ବରଗଡ଼

ପ୍ରଚାର ବେଳେ ସରପଞ୍ଚ ପ୍ରାର୍ଥୀଙ୍କ ସ୍ବାମୀଙ୍କୁ ହତ୍ୟା ଧମକ

ବରଗଡ଼ ଅଫିସ୍‌,୨।୨: ତ୍ରିସ୍ତରୀୟ ପଞ୍ଚାୟତ ଭୋଟକୁ ନେଇ ବରଗଡ଼ ଜିଲାରେ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ଜୋର୍‌ ଧରିଥିବା ବେଳେ ପ୍ରାକ୍‌ ନିର୍ବାଚନୀ ହିଂସା ଚର୍ଚ୍ଚାର ବିଷୟ ହୋଇଛି। କିଛିଦିନ ତଳେ ପ୍ରଚାରରେ ଯାଇଥିବା ବେଳେ ସୋହେଲା ଥାନା ଅଞ୍ଚଳରେ ଜଣେ ପ୍ରାର୍ଥୀଙ୍କ…

ଆଚରଣ ବିଧି ଉଲ୍ଲଂଘନ, ପିଇଓ ନିଲମ୍ବିତ

ବରଗଡ଼ ଅଫିସ୍‌,୩୧।୧: ତ୍ରିସ୍ତରୀୟ ପଞ୍ଚାୟତ ଭୋଟ୍‌କୁ ନେଇ ବରଗଡ଼ ଜିଲାରେ ରାଜନୈତିକ ଉଷ୍ମତା ବଢ଼ି ଚାଲିଛି। ଏଭଳି ସମୟରେ ବରଗଡ଼ ବ୍ଲକ ଖଣ୍ଡହଥା ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଗୋଲାପ ନାଏକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ ଜିଲାପାଳ…

ଆଚରଣ ବିଧି ଉଲ୍ଲଂଘନ: ପିଇଓ ନିଲମ୍ବିତ

ବରଗଡ଼ ଅଫିସ, ୩୦।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବରଗଡ଼ ଜିଲା ସରଗରମ ହୋଇ ପଡ଼ଛି। ତେବେ ଏହି ସମୟରେ ବରଗଡ଼ ବ୍ଲକ ଖଣ୍ଡହଥା ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଗୋଲାପ ନାଏକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି।…

ରାତାରାତି ବଦଳିଗଲା ନିର୍ବାଚନୀ ଚିହ୍ନ

ବରଗଡ଼ ଅଫିସ୍‌,୨୯।୧: ପଞ୍ଚାୟତ ଭୋଟ୍‌କୁ ନେଇ ବରଗଡ଼ ଜିଲାରେ ଘଡ଼ିକେ ଘୋଡ଼ା ଛୁଟୁଛି। ଜିଲାର ଅମ୍ବାଭୋନା ବ୍ଲକର ଜିଲା ପରିଷଦ ଜୋନ-୨ରୁ କଂଗ୍ରେସ ଓ ଭାଜପା ପ୍ରାର୍ଥିନୀ ନାମାଙ୍କନ ପ୍ରତ୍ୟାହାର କରିବା ପରେ ସହଜରେ ବିଜେଡ଼ି ଏହି ଆସନକୁ ହାତେଇ ପାରିଛି…

ଆରମ୍ଭରୁ ୟୁରିଆ କଳାବଜାର

ବରଗଡ଼ ଅଫିସ୍‌,୨୯।୧: ବରଗଡ଼ ଜିଲାରେ ରବିଚାଷ କାର୍ଯ୍ୟ ଆରମ୍ଭ ହୋଇଛି। ଚାଷୀମାନେ ଧାନ ବୁଣାବୁଣି କରିସାରିଥିବା ବେଳେ ଅନେକ ସ୍ଥାନରେ ଧାନପହ୍ଲା ରୁଆ ଚାଲିଛି। ତେବେ ରବି ଫସଲ ଆରମ୍ଭରୁ ୟୁରିଆ ସାରକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏହି କ୍ରମରେ…

ସରିଥିଲା ବ୍ୟାନର, ପୋଷ୍ଟର ଛପା : ରାତାରାତି ବଦଳିଗଲା ନିର୍ବାଚନୀ ଚିହ୍ନ

ବରଗଡ଼ ଅଫିସ୍‌,୨୮।୧: ପଞ୍ଚାୟତ ଭୋଟ୍‌କୁ ନେଇ ବରଗଡ଼ ଜିଲାରେ ଘଡ଼ିକେ ଘୋଡ଼ା ଛୁଟୁଛି। ଜିଲାର ଅମ୍ବାଭୋନା ବ୍ଲକର ଜିଲା ପରିଷଦ ଜୋନ-୨ରୁ କଂଗ୍ରେସ ଓ ଭାଜପା ପ୍ରାର୍ଥିନୀ ନାମାଙ୍କନ ପ୍ରତ୍ୟାହାର କରିବା ପରେ ସହଜରେ ବିଜେଡ଼ି ଏହି ଆସନକୁ ହାତେଇ ପାରିଛି…

