ବରଗଡ଼

ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି । ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାୟକ ତଥା ବିଜେଡ଼ିର ବରଗଡ଼…

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ…

ସକାଳ ୯ଟା ସୁଦ୍ଧା ବରଗଡ଼ ଜିଲାରେ ମତଦାନ ହାର:ଭଟଲିରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଜିଲାର ଭଟଲି ବିଧାନସଭା…

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା କଂଗ୍ରେସ…

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନର ରେଢ଼ାଖୋଲ ବିଧାନସଭାର ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ଏମ୍‌ପି…

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ ରବିବାର କିଛି ପ୍ରାର୍ଥୀ ବିଭିନ୍ନ ଅସାଧୁ ଉପାୟ ଅବଳମ୍ବନ କରୁଥିବା ପରିଲକ୍ଷିତ ହୋଇଛି। କିଏ…

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ ପରିଣତ ହୋଇଛି। ଉଭୟ ରବି ଏବଂ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଚାଷୀମାନେ…

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ। ଦେବେଶ ମଧ୍ୟ ବିଜେଡିର ରାଜ୍ୟ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ପୁତୁରା।…

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼ ଜିଲାରେ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ଶନିବାର ସନ୍ଧ୍ୟାରୁ ପ୍ରଚାର ଅବଧି ସରିବ।…

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ବରଗଡ଼ ସମେତ ୫ଟି ଲୋକ ସଭା କ୍ଷେତ୍ର ଓ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟ୍‌…

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି। ଭୋଟରମାନେ କହିଛନ୍ତି, ନିର୍ବାଚନ ସମୟରେ ନେତାମାନେ ଆସୁଛନ୍ତି, ଭୋଟ୍‌ ପାଇଲା ପରେ ଚାଲି ଯାଉଛନ୍ତି।…

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେଇ ମୋଦି ସରକାରଙ୍କ ସଫଳତା ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?