବା ମୁକ୍ତାଙ୍କୁ ବିଜେଡ଼ି ପ୍ରାର୍ଥିନୀ ପୁଷ୍ପା…
୨ଟି ଆସନରେ ବିଜେଡିର ବାଜିମାତ୍
ବରଗଡ଼ ଅଫିସ,୨୭ା୨: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଶନିବାର ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଚାଲିଥିଲା । ତେବେ ଗଣତି ସରିବା ପରେ ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀ ୨ ଜିଲା ପରିଷଦ ଜୋନ୍ରେ ବିଜେଡି ପ୍ରାର୍ଥି…
ସୋହେଲା, ଅମ୍ବାଭୋନାରେ ବିଜେଡି ବିଜୟୀ
ବରଗଡ଼ ଅଫିସ,୨୬ା୨: ବରଗଡ଼ ଜିଲା ସୋହେଲା(ଜିଲା ପରିଷଦ ଜୋନ-୩୨) ଏବଂ ଅମ୍ବାଭୋନା(ଜିଲା ପରିଷଦ ଜୋନ-୫)ର ଭୋଟ ଗଣତି ସରିଛି। ଉଭୟ ଜୋନରେ ବିଜେଡି ବାଜିମାତ୍ କରିଛି । ସୋହେଲାରେ ଦଳୀୟ ପ୍ରାର୍ଥିନୀ ଜାଇଫୁଲ ସିଂ ବରିହା ତାଙ୍କ ନିକଟତମ ପ୍ରାର୍ଥିନୀ ଭାଜପାର…
ଚାଲିଛି ଗଣତି: ଜିଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ଆଗରେ ବିଜେଡି
ବରଗଡ଼ ଅଫିସ,୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଜାରି ରହିଛି । ତେବେ ନିର୍ବାଚନ ମଇଦାନକୁ ପୁଣି ପ୍ରାର୍ଥିଭାବେ ଓହ୍ଲାଇଥିବା ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ଏବଂ ଗୀତାଞ୍ଜଳି ପୁଟା ଏପର୍ଯ୍ୟନ୍ତ ନିକଟତମ…
ବରଗଡ଼ ଜିଲାରେ ଭୋଟ ଗଣତି: ୯ ଆସନରେ ବିଜେଡ଼ି, ୩ଟିରେ ଭାଜପା ଆଗୁଆ
ବରଗଡ଼ ଅଫିସ୍,୨୬।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଶନିବାର ଚାଲିଛି । ପ୍ରଥମ ପର୍ଯ୍ୟାୟରେ ବରଗଡ଼ ଜିଲାର ୧୨ଟି ବ୍ଲକ ଅନ୍ତର୍ଗତ ଜୋନ୍-୧ ଗୁଡ଼ିକର ଭୋଟ୍ ଗଣନା ଚାଲିଛି । ଭୋଟ ଗଣନାର ପ୍ରଥମ ରାଉଣ୍ଡ ଶେଷସୁଦ୍ଧା ଜିଲାର ପାଇକମାଲ,…
ଭୋଟ୍ ଗଣତି ଆରମ୍ଭ ଉତ୍କଣ୍ଠାରେ ପ୍ରାର୍ଥୀ
ବରଗଡ଼ ଅଫିସ୍,୨୬।୨: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି ଶନିବାର ଆରମ୍ଭ ହୋଇଯାଇଛି। ଶନିବାର ପ୍ରଥମ ପର୍ଯ୍ୟାୟରେ ଜିଲାର ୧୨ ବ୍ଲକର ୧୨ ଜିଲା ପରିଷଦ ଜୋନ୍ରେ ୱାର୍ଡସଭ୍ୟ, ସରପଞ୍ଚ, ସମିତିସଭ୍ୟ ଏବଂ ଜିଲା ପରିଷଦ ସଭ୍ୟ ପ୍ରାର୍ଥୀଙ୍କ…
ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ସମସ୍ତ ମୃତକ ଗୋଟିଏ ଜିଲାର
ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 1.A 28 years old Male of Baragarh District who was…
ଭିଜିଲାନ୍ସ ଜାଲରେ ଏନ୍ଏସି ଜମାଦାର
ବରଗଡ଼ ଅଫିସ,୧୭ା୨: ବରଗଡ଼ ଜିଲା ପଦ୍ମପୁର ଏନ୍ଏସି ଜମାଦାର ଦୀନବନ୍ଧୁ ପଣ୍ଡା ଗୁରୁବାର ମଧ୍ୟାହ୍ନରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣଙ୍କଠାରୁ ୨୫ ହଜାର ଲାଞ୍ଚ ନେଉଥିବା ବେଳେ ବରଗଡ଼ ଭିଜିଲାନ୍ସର ଏକ ଟିମ୍ ଅତର୍କିତ ଚଢ଼ାଉ କରି ତାଙ୍କୁ ଧରିଥିଲା।…
ଭୋଟ ପୂର୍ବରୁ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ, ନିର୍ବାଚନ ସ୍ଥଗିତ
ବରଗଡ଼ ଅଫିସ,୧୬।୨ : ବରଗଡ଼ ଜିଲାରେ ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ହୃଦଘାତରେ ପରଲୋକ ହୋଇଛି। ସେ ମଙ୍ଗଳବାର ଗୁରୁତର ଅସୁସ୍ଥ ହୋଇ ପଡିବା ପରେ ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ…
ପ୍ରଚାର ବେଳେ ସରପଞ୍ଚ ପ୍ରାର୍ଥୀଙ୍କ ସ୍ବାମୀଙ୍କୁ ହତ୍ୟା ଧମକ
ବରଗଡ଼ ଅଫିସ୍,୨।୨: ତ୍ରିସ୍ତରୀୟ ପଞ୍ଚାୟତ ଭୋଟକୁ ନେଇ ବରଗଡ଼ ଜିଲାରେ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ଜୋର୍ ଧରିଥିବା ବେଳେ ପ୍ରାକ୍ ନିର୍ବାଚନୀ ହିଂସା ଚର୍ଚ୍ଚାର ବିଷୟ ହୋଇଛି। କିଛିଦିନ ତଳେ ପ୍ରଚାରରେ ଯାଇଥିବା ବେଳେ ସୋହେଲା ଥାନା ଅଞ୍ଚଳରେ ଜଣେ ପ୍ରାର୍ଥୀଙ୍କ…
Archives