ଭାଜପାକୁ ଆଉ ଏକ ଝଟ୍‌କା: ଦଳ ଛାଡ଼ିଲେ ସୁକାନ୍ତ

ବରଗଡ଼ ଅଫିସ୍‌,୨୫।୧- ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ସୋମବାର ୨ ଜାତୀୟ ଦଳ ଭାଜପା, କଂଗ୍ରେସ ପ୍ରାର୍ଥିନୀ ଅମ୍ବାଭୋନା ବ୍ଲକ ଜୋନ-୨ରୁ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଥିଲେ । ଏହାପରେ ଏହି ଆସନରୁ ବିଜେଡ଼ି…

ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଲେ ଭାଜପା, କଂଗ୍ରେସ

ବରଗଡ଼ ଅଫିସ୍‌/ଅମ୍ବାଭୋନା,୨୪।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଚାଲିଛି ଛକାପଞ୍ଝା । ଏଭଳି ସ୍ଥିତିରେ ସୋମବାର ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଜିଲା ପରିଷଦ ଜୋନ-୨ରୁ ଦଳୀୟ ପ୍ରାର୍ଥିନୀ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବା ପରେ ଉଭୟ ଭାଜପା, କଂଗ୍ରେସକୁ ଲାଗିଛି ବଡ଼…

ପରପାରିରେ ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନ

ବରଗଡ଼ ଅଫିସ,୨୧।୧: ବରଗଡ଼ ଜିଲାର ସଂଗ୍ରାମୀ ପୀଠ ସୋହେଲା ଥାନା ଅନ୍ତର୍ଗତ ପାଣିମୋରା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୩ ବର୍ଷ ହୋଇଥିଲା। ସ୍ବାଧୀନତା ସଂଗ୍ରାମରେ ଭାଗ ନେଇଥିବା ପାଣିମୋରା ଗ୍ରାମର…

ଭୋଟ୍‌ ବର୍ଜନ କରିବେ ଚିଟ୍‌ଫଣ୍ଡ ଜମାକରୀ

ବରଗଡ଼ ଅଫିସ୍‌,୧୭।୧: ଚିଟଫଣ୍ଡ୍‌ ସଂସ୍ଥାରେ କ୍ଷତିଗ୍ରସ୍ତ ଜମାକାରୀମାନେ ଏପର୍ଯ୍ୟନ୍ତ ସେମାନଙ୍କ ଜମାଟଙ୍କା ଫେରି ପାଇନାହାନ୍ତି। ଏହାକୁ ନେଇ ସମ୍ପୃକ୍ତ ଜମାକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସୋମବାର ଚିଟଫଣ୍ଡ୍‌ କ୍ଷତିଗ୍ରସ୍ତ ମିଳିତ ମଞ୍ଚ ବରଗଡ଼ ଜିଲା ଜିଲାପାଳ ଅଫିସ ଆଗରେ ଧାରଣା…

ନକଲି ପୋଲିସକୁ ଧରିଲା ଅସଲି ପୋଲିସ, ସ୍କ୍ବାଡ ପରିଚୟ ଦେଇ କରୁଥିଲେ ଲୁଟ୍‌ପାଟ

ବରଗଡ଼ ଅଫିସ,୧୫ା୧: ପୋଲିସ ସ୍କ୍ବାଡର କର୍ମଚାରୀ ପରିଚୟ ଦେଇ ଲୁଟ୍‌ପାଟ୍‌ ଚଲାଇଥିବା ୨ ଅଭିଯୁକ୍ତଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଲାଙ୍ଗୀର ସଦର ଥାନା ସିନ୍ଦୁରବାହାଲ ଗ୍ରାମର ସୁମନ ଶେଖର ପାଣିଗ୍ରାହୀ(୨୬) ଏବଂ ବରଗଡ଼ ପୌର ପରିଷଦ…

ଗଛରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

ଅମ୍ବାଭୋନା,୧୫ା୧(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଡୁଙ୍ଗୁରୀ ଦେଚୁଆଁ ପାହାଡ଼ ମଧ୍ୟରେ ରହିଥିବା ମାତାବନ୍ଧ ନିକଟସ୍ଥ ଏକ ଗଛରୁ ଶନିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକଦ୍ୱୟ ହେଲେ, ଡୁଙ୍ଗୁରୀ ଗ୍ରାମର ପାଣ୍ଡବ ବାଗ(୪୫) ଓ ସୁବାସିନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri